-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ଏଡସ ଦିବସ ପାଳିତ, ନିୟନ୍ତ୍ରଣ ପାଇଁ ଜନସଚେତନତା ଉପରେ ଗୁରୁତ୍ଵାରୋପ

01-Dec-2022



 ବଲାଙ୍ଗିର(ପ୍ରେରଣା ଖବର) ଆଜି ବଲାଙ୍ଗିର ଠାରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ଜିଲ୍ଲା ଏଡସ ନିରାକରଣ ୟୁନିଟ,ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଏଡସ ନିରାକରଣ କାର୍ଯକ୍ରମର ସହଯୋଗୀ ବେସରକାରୀ ସଂସ୍ଥା ସହଯୋଗରେ  ଜିଲ୍ଲା ସ୍ତରୀୟ  ବିଶ୍ଵ ଏଡସ ଦିବସ ପାଳିତ ହୋଇଯାଇଛି । ବିଶ୍ଵ ଏଡସ ଦିବସ ପାଳନ ଉପଲକ୍ଷେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରୁ ବାହାରିଥିବା ଏକ ସଚେତନତା ରାଲିକୁ ଜିଲ୍ଲାପାଳ ଚଞ୍ଚଳ ରାଣା ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଏନଏମ ତାଲିମ କେନ୍ଦ୍ର ର

ଛାତ୍ରୀ ଓ ବେସରକାରୀ ସଂଗଠନ ର କର୍ମକର୍ତ୍ତା ଙ୍କ ଦ୍ଵାରା ଅନୁଷ୍ଠିତ ଏହି ରାଲି ସହର ପରିକ୍ରମା କରି ସିଡିଏମଓ କାର୍ୟାଳୟ ପର୍ଯ୍ୟନ୍ତ ଆସିଥିଲା  ।  ରାଲି ଶୁଭାରମ୍ଭ କାର୍ଯକ୍ରମ ରେ  ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ର ମେଡିକାଲ ଅଧିକ୍ଷକ ଡ଼ ମାନସୀ ପଣ୍ଡା , ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ ପ୍ରମୁଖ ଉପସ୍ଥିତ ଥିଲେ । ପରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଙ୍କ କାର୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦିବ୍ୟ କିଶୋର ପତି, ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ବିନୟ କୁମାର ପାତ୍ର, ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ଟି. ବି) ଡ଼ ସିଦ୍ଧେଶ୍ଵର ମାଝୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଏଚଆଇଭି /ଏଡସ ର ନିରାକରଣ ପାଇଁ ଜନସଚେତତା ଦ୍ଵାରା ହିଁ  ଏହାକୁ ନିୟନ୍ତ୍ରଣ କରାଯାଇପାରିବ ବୋଲି ମତବ୍ୟକ୍ତ କରିଥିଲେ । ସରକାରୀ ,ବେସରକାରୀ ଓ ବିଭିନ୍ନ ସାମାଜିକ ସଂଗଠନ ପାରସ୍ପାରିକ ସହଯୋଗ ରକ୍ଷା କରି ଏଡସ ସଚେତନତା କାର୍ଯକ୍ରମ କୁ ଆହୁରି ବ୍ୟାପକ ଓ ଲୋକାଭିମୁଖୀ କରିବା ଦିଗରେ ଚେଷ୍ଟିତ ହେବା ନିମନ୍ତେ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ସଚେତନତା ସଭାରେ ବିଶ୍ଵ ଏଡସ ଦିବସର ଶପଥ ପାଠ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ଏଏନଏମ ତାଲିମ କେନ୍ଦ୍ର ର ଛାତ୍ରୀ ମାନେ ଏଡସ ସଚେତନତା ସମ୍ପର୍କିତ ଏକ କ୍ଷୁଦ୍ର ନାଟକ ପରିବେଷଣ କରିଥିଲେ ଏବଂ ସଭା ରେ ଏଡସ ସମ୍ପର୍କିତ କୁଇଜ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।

ଜିଲ୍ଲା ଏଡସ ନିରାକରଣ ୟୁନିଟ ର ଜିଲ୍ଲା ପ୍ରୋଗ୍ରାମ ମେନେଜର ରାଜେନ୍ଦ୍ର କୁମାର ମହାରଣା ଜିଲ୍ଲାରେ  ଏଡସ ନିୟନ୍ତ୍ରଣ ଓ ନିରାକରଣ ନିମନ୍ତେ ଗ୍ରହଣ କରାଯାଉଥିବା ପଦକ୍ଷେପ ,ସ୍ଥିତି ଏବଂ ଏଡସ ରୋଗୀ ମାନେ ପାଉଥିବା ବିଭିନ୍ନ ସରକାରୀ ସହାୟତା ସମ୍ପର୍କରେ ସୂଚନା ଦେବା ସହ ସଭା କାର୍ଯ୍ୟ ପରିଚାଳନା କରିଥିଲେ ଓ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।  ଏହି ଦିବସ ପାଳନ ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ କାର୍ୟାଳୟ ଠାରେ ଦସ୍ତଖତ ଅଭିଯାନ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like