-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||     

HOME   ଜିଲ୍ଲା

ବିଶ୍ୱ ଏଡ୍‌ସ ଦିବସ ଆଜି, ଜିଲ୍ଲାରେ ୩୯୫୭ ଜଣ ଏଚ୍‌ଆଇଭି ସଂକ୍ରମିତ, ଏଡ୍‌ସ ନେଲାଣି ୪୬୫ ଜୀବନ I

01-Dec-2022



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
: ଆଜି ବିଶ୍ୱ ଏଡ୍‌ସ ଦିବସ I ସମ୍ବଲପୁର ଜିଲ୍ଲାରେ ଏଡ୍‌ସ ରୋଗ ଏ ପର୍ଯ୍ୟନ୍ତ ୪୬୫ ଜଣଙ୍କ ଜୀବନ ନେଇସାରିଲାଣି। ତେବେ, ଗତ ଏକ ବର୍ଷ ମଧ୍ୟରେ ଜିଲ୍ଲାରେ ୩୩୩ ଜଣ ଏଚ୍‌ଆଇଭି ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି I ରାଜ୍ୟରେ ଏଡ୍‌ସ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଓଡ଼ିଶା ଏଡ୍‌ସ ନିୟନ୍ତ୍ରଣ ସୋସାଇଟି ଏହି ରୋଗରେ ଆକ୍ରାନ୍ତ ଲୋକଙ୍କ ଚିହ୍ନଟ ସହ ସେମାନଙ୍କ ଆବଶ୍ୟକ ସହୟତା ଯୋଗାଇବା ନିମନ୍ତେ ରାଜ୍ୟର ବିଭିନ୍ନ ସ୍ଥାନରେ ସମନ୍ୱିତ ପରାମର୍ଶ ଓ ପରୀକ୍ଷା କେନ୍ଦ୍ର(ଆଇସିଟିସି) ଖୋଲାଯାଇଛି। ରକ୍ତ ପରୀକ୍ଷା ପରେ ଏଚ୍‌ଆଇଭିରେ ଆକ୍ରାନ୍ତ ହୋଇଥିଲହେଁ ଆବଶ୍ୟକ ଚିକିତ୍ସା ଓ ପରାମର୍ଶ ଯୋଗାଇ ଦିଆଯାଉଛି। ସମ୍ବଲପୁର ଜିଲ୍ଲାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ବୁର୍ଲା, ରେଢ଼ାଖୋଲ, କୁଚିଣ୍ଡା ଓ ଲଇଡ଼ାରେ ଆଇସିଟିସିର କେନ୍ଦ୍ର ରହିଛି। ସମ୍ବଲପୁର ସଦର ଡାକ୍ତରଖାନା କେନ୍ଦ୍ରରେ ୨୦୦୨ ମସିହାରୁ ରକ୍ତ ନମୁନା ପରୀକ୍ଷା ଆରମ୍ଭ ହୋଇଛି। ଜିଲ୍ଲାରେ ୨୦୦୨ ମସିହାରୁ ୨୦୨୨ ମସିହା ମଧ୍ୟରେ ଗତ ୨୦ ବର୍ଷ ମଧ୍ୟରେ ୪୬୫ ଜଣ ଏଡ୍‌ସ ରୋଗୀଙ୍କ ମତ୍ୟୁ ଘଟିଥିବା ବେଳେ ୩୯୫୭ ଜଣ ବ୍ୟକ୍ତି ଏଚ୍ଆଇଭି ସଂକ୍ରମିତ ହୋଇଥିବା ଚିହ୍ନଟ କରାଯାଇଛି।  ଅକ୍ଟୋବର ୨୦୨୨ ସୁଦ୍ଧା ଜିଲ୍ଲାରେ ସର୍ବମୋଟ ୩୯୫୭ ଜଣ ଏଚ୍‌ଆଇଭି ସଂକ୍ରମିତ ହୋଇଥିବା ଜଣାପଡ଼ିଛି।  ମହିଳାଙ୍କ ତୁଳନାରେ ପୁରୁଷଙ୍କ ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ବହୁତ ଅଧିକ ରହିଛି I ଗତ ୨୦୧୭ ମସିହା ସୁଦ୍ଧା ସମ୍ବଲପୁର ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୪୩୬ରେ ସୀମିତ ଥିବା ବେଳେ ଗତ ୫ ବର୍ଷ ମଧ୍ୟରେ ଆହୁରି ୨୯ ଜଣଙ୍କ ମୃତ୍ୟୁ ଘଟିଛି। ଏଚ୍‌ଆଇଭି/ଏଡ୍‌ସ ରୋଗୀଙ୍କୁ ସରକାରଙ୍କ ପକ୍ଷରୁ ମାଗଣା ଚିକିତ୍ସା ସହ ଚାଉଳ, ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଭତ୍ତା ଟଙ୍କା ସହିତ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେଉଛନ୍ତି। ମାତ୍ର ସବୁ ରୋଗୀଙ୍କୁ ଏହି ସୁବିଧା ମିଳିପାରୁ ନାହିଁ। ବହୁ ରୋଗୀ ଲୋକଲଜ୍ଜା ଭୟରେ ଏସବୁ ଯୋଜନାର ଫାଇଦା ନନେଇ ଘୋର ଅସୁବିଧା ମଧ୍ୟରେ କାଳାତିପାତ କରୁଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026

You Might Also Like