-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

ପୂର୍ବତନ କଂଗ୍ରେସ ସାଂସଦ ଇଂ.ସଞ୍ଜୟ ଭୋଇ ଏବଂ ପୂର୍ବତନ ମନ୍ତ୍ରୀ ଡ଼.ମୁରାରୀ ମିଶ୍ରଙ୍କ କନ୍ୟା ତଥା ସକ୍ରିୟ ବିଜେଡି କର୍ମୀ ଶ୍ରୀମତୀ ରାଜଲଷ୍ମୀ ମିଶ୍ର ଦ୍ୱୟ ବିଜେପିର ଯୋଗଦାନ

01-Dec-2022



ପଦ୍ମପୁର/ବରଗଡ (ସଂଜୀବ ପାଣିଗ୍ରାହୀ) - ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ଼.କୃପାସିନ୍ଧୁ ଭୋଇଙ୍କର ସୁପୁତ୍ର ତଥା ପୂର୍ବତନ କଂଗ୍ରେସ ସାଂସଦ ଇଂ.ସଞ୍ଜୟ ଭୋଇ ଏବଂ ପୂର୍ବତନ ମନ୍ତ୍ରୀ ଡ଼.ମୁରାରୀ ମିଶ୍ରଙ୍କ କନ୍ୟା ତଥା ସକ୍ରିୟ ବିଜେଡି କର୍ମୀ ଶ୍ରୀମତୀ ରାଜଲଷ୍ମୀ ମିଶ୍ର ଦ୍ୱୟ ଆଜି ବିଧିବଦ୍ଧ ଭାବେ ବିଜେପିର ଯୋଗଦେଲେ ।ପଦ୍ମପୁର ପୁରୋହିତ କଲ୍ୟାଣ ମଣ୍ଡପ ଠାରେ ହୋଇ ଥିବା ଯୋଗଦାନ କାର୍ଯ୍ୟକ୍ରମ ରେ ବିଯେପି ରାଜ୍ୟ ସଭାପତି ଶ୍ରୀଯୁକ୍ତ ସମୀର ମହାନ୍ତି ଓ ବିରୋଧୀ ଦଳର ନେତା ଶ୍ରୀଯୁକ୍ତ ଜୟ ନାରାୟଣ ମିଶ୍ର ଦୁହିଁଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ଦଲ ରେ ମିଶେଇଥିଲେ । ବରଗଡ ସାଂସଦ ଶ୍ରୀଯୁକ୍ତ ସୁରେଶ ପୂଜାରୀ ତାଙ୍କର ସ୍ବାଗତ ବାର୍ତ୍ତ ରେ ଦୁହିଁଙ୍କ ସବିଶେଷ ପରିଚୟ ପ୍ରଦାନ ସହିତ ଅଞ୍ଚଳବସୀଙ୍କ ପ୍ରତୀ ଡ. କୃପାସିନ୍ଧୁ ଭୋଇ ଓ ଡ.ମୁରାରୀ ମିଶ୍ରଙ୍କ ଅବଦାନ ସମ୍ପର୍କ ରେ ଉଲ୍ଲେଖ କରିଥିଲେ । ପରେ ଉଭୟ ଯୋଗଦାନକାରୀ ନିଜ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ..ଭାରତ ର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଜୀ ଙ୍କର କାର୍ଯ୍ୟଶୈଳୀ ଓ ଜନମଙ୍ଗଳକାରୀ ଯୋଜନା ରେ ପ୍ରଭାବିତ ହୋଇ ସେମାନେ ବିଜେପି ରେ ଯୋଗ ଦେଇଛନ୍ତି ।   ଆଜିର ଏହି ଯୋଗଦାନ କାର୍ଯ୍ୟକ୍ରମ ରେ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ବିଶେଶ୍ୱର ଟୁଡୁ, ପୂର୍ବତନ ରାଜ୍ୟ ସଭାପତି ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂଦେଓ, ବରଗଡ ଜିଲ୍ଲା ସଭାପତି ଅଶ୍ୱିନୀ ଷଡଙ୍ଗୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like