-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଜିଲ୍ଲା କାର୍ଯ୍ୟାଳୟ ଉଦଘାଟନୀ ଉତ୍ସବ ପାଳିତ

30-Nov-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
 କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକ ଅଧୀନସ୍ଥ ଜୋରାଡବ୍ରା ଗ୍ରାମପଞ୍ଚାୟତ ସ୍ଥିତ ଜୋରାଡବ୍ରା ଛକ ହରଗୌରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସମୁଖରେ ନିର୍ମାଣ ହୋଇଥିବା  ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଜିଲ୍ଲା କାର୍ଯ୍ୟାଳୟ ଗୃହ ବୁଧବାର ଦିନ ସମାଜର ଜିଲ୍ଲା ସଭାପତି ନୀଳମଣି ସାହୁଙ୍କ କରକମଳରେ  ଉଦଘାଟନ ହୋଇଥିଲା  ଉକ୍ତ ଗୃହ ପ୍ରତିଷ୍ଠା ଉତ୍ସବ ତଥା ଗୃହ ପ୍ରବେଶ କାର୍ଯ୍ୟକ୍ରମ ପ୍ରାରମ୍ଭ କୁସୁର୍ଲା ନୀଳକଣ୍ଠେଶ୍ଵର ଶିବ ମନ୍ଦିର ଠାରୁ ମହାଦେବଙ୍କ ପୂଜାର୍ଚନା କରି ପାଦୁକା ଏବଂ ଶୁଭ କଳସ ସହ ପଦଯାତ୍ରା ଆରମ୍ଭ ହୋଇ ଜିଲ୍ଲା କାର୍ଯ୍ୟାଳୟକୁ ପହଞ୍ଚିଥିଲେ ଏହା ପରେ ବୈଦିକ ରୀତି ନୀତିରେ ଗୃହ ରବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା |ପରେ ପରେ ଉପସ୍ଥିତ ସାହୁ ସମାଜର ସମସ୍ତ ଜନସାଧାରଣଙ୍କ ମନୋରଞ୍ଜନ ପାଇଁ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା |

ଉକ୍ତ କାର୍ଯ୍ୟକର୍ମରେ ମୁଖ୍ୟଅତିଥି ଭାବରେ ଜିଲ୍ଲା ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ସଭାପତି ନୀଳମଣି ସାହୁ ଓ ସମ୍ପାଦକ ନବୀନ କୁମାର ସାହୁ ଯୋଗଦାନ କରିଥିଲେ |ସମ୍ମାନିତ ଅତିଥି ଭାବରେ  ଉପ ସଭାପତି ଭରତ ସାହୁ, ନନ୍ଦ କିଶୋର ସାହୁ,ପ୍ରଫୁଲ୍ଲ ସାହୁ,  ଉପସଭାନେତ୍ରୀ ଜୟନ୍ତୀ ସାହୁ,ମାହେନ୍ଦ୍ରୀ ସାହୁ,ସୁଷମା ସାହୁ,ପଦ୍ମା ବତୀ ସାହୁ,ସହ ସମ୍ପାଦକ ଅକ୍ରୁର ସାହୁ,ଜିଲ୍ଲା ସଂଯୋଜକ ହେମ କିଶୋର ସାହୁ,ଟିକୁନୁ ସାହୁ,ଉତ୍ସବ କମିଟି ସଭାପତି ମୁରଲୀଧର ସାହୁ,ନେଗୀ କୋଦଣ୍ଡ ସାହୁ, ବେହେରା ଜିତେନ୍ଦ୍ର ସାହୁ, କାର୍ଜି କିଶନ ଲାଲ ସାହୁ, ବିରଞ୍ଚି ସାହୁ, ଦୀନବନ୍ଧୁ ସାହୁ,ଉପଦେଷ୍ଟା ଜୟଦେବ ସାହୁ,  କୀର୍ତ୍ତନ ସାହୁ, ତରଣୀ ସେନ ସାହୁ,ଜିଲ୍ଲା କୋଷାଧ୍ୟକ୍ଷ ଶେଷ ଦେବ ସାହୁ,ବିଚାରକ ଟିପିଲାଲ ସାହୁ,ହୀରାମଣି ସାହୁ,ପାଣ୍ଠି ସମୀକ୍ଷକ ମୁରଲୀଧସାହୁ,କିଶନ ଲାଲ ସାହୁ,ସଂଗଠକ ଖୁସିରାମ ସାହୁ,ପୃସେଟ ଶଙ୍କର ପ୍ରସାଦ ସାହୁ, ପନୁଆ  ବାଲଭୁଜ ସାହୁ, କୁସୁର୍ଲା ଗ୍ରାମ୍ୟ କମିଟି ସଭାପତି ହେମସାଗର ସାହୁ, ଜୋରାଡବ୍ରା ଗ୍ରାମ୍ୟ କମିଟି ସଭାପତି ମିନିକେତନ ସାହୁ, କର୍ଲାମୁଣ୍ଡା ବ୍ଲକ ସଭାପତି ଲକ୍ଷ୍ମୀ ପ୍ରସାଦ ସାହୁ,ମ. ରାମପୁର ବ୍ଲକ ସଭାପତି ରୋମାଞ୍ଚ ସାହୁ,କେସିଙ୍ଗା ବ୍ଲକ ସଭାପତି ଚକ୍ରଧର ସାହୁ, ଆଜୀବନ ସଭ୍ୟ କୃଷ୍ଣ ଚନ୍ଦ୍ର ସାହୁ ତଥା କର୍ଲାମୁଣ୍ଡା ବ୍ଲକ, କେସିଙ୍ଗା,ନର୍ଲା ବ୍ଲକ ଓ ମ. ରାମପୁର ବ୍ଲକର ସମସ୍ତ କର୍ମକର୍ତା  ଏବଂ କର୍ଲାମୁଣ୍ଡା ବ୍ଲକ ଅଧକ୍ଷା କୁନି ସାହୁ ଓ ମ. ରାମପୁର ବ୍ଲକ ଅଧକ୍ଷା ମନ୍ଦାକିନୀ ସିଂ ଦେଓ  ,ନର୍ଲା ବ୍ଲକ ଅଧକ୍ଷ୍ୟା ମନୋରମା ମହାନ୍ତି, ଉପାଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ପ୍ରମୁଖ ଯୋଗଦାନ କରିଥିଲେ |ଉକ୍ତ ଜିଲ୍ଲା କାର୍ଯ୍ୟାଳୟ ପ୍ରତିଷ୍ଠା କରିବାପାଇଁ ଉମାକାନ୍ତ ସାହୁ  ତାଙ୍କ ପତ୍ନୀ ସୁଶିଳା ସାହୁ ଭୂମି ଦାନ କରିଛନ୍ତି ।କାର୍ଯ୍ୟକ୍ରମ ପରିଚାଳନା ରେ ଦୁର୍ଗା ପ୍ରସାଦ ସାହୁ,ଉଜ୍ଜ୍ୱଳ କୁମାର ସାହୁ, ହୃଷିକେଶ ସାହୁ,ଆଇନ ପରାମର୍ଶଦାତା ସତ୍ୟ ନାରାୟଣ ସାହୁ,ଚୂଡ଼ାମଣି ସାହୁ ପ୍ରମୁଖ ସହଯୋଗ କରିଥିବା ବେଳେ କୁସୁରଲା ଗ୍ରାମ୍ୟ କମିଟି ସମ୍ପାଦକ ପ୍ରତାପ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।ଏଥିରେ ସମସ୍ତ ଗ୍ରାମ୍ୟ/ମଣ୍ଡଳ/ବ୍ଲକ ଓ ଜିଲ୍ଲା କମିଟି ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like