-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||     

HOME   ରାଜନୀତି

ମନ୍ତ୍ରୀଙ୍କୁ ଧକ୍କା ମାରିବାକୁ ସାମ୍ବାଦିକାଙ୍କୁ ଖୋଲାଖୋଲି କହୁଛନ୍ତି ଧର୍ମେନ୍ଦ୍ର, ସିଇଓଙ୍କୁ ଫେରାଦ ହେଲା ବିଜେଡି

01-Dec-2022



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ହିଂସା ପାଇଁ ଉସୁକାଉଛନ୍ତି କେନ୍ଦ୍ର ମନ୍ତ୍ରୀ । ଖୋଲାଖୋଲି ଟିଭି ସାମ୍ବାଦିକାଙ୍କୁ କହୁଛନ୍ତି ମନ୍ତ୍ରୀଙ୍କୁ ଧକ୍କା ମାର । ଏଭଳି ଭିଡିଓ ଦୁଇ ଦିନ ହେବ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି । ଯେଉଁଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର ପ୍ରତିନିଧିଙ୍କ ନାଁ ନେଇ ହସି ହସି ପଚାରୁଛନ୍ତି ରାଜା ତତେ ଧକ୍କା ମାରିଲା ? ତୁ ତାକୁ ମାରିନେଲୁ ଗୋଟେ । ଆଉ ଥରେ ଲାଗ ତା ସାଙ୍ଗରେ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏଭଳି ମନ୍ତ୍ୟବର ଭିଡିଓ ଭାଇରାଲ୍ ହେଉଥିବା ବେଳେ ବିଜେଡି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇ କାର୍ଯ୍ୟାନୁଷ୍ଠାନ ଦାବି କରିଛି । ବିଜେଡି ଅଭିଯୋଗ କରିଛି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ରାଜା ସ୍ୱାଇଁଙ୍କ ପ୍ରତି ଇଙ୍ଗିତ କରୁଛନ୍ତି ।

ସୂଚନା ଯୋଗ୍ୟ, କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ (ରାଜା ସ୍ୱାଇଁ) ଏବେ ପଦ୍ମପୁର ଉପନିର୍ବାଚନ ଲାଗି ପ୍ରଚାର କରୁଛନ୍ତି । ବିଜେଡି ଅଭିଯୋଗ କରିବା ସହ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଉକ୍ତ ଭିଡିଓକୁ ପ୍ରଦାନ କରିଛି । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର, ଲେନିନ୍ ମହାନ୍ତି ପ୍ରମୁଖ ସିଇଓଙ୍କୁ ଭେଟି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026

You Might Also Like