-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

ପକ୍କାରାସ୍ତା ସାତ ସପନ, କାଠ ପୋଲ ହିଁ ସାହାଭରଷା

01-Dec-2022



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା): ସବୁ ଗ୍ରାମକୁ ପକ୍କା ସଡ଼କ ନିର୍ମାଣ ର ନାରା ପିଟି କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଆଜି ବି ଅନେକ ଗାଁ କୁ ରାସ୍ତାଟିଏ ନଥିବାରୁ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ଗ୍ରାମବାସୀ l ଅଧପନ୍ତରିଆ ବ୍ରିଜ କାମ ସମ୍ପୂର୍ଣ ହୋଇ ନଥିବାରୁ ଯାତାୟତର ଏକମାତ୍ର ଭରଷା ସାଜିଛି ଭଙ୍ଗା କାଠ ପୋଲ l ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ନୟାଗଡ ଜ଼ିଲ୍ଲା ରଣପୁର ବ୍ଲକ ବନ୍ଦମୁଣ୍ଡା ପଞ୍ଚାୟତରେ l ଏହି ରାସ୍ତାଟି ରାଆଁଳା, ଚାକୁଣ୍ଡାଝର ଦୁଇଟି ଗ୍ରାମକୁ ସଂଯୋଗ କରୁଥିବା ସହ ରଣପୁର ଗଡ଼ର ବନଦେବୀ ମା' ଖିଲାମୁଣ୍ଡାଙ୍କ ପୀଠକୁ ମଧ୍ୟ୍ୟ ସଂଯୋଗ କରିଛି l ଏହି ପୀଠ ଟି ଜଙ୍ଗଲ ପରିବେଶ ଘେରା ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ହୋଇଥିବା ବେଳେ ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ପ୍ରତିଦିନ ଜ଼ିଲ୍ଲା ତଥା ଜ଼ିଲ୍ଲା ବାହାରୁ ଶହ ଶହ ସଂଖ୍ୟକ ପର୍ଯ୍ୟଟକ ବିପଜ୍ଜନକ ଭାବେ ଏହି ରାସ୍ତା ଦେଇ ଯାତାୟାତ କରନ୍ତି l ଖାଲି ସେତିକି ନୁହେଁ ଏଠାକାର ସ୍ଥାନୀୟ ବାସୀଙ୍କ ଠାରୁ ଆରମ୍ଭ କରି କୋମଳମତି ଛୋଟ ଛୋଟ ପିଲା ମାନେ ମଧ୍ୟ୍ୟ ବିପଦ ସଂକୁଳ ଅବସ୍ଥାରେ ଏହି ଭଙ୍ଗା କାଠ ପୋଲ ଦେଇ ବିଦ୍ୟାଳୟ ଯାଆନ୍ତି l ଯେତେବେଳେ ଏହି କାଠ ପୋଲଟି ଭାଙ୍ଗି ଏକ ବଡ଼ ଧରଣର ଦୁର୍ଘଟଣା ଘଟିବ ତେବେ ଯାଇ ପ୍ରଶାସନ ର ନିଦ ଭାଙ୍ଗିବ ବୋଲି ସାଧାରଣରେ ହେଉଛି ଚର୍ଚ୍ଚା | ସୂଚନାଯୋଗ୍ୟ ଆଜିକୁ ଦୀର୍ଘ ବର୍ଷ ହେବ ସରକାରୀ କର୍ମଚାରୀ ମାନଙ୍କର ଦାୟିତ୍ୱହୀନତା ପାଇଁ ଅଧାଗଢା ଅବସ୍ଥାରେ ପଡିରହିଛି ବ୍ରିଜ l ବ୍ରିଜ ନିର୍ମାଣର କାର୍ଯ୍ୟ ଅବଧି ଶେଷ ହୋଇଥିଲେ ମଧ୍ୟ୍ୟ ବ୍ରିଜଟି ସମ୍ପୂର୍ଣ ହୋଇ ନଥିବାରୁ ନାହିଁ ନଥିବା ଅସୁବିଧାର ସମୁଖୀନ ହେଉଛନ୍ତି ଅଞ୍ଚଳବାସୀ l ତୁରନ୍ତ ବ୍ରିଜ କାମ ସାରିବାକୁ ସ୍ଥାନୀୟ ବାସୀ ଦାବୀ କରିଥିବା ବେଳେ ଖୁବ ଶୀଘ୍ର ଅର୍ଦ୍ଧ ନିର୍ମିତ ପୋଲ କାମ ସମ୍ପୂର୍ଣ କରାଯିବ ବୋଲି ରଣପୁର ମଣ୍ଡଳ ଉନ୍ନୟନ ଅଧିକାରୀ ପ୍ରତିଶୃତି ଦେଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like