-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ଏଡସ ଦିବସ ପାଳିତ, ନିୟନ୍ତ୍ରଣ ପାଇଁ ଜନସଚେତନତା ଉପରେ ଗୁରୁତ୍ଵାରୋପ

01-Dec-2022



ବଲାଙ୍ଗିର  ଆଜି ବଲାଙ୍ଗିର ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା ଏଡସ ନିରାକରଣ ୟୁନିଟ,ଜିଲ୍ଲା ଆଇନ ସେବା ପ୍ରାଧିକରଣ  ତଥା ଏଡସ ନିରାକରଣ କାର୍ଯକ୍ରମର ସହଯୋଗୀ ବେସରକାରୀ ସଂସ୍ଥା ସହଯୋଗରେ  ଜିଲ୍ଲାସ୍ତରୀୟ  ବିଶ୍ଵ ଏଡସ ଦିବସ ପାଳିତ ହୋଇଯାଇଛି । ବିଶ୍ଵ ଏଡସ ଦିବସ ପାଳନ ଉପଲକ୍ଷେ ଭୀମ ଭୋଇ ମେଡିକାଲ କଲେଜ ଓ

ହସ୍ପିଟାଲ ପରିସରରୁ ବାହାରିଥିବା ଏକ ସଚେତନତା ରାଲି କୁ ଜିଲ୍ଲାପାଳ ଚଞ୍ଚଳ ରାଣା ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଏନଏମ ତାଲିମ କେନ୍ଦ୍ରର ଛାତ୍ରୀ ଓ ବେସରକାରୀ ସଂଗଠନର କର୍ମକର୍ତ୍ତାଙ୍କ ଦ୍ଵାରା ଅନୁଷ୍ଠିତ ଏହି ରାଲି ସହର ପରିକ୍ରମା କରି ସିଡିଏମଓ କାର୍ୟାଳୟ ପର୍ଯ୍ୟନ୍ତ ଆସିଥିଲା  ।  ରାଲି ଶୁଭାରମ୍ଭ କାର୍ଯକ୍ରମରେ  ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ମେଡିକାଲ ଅଧିକ୍ଷକ ଡ଼ ମାନସୀ ପଣ୍ଡା, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ ପ୍ରମୁଖ ଉପସ୍ଥିତ ଥିଲେ । ପରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦିବ୍ୟ କିଶୋର ପତି , ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ବିନୟ କୁମାର ପାତ୍ର , ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଟି.ବି) ଡ଼ ସିଦ୍ଧେଶ୍ଵର ମାଝୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଏଚଆଇଭି /ଏଡସ ର ନିରାକରଣ ପାଇଁ ଜନସଚେତତା ଦ୍ଵାରା ହିଁ  ଏହାକୁ ନିୟନ୍ତ୍ରଣ କରାଯାଇପାରିବ ବୋଲି ମତବ୍ୟକ୍ତ କରିଥିଲେ । ସରକାରୀ, ବେସରକାରୀ ଓ ବିଭିନ୍ନ ସାମାଜିକ ସଂଗଠନ ପାରସ୍ପାରିକ ସହଯୋଗ ରକ୍ଷା କରି ଏଡସ ସଚେତନତା କାର୍ଯକ୍ରମକୁ ଆହୁରି ବ୍ୟାପକ ଓ ଲୋକାଭିମୁଖୀ କରିବା ଦିଗରେ ଚେଷ୍ଟିତ ହେବା ନିମନ୍ତେ ଅତିଥି ମାନେ ମତବ୍ୟକ୍ତ

କରିଥିଲେ । ସଚେତନତା ସଭାରେ ବିଶ୍ଵ ଏଡସ ଦିବସର ଶପଥ ପାଠ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ଏଏନଏମ ତାଲିମ କେନ୍ଦ୍ରର ଛାତ୍ରୀ ମାନେ ଏଡସ ସଚେତନତା ସମ୍ପର୍କିତ ଏକ କ୍ଷୁଦ୍ର ନାଟକ ପରିବେଷଣ କରିଥିଲେ ଏବଂ ସଭା ରେ ଏଡସ ସମ୍ପର୍କିତ କୁଇଜ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଏଡସ ନିରାକରଣ ୟୁନିଟର ଜିଲ୍ଲା ପ୍ରୋଗ୍ରାମ ମେନେଜର ରାଜେନ୍ଦ୍ର କୁମାର ମହାରଣା ଜିଲ୍ଲାରେ  ଏଡସ ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ଗ୍ରହଣ କରାଯାଉଥିବା ପଦକ୍ଷେପ ,ସ୍ଥିତି ଏବଂ ଏଡସ ରୋଗୀ ମାନେ ପାଉଥିବା ବିଭିନ୍ନ ସରକାରୀ ସହାୟତା ସମ୍ପର୍କରେ ସୂଚନା ଦେବା ସହ ସଭାକାର୍ଯ୍ୟ ପରିଚାଳନା କରିଥିଲେ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।  ଏହି ଦିବସ ପାଳନ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ୟାଳୟ ଠାରେ ଦସ୍ତଖତ ଅଭିଯାନ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026

You Might Also Like