-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ନିର୍ବିରୋଧ ହେଲା ଡିସିସିବି ବ୍ୟାଙ୍କ ଉପସଭାପତି ପଦ,  ଏକା ନାମାଙ୍କନ ଦାଖଲ କଲେ ଦିପ୍ତିମୟୀ

01-Dec-2022



ବଲାଙ୍ଗିର- କିଛି ଦିନ ପୁର୍ବରୁ  କଂଗ୍ରେସ ସମର୍ଥିତ ନିର୍ଦ୍ଦେଶକ ସ୍ମାରକ ମିଶ୍ର  ୮-୬ ବ୍ୟବଧାନରେ  ବଲାଙ୍ଗିର ଜିଲ୍ଲା କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ପଦ ହାତେଇ ନେଇଥିଲେ । ଆଜି ଉପ ସଭାପତି ପଦ ପାଇଁ ନାମାଙ୍କନ ଶେଷ ତାରିଖ ଥିବା ବେଳେ ୧୩ ନଂ ଜୋନ ନିର୍ଦ୍ଦେଶକ ଦିପ୍ତିମୟୀ ସାହୁ ଏକା ନାମାଙ୍କନ ଦାଖଲ କରିଛନ୍ତି । ଫଳରେ ଦିପ୍ତିମୟୀ ଉପ ସଭାପତି ନିର୍ବାଚିତ ହେବା ଏକ ରକମ ନିଶ୍ଚିତ ହୋଇଯାଇଛି । ତେବେ  ଆସନ୍ତା ୩ ତାରିଖରେ ବିଧିବଦ୍ଧ ଭାବେ ନିର୍ବାଚନ ଫଳାଫଳ ଗୋଷିତ ହେବା ସୁଚନା ରହିଛି । ସୁଚନା ମୁତାବକ ଆଜି ଉପ ସଭାପତି ପଦ ପାଇଁ ନାମାଙ୍କନର ଶେଷ ଦିନ ଥିଲା । ଦିନ ୨ଟା ଶେଷ ସମୟ ସୁଦ୍ଧା ଅନ୍ୟ କେହି ପ୍ରାର୍ଥି ପ୍ରାଥିପତ୍ର ଦାଖଲ କରି ନଥିବା  ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଧର ଧରୁଆ ସ୍ପଷ୍ଟ କରିଛନ୍ତି । ସେହିପରି ଯାଞ୍ଚ ପ୍ରକ୍ରୀୟାରେ ପରେ ମଧ୍ୟ ଦିପ୍ତିମୟୀଙ୍କ ପ୍ରର୍ଥିପତ୍ର କାୟମ ରହିଥିବା ସୁଚନା ରହିଛି । ନାମାଙ୍କନ ସମୟରେ ପ୍ରାଥିନୀ ସହିତ ନବ ନିର୍ବାଚିତ ବ୍ୟାଙ୍କ ସଭାପତି ସ୍ମାରକ ରଞ୍ଜନ ମିଶ୍ର , ଚିନ୍ତାମଣି ଭୋଇ, ଯୋଗିନ୍ଦ୍ର ମିର୍ଧା, କୃତିବାସ ବାଗ ଓ ଅନ୍ୟମାନେ ଉପସ୍ଥିତ ଥିଲୋ । ୧୩- ୨ ସମିକରଣ ସତ୍ୱେ ଡିସିସିବି ବ୍ୟାଙ୍କ ସଭାପତି ନିର୍ବାଚନ ବିଜେଡି ଆଶ୍ଚର୍ଯ୍ୟଜନକ ଭାବେ ହରାଇଥିବା ବେଳେ ଉପସଭାପତି ପଦ ନିର୍ବିରୋଧ ରହିବା ବିଜେଡି ପାଇଁ ଏକ ଶକ୍ତ ଧକ୍କା ବୋଲି ଚର୍ଚ୍ଚା ହେଉଛି । ଏହି ପରିପ୍ରେକ୍ଷିରେ ନିର୍ବିରୋଧ ନାମାଙ୍କନ ନେତୃତ୍ୱ ପ୍ରତି ସମସ୍ତଙ୍କ ବିଶ୍ୱାସକୁ  ସ୍ପଷ୍ଟ କରୁଛି ବୋଲି ସଭାପତି ସ୍ମାରକ ଓ ପ୍ରାର୍ଥିନୀ ଦିପ୍ତିମୟୀ ମତବ୍ୟକ୍ତ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like