-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

ଦେଶ କେନ୍ଦ୍ରୀୟ ଶାସନ ଆଡ଼କୁ ଗତି କରୁଛି : ତୁଷାର ଗାନ୍ଧୀ I

01-Dec-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀ)
: ସଂଘୀୟ ବ୍ୟବସ୍ଥା ଏବେ ଲୁପ୍ତ ହେବାକୁ ଯାଉଛି। ‌ଦେଶ ଏବେ କେନ୍ଦ୍ରୀୟ ଶାସନ ଆଡ଼କୁ ଗତି କରୁଛି। ଆସାମ ଭଳି ରାଜ୍ୟରେ ଲୋକଙ୍କୁ ନାଗରିକତା ପାଇଁ ନିଜର ପୂର୍ବଜ ଭାରତରେ ନାଗରିକ ଥିଲେ ବୋଲି ପ୍ରମାଣ ଦେବାକୁ ପଡ଼ୁଛି। ଯାହା ଉପରୁ ଲଦି ଦିଆଯାଉଛି ତାହା ଗ୍ରହଣ କରିବାକୁ ବାଧ୍ୟ କରାଯାଉଛି। ଆମେ ବି ବିନା ପ୍ରତିବାଦରେ ତାହା ଗ୍ରହଣ କରିନେଉଛୁ। ବୁଧବାର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ‘ସେତୁ ପକ୍ଷରୁ ଆୟୋଜିତ ଘନଶ୍ୟାମ ଦାଶ ବକ୍ତୃତାମାଳାରେ ଯୋଗଦେଇ ମହାତ୍ମା ଗାନ୍ଧୀଙ୍କ ଅଣନାତି ତଥା ବିଶିଷ୍ଟ ଲେଖକ ତୁଷାର ଅରୁଣ ଗାନ୍ଧୀ ଏହା କହିଛନ୍ତି I ଶ୍ରୀଗାନ୍ଧୀ ଆହୁରି ମଧ୍ୟ କହିଥିଲେ, ସତ୍ୟ ହିଁ ଈଶ୍ୱର। ଈଶ୍ୱର ହିଁ ସତ୍ୟ। କିନ୍ତୁ, ସତ୍ୟ ଉପରେ ଏବେ ପ୍ରଶ୍ନ ଉଠିଲାଣି। ସତ୍ୟକୁ ବି ଏହା ପ୍ରମାଣିତ କରିବାକୁ ପଡ଼ୁଛି। ବାପୁ ସତ୍ୟର ସନ୍ଧାନରେ ତାଙ୍କ ଜୀବନ ବିତାଇ ଦେଇଥିଲେ। ବୁଦ୍ଧଦେବ ମଧ୍ୟ ତାହା ହିଁ କରିଥିଲେ। ଆମେ ସତ୍ୟନିଷ୍ଠ ହେବା ଆବଶ୍ୟକ। ବାପୁ ଆମକୁ ସତ୍ୟନିଷ୍ଠ କରାଇନପାରିବା ହେଉଛି ତାଙ୍କର ଏକ ବିଫଳତା ବୋଲି ମୁଁ ବିବେଚନା କରେ ବୋଲି ସେ କହିଥିଲେ। ସେ ଆହୁରି ମଧ୍ୟ କହିଥି‌େଲ, ଆମେ ପ୍ରଶ୍ନ କରିବା ଶିଖିନାହୁଁ । ବର୍ତ୍ତମାନର ଶିକ୍ଷା ବ୍ୟବସ୍ଥାରେ ବି ଛାତ୍ରଛାତ୍ରୀମାନଙ୍କୁ ପ୍ରଶ୍ନ କରିବା ଶିଖାଯାଉନାହିଁ। ଶିକ୍ଷା ଉଭୟ କେନ୍ଦ୍ର ଓ ରାଜ୍ୟର ଅଧିକାର କ୍ଷେତ୍ରରେ ଆସୁଛି। ହେଲେ, ବାସ୍ତବତା କିନ୍ତୁ ଭିନ୍ନ। ଯେଉଁମାନଙ୍କ ଶିକ୍ଷାଗତ ଯୋଗ୍ୟତା ନାହିଁ, ସେମାନେ ଏବେ ଆଗାମୀ ପିଢ଼ି କଣ ପଢ଼ିବେ, ଶିକ୍ଷକମାନେ କଣ ପଢ଼ାଇବେ, ତାହା ସ୍ଥିର କରୁଛନ୍ତି ବୋଲି ସେ କହିଥିଲେ I ଆୟୋଜକ ‘ସେତୁ’ର ସଭାପତି ଡ. ମୀନକେତନ ପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସୌଦାମିନୀ ନନ୍ଦ ଆଜି ତୁଷାର ଗାନ୍ଧିଙ୍କୁ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ‘ସେତୁ’ ସଂପାଦକ ସୁକାନ୍ତ କର ସଭା ସଂଯୋଜନା ଓ ଅତିଥି ପରିଚୟ ଦେଇଥିବା ବେଳେ ଉପସଭାପତି ଡ. ନୀଳେନ୍ଦ୍ରି ପଣ୍ଡା ଧନ୍ୟବାଦ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like