-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

ଉତ୍ତାରାଞ୍ଚଳ ରାଜସ୍ୱ କମିଶନର ଙ୍କ ବଲାଙ୍ଗିର ଗସ୍ତ -- ନୂତନ ଭୋଟର ପଞ୍ଜିକରଣ ର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା

30-Nov-2022



ବଲାଙ୍ଗିର/  ଆଜି ଉତ୍ତାରାଞ୍ଚଳ ରାଜସ୍ୱ କମିଶନର ତଥା ଇଲେକ୍ଟୋରାଲ ରୋଲ  ପର୍ଯ୍ୟବେକ୍ଷକ ଡ଼ ସୁରେଶ ଚନ୍ଦ୍ର ଦଳେଇ ବଲାଙ୍ଗିର ଗସ୍ତ ରେ ଆସି ପୂର୍ବାହ୍ନ  ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଲୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାରେ  ନୂତନ ଭୋଟର ପଞ୍ଜିକରଣ ର ସ୍ଥିତି ଓ ଅଗ୍ରଗତି ସମ୍ପର୍କରେ ସବିଶେଷ ସମୀକ୍ଷା କରିଥିଲେ । ଏହି ବୈଠକରେ ଜିଲ୍ଲାପାଳ ଚଞ୍ଚଳ ରାଣା

,ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ , ବଲାଙ୍ଗିର ଉପ –ଜିଲ୍ଲାପାଳ ତଥା  ଇଲେକ୍ଟୋରାଲ ରେଜିଷ୍ଟ୍ରେସନ ଅଫିସର କୁମାର ନାଗଭୂଷଣ ,ପାଟଣାଗଡ ଉପ –ଜିଲ୍ଲାପାଳ ତଥା ଇଲେକ୍ଟୋରାଲ ରେଜିଷ୍ଟ୍ରେସନ ଅଫିସର ଡ଼ ବିଜୟାନନ୍ଦ ସେଠୀ ଙ୍କ ସମେତ ସହକାରୀ ଇଲେକ୍ଟୋରାଲ ରେଜିଷ୍ଟ୍ରେସନ ଅଫିସର ଓ ବିଭିନ୍ନ ରାଜନୈତିକ ଦଳ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ । ରାଜନୈତିକ ଦଳର ପ୍ରତିନିଧି ଙ୍କ ସହ ଜିଲ୍ଲାର ନୂତନ ଭୋଟର ପଞ୍ଜିକରଣ ର ସ୍ଥିତି ଓ ଅଗ୍ରଗତି ଉପରେ ବିଶେଷ ଆଲୋଚନା କରି ଜିଲ୍ଲାରେ  ନୂତନ ଭୋଟର ପଞ୍ଜିକରଣ କୁ ଶତ ପ୍ରତିଶତ ସଫଳ କରିବାରେ ସମସ୍ତ ରାଜନୈତିକ ଦଳ ର ପ୍ରତିନିଧି ଆନ୍ତରିକ ସହଯୋଗ କରିବାକୁ ଅନୁରୋଧ କରିବା ସହ ବୁଥ ଗୁଡିକରେ ବୁଥ ସ୍ତରୀୟ ଏଜେଣ୍ଟ ନିୟୋଜିତ କରିବାକୁ ରାଜନୈତିକ ଦଳ ର ପ୍ରତିନିଧି ମାନଙ୍କୁ ଅନୁରୋଧ କରିଥିଲେ । ଏହାଦ୍ୱାରା ଏହି ପ୍ରକ୍ରିୟା ଆହୁରି ତ୍ୱରାନ୍ୱିତ ହୋଇପାରିବ ବୋଲି ସେ ପ୍ରକାଶ କରିଥିଲେ ।    ସମସ୍ତ ଜିଲ୍ଲା ରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ, ୨୦୨୩ ( Special Summary Revision, 2023), ତାରିଖ ୯/୧୧/ ୨୦୨୨ ରୁ ତାରିଖ ୦୮/୧୨/ ୨୦୨୨ ପର୍ଯ୍ୟନ୍ତ ନିର୍ଦ୍ଧାରିତ  ହୋଇଅଛି ଓ ଏହା ବଲାଙ୍ଗିର  ଜ଼ିଲ୍ଲା ରେ ମଧ୍ୟ ଚାଲୁଅଛି l ଯଦି ଜଣେ ନାଗରିକ ଙ୍କ ବୟସ ୨୦୨୩ ମସିହା ଜାନୁଆରୀ ୧ ,ଏପ୍ରିଲ ୧ ,ଜୁଲାଇ ୧,ଏବଂ ଅକ୍ଟୋବର ୧ ସୁଦ୍ଧା ୧୮ ବର୍ଷ ହେଉଥିବ ତାହେଲେ ଜଣେ ଭୋଟର ଭାବେ ପଞ୍ଜୀକରଣ ପାଇଁ ଆଗୁଆ ଆବେଦନ କରିପାରିବେ । ଭୋଟର ପଞ୍ଜୀକରଣ ପାଇଁ ଭୋଟର ହେଲ୍ପଲାଇନ ଆପ କିମ୍ବା ସମ୍ପୃକ୍ତ ବୁଥ ସ୍ତରୀୟ ଅଧିକାରୀ କିମ୍ବା ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଲୟ ରେ ଆବେଦନ କରିପାରିବେ । ପରେ ଉତ୍ତାରାଞ୍ଚଳ ରାଜସ୍ୱ କମିଶନର ତଥା ଇଲେକ୍ଟୋରାଲ ରୋଲ  ପର୍ଯ୍ୟବେକ୍ଷକ ଡ଼ ଦଳେଇ ବଲାଙ୍ଗିର  ନିର୍ବାଚନ ମଣ୍ଡଳୀ ଅନ୍ତର୍ଭୂକ୍ତ ବୁଥ ନମ୍ବର  ୨୪୩ ପି ପି ଏକାଡେମୀ  ମତଦାନ କେନ୍ଦ୍ର, କୁ ପରିଦର୍ଶନ କରିଥିଲେ l ତା ପରେ ଉପ-ଜ଼ିଲ୍ଲାପାଳ ,ବଲାଙ୍ଗିର   ଙ୍କ କାର୍ଯ୍ୟାଳୟ କୁ ଯାଇ ବୁଥ ସ୍ତରୀୟ ଅଧିକାରୀ ଓ ବୁଥ ସ୍ତରୀୟ ପର୍ଯ୍ୟବେକ୍ଷକ ଙ୍କ ବୈଠକରେ ଯୋଗଦେଇ ନୂତନ ଭୋଟର ପଞ୍ଜିକରଣ ର ସ୍ଥିତି ଓ ଅଗ୍ରଗତି ଉପରେ ଆଲୋଚନା କରିବା ସହ ଏକ ସୁସ୍ଥ  ଭୋଟର ତାଲିକା ପ୍ରସ୍ତୁତି କରିବା ନିମନ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like