-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||     

HOME   ଜିଲ୍ଲା

ମାରାତ୍ମକ ଏଡସ ରୋଗରୁ ଦୂରେଇ ରହିବା ଧ୍ବନିରେ କମ୍ପିଲା ବିନିକା ସହର

01-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ) ଆଜି ବିଶ୍ୱ ଏଡସ ଦିବସ ପାଳନ ଅବସରରେ ମାରାତ୍ମକ ରୋଗ ଏଡସ ରୁ ଦୂରେଇ ରହିବା ଧ୍ୱନିରେ ବିନିକା ସହର ପ୍ରକମ୍ବିତ ହୋଇଥିଲା ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ,ଜୁନିଅର କଲେଜ ଓ ମହିଳା ଜୁନିଅର କଲେଜର ଛାତ୍ରଛାତ୍ରୀ ମାନେ ପୃଥକ ପୃଥକ ଭାବରେ ସହରରେ ଶୋଭାଯାତ୍ରା କରି ଭୟାବହତା ଏଡସ ରୋଗର କାରଣ,ନିରାକରଣ ଓ ତାର ନିଧନ ପାଇଁ ଲୋକଙ୍କୁ ସ୍ଲୋଗାନ ମାଧ୍ୟମରେ ସଚେତନତାର ବାର୍ତା ପ୍ରଦାନ କରିଥିଲେ ।ଏହି ପରିପ୍ରେକ୍ଷୀରେ ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସଭାରେ ଉଲୁଣ୍ଡା ଡାକ୍ତରଖାନାରୁ ରିସୋରସ ପର୍ସନ ଭାବେ ଡାକ୍ତର ଦିଲ୍ଲୀପ କୁମାର ପାଣ୍ଡିଆ,ସମ୍ମାନିତ ଅତିଥି ଅଧ୍ୟାପକ ଗୋପାଳ କୃଷ୍ଣ ଦାଶ ଯୋଗଦେଇଥିଲେ ।ଯୁବ ରେଡକ୍ରସ କାଉନସିଲର ତଥା ଅଧ୍ୟାପକ ବିଶ୍ଵନାଥ ମିଶ୍ର ସଭା ପରିଚାଳନା କରିଥିବା ବେଳେ ରେଡକ୍ରସ ମହିଳା କାଉନସିଲର ତଥା ଅଧ୍ୟାପିକା ବିଘ୍ନେଶ୍ୱର ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ଅବସରରେ କଲେଜ ତରଫରୁ ଅନୁଷ୍ଟିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ ।ସେହିପରି ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଡାକ୍ତର ତ୍ରିବିକ୍ରମ ପାଣ୍ଡିଆ ଯୋଗଦେଇ ଏଡସ ରୋଗରୁ ବର୍ତିବା ନେଇ ବିଭିନ୍ନ ଉପାୟ ଉପରେ ଆଲୋକପାତ କରିଥିଲେ ।ପ୍ରାରମ୍ଭରେ ଶୋଭାଯାତ୍ରାରେ ଯାଇଥିବା ଛାତ୍ରଛାତ୍ରୀ ମାନେ ବିନିକା ଡାକ୍ତରଖାନାକୁ ଯାଇ ରୋଗୀ ଓ ତାଙ୍କର ସମ୍ପର୍କୀୟ ମାନଂକୁ ଏଡସ ରୋଗ ଉପରେ ସଚେତନ କରିଥିଲେ ।ଶେଷରେ  ଯୁବ ରେଡକ୍ରସ କାଉନସିଲର ପ୍ରିତିରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।ଅନ୍ୟ ପକ୍ଷରେ ମହିଳା ଜୁନିଅର କଲେଜ ଅଧ୍ୟକ୍ଷ ପଞ୍ଚାନନ ସାହୁଙ୍କ ନେତୃତ୍ୱରେ ଅନୁଷ୍ଠିତ ସଚେତନତା ଶୋଭାଯାତ୍ରାରେ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା ସାମିଲ ହୋଇ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026

You Might Also Like