-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||     

HOME   ଜିଲ୍ଲା

ଅହିଂସାର ପ୍ରକୃତ ଅର୍ଥ ବୁଝିବାକୁ ହେବ - ତୁଷାର ଗାନ୍ଧୀ

01-Dec-2022



ସ୍ଥାନୀୟ ଇମ୍ପେରିଆଲ କଲେଜ ପରିସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମହାତ୍ମା ଗାନ୍ଧୀଙ୍କ ଅଣ ନାତି ତଥା ବିଖ୍ୟାତ ଲେଖକ ତୁଷାର ଗାନ୍ଧୀ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ସହ ମତ ବିନିମୟ କରିଥିଲେ I ଅଧ୍ୟାପିକା ଝରଣା ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପିକା ବସୁନ୍ଧରା ଦୀପ ଓ ଅନ୍ୟ ଛାତ୍ରୀମାନେ ପ୍ରଥମେ ଗାନ୍ଧୀ ଭଜନ ପରିବେଷଣ କରିବା ପରେ ମତ ବିନିମୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଛାତ୍ରଛାତ୍ରୀ ମାନଙ୍କ ସହିତ ମତ ବିନିମୟ କରିବା ସମୟରେ ଗାନ୍ଧୀ ବିଭିନ୍ନ ଶବ୍ଦର ବ୍ୟାଖ୍ୟା କରିଥିଲେ।ସେ କହିଥିଲେ ଯେ ରାଗିବା ହେଉଛି ଏକ ଶକ୍ତି ତେଣୁ ରାଗକୁ ମଣିଷ ଖରାପ ଭାବରେ ବ୍ୟବହାର ନ କରି ନିଜ ଭିତରେ ଥିବା ଶକ୍ତିକୁ

 

ସଦ୍ଉପାୟରେ  ବିନିଯୋଗ କଲେ ଏହାର ସୁଫଳ ମିଳିପାରିବ। ପୃଥିବୀରେ ସମସ୍ତଙ୍କର ବଞ୍ଚିବାର ଇଚ୍ଛା ଥିବାରୁ ଜୀବଜନ୍ତୁ ଗଛପତ୍ର ପ୍ରତି ଅମାନବୀୟ ବ୍ୟବହାର କଲେ ତାହା ମଧ୍ୟ ହିଂସା ତେଣୁ ପ୍ରକୃତ ଅହିଂସାର ବ୍ୟବହାର ଆମେ କଲେ ପୃଥିବୀକୁ ସୁରକ୍ଷିତ ରଖିବା ସହ ମାନବ ସମାଜରେ ମଧ୍ୟ ଭାଇଚାରାର ବାତାବରଣ ସୃଷ୍ଟି ହେବ ମୋହନ ଦାସ କରମ ଚାନ୍ଦ ଗାନ୍ଧୀ ଜଣେ ସାଧାରଣ ମଣିଷ ଥିଲେ ତେଣୁ ତାଙ୍କର ସେହି ସରଳ ଜୀବନ ଯାପନ ପ୍ରଣାଳୀକୁ

ଆମେ ଯଦି ଅନୁସରଣ କରିବା ତାହେଲେ ଜୀବନରେ ପ୍ରକୃତ ଶାନ୍ତି ପାଇପାରିବା ।କାର୍ଯ୍ୟକ୍ରମ ଶେଷରେ ଇମ୍ପେରିଆଲ କଲେଜର ଅଧ୍ୟକ୍ଷ ଦୂର୍ଗେଶ ଶତପଥୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଚେୟାରମେନ୍ ଦୀପକ ଗୋୟଲ୍ ଅତିଥିଙ୍କୁ ଏକ ଶ୍ରୁତି ଫଳକ ସ୍ୱରୂପ ଗାନ୍ଧୀ ଚିତ୍ର ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026

You Might Also Like