-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଡିଷ୍ଟିକ୍ଟ ପ୍ରାଇଭେଟ କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଏସୋସିଏସନରର  ସାଧାରଣ ପରିଷଦ ବୈଠକ

01-Dec-2022



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ହରିହର ହସ୍ପିଟାଲ ଠାରେ ବଲାଙ୍ଗୀର ଡିଷ୍ଟିକ୍ଟ ପ୍ରାଇଭେଟ୍ କ୍ଲିନିକାଲ୍ ଏଷ୍ଟାବ୍ଲିସମେଣ୍ଟ ଏସୋସିଏସନ୍‌ରର  ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଂଜନ ବିଶି  ଯୋଗ ଦେଇ ଜିଲ୍ଲାର ଘରୋଇ କ୍ଲିନିକ ଓ ନର୍ସିଂ ହୋମ୍ ଗୁଡିକ ସେବା ମନୋଭାବ ନେଇ ସଂଘବଦ୍ଧ ଭାବେ କାମ କରିବା ଉଚିତ ବୋଲି କହିଥିଲେ । ଜିଲ୍ଲାରେ ସ୍ୱାସ୍ଥ୍ୟ ସେବା ଓ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥାର ଉନ୍ନତି ପାଇଁ ସେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ପ୍ରତିଶୃତି ଦେଇଥିଲେ । ଏସୋସିଏସନ୍ ର ଉପସଭାପତି ଦୁର୍ଗା ପ୍ରସାଦ ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସଭାରେ

ଅନ୍ୟତମ ଅତିଥି ଭାବରେ  କ୍ଲିନିକାଲ ଏଷ୍ଟାବ୍ଲିସମେଣ୍ଟ ଏସୋସିଏସନରର ଜୋନାଲ ସେକ୍ରେଟେରୀ ଡ.ରବିନ୍ଦ୍ର ପ୍ରଧାନ, ଏଡିଏମ୍‌ଓ ପିଏଚ୍  ଡ. ପ୍ରଭାତ କୁମାର ରଥ ଓ ଷ୍ଟେଟ୍ ପୋଲୁସନ୍ ବୋର୍ଡର ରିଜିଓନାଲ୍ ମେନେଜର ବବିତା ସିଂହ ମଂଚାସୀନ ରହି ନର୍ସିଂ ହୋମ୍ ଗୁଡିକ ଉନ୍ନତ ମାନର ସେବା ଯୋଗାଇ ଦେବା ସହ ସମାଜର ହିତ ପାଇଁ କାମ କରିବା ଉଚିତ ବୋଲି କହିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗୀର ଡିଷ୍ଟିକ୍ଟ ପ୍ରାଇଭେଟ କ୍ଲିନିକାଲ

ଏଷ୍ଟାବ୍ଲିସମେଣ୍ଟ ଏସୋସିଏସନରର  ସଭାପତି ଡ. ନରେନ୍ଦ୍ର ସାହୁ, ସାଧାରଣ ସଂପାଦକ ରାଜକୁମାର ଅଗ୍ରୱାଲ, କାର୍ଯ୍ୟକାରୀ ସଭାପତି ଶ୍ରୀମନ୍ତ ପଣ୍ଡା ପ୍ରମୁଖ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଏସୋସିଏସନ୍ ତରଫରୁ ଡାକ୍ତର ଶଙ୍କର ପ୍ରସାଦ ମେହେର, ସାମ୍ବାଦିକ ରଘୁ ନନ୍ଦନ ସିଂହ, ବିଶ୍ୱମୟ ପୂଜାରୀ ଓ ସୁଶାନ୍ତ ଠାକୁରଙ୍କୁ ଉପଢ଼ୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ବୈଠକରେ ବଲାଙ୍ଗୀର ସମେତ କଂଟାବାଞ୍ଜି, ଟିଟିଲାଗଡ଼ ଓ ଲୋଇସିଂହା ଆଦି ଅଂଚଳ ରେ ଥିବା ଘରୋଇ କ୍ଲିନିକ ଗୁଡିକର ସତ୍ତ୍ୱାଧିକାରୀ ମାନେ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like