-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ଜିଲ୍ଲା

କର୍ଲାମୁଣ୍ଡା ବ୍ଲକ ରେ ମଣ୍ଡି ଉଦଘାଟନ....

01-Dec-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ର ବିଭିନ୍ନ ସ୍ଥାନରେ ଗୁରୁବାର ଅନୁଷ୍ଠାନିକ ଭାବେ ଧାନ ମଣ୍ଡି ଉଦଘାଟିତ ହୋଇଛି।ଏହି ଅବସରରେ କର୍ଲାମୁଣ୍ଡା ପାଣି ପଞ୍ଚାୟତ ପଡ଼ିଆ ରେ ଧାନ କ୍ରୟ ପାଇଁ ପ୍ରସ୍ତୁତ ହୋଇ ଥିବା ଧାନ ମଣ୍ଡି କୁ  କର୍ଲାମୁଣ୍ଡା ତହସିଲଦାର ମିଲନ କୁମାର ଝାଙ୍କର , କର୍ଲାମୁଣ୍ଡା ସମବାୟ ସମିତିର ସଭାପତି ଗୋବର୍ଦ୍ଧନ ଭୋଇ ଓ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା  ଉଦଘାଟନ କରିଥିଲେ।ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସମବାୟ ସମିତି ର ସମ୍ପାଦକ ଭବାନୀ ଶଙ୍କର ସାହୁ,ଡିଇଓ ଅଚିନ ଅନୁଭବ ଷଡ଼ଙ୍ଗୀ,ଜିଲ୍ଲା ଯୁବ ବିଜୁ ଜନତା ଦଳ ସମ୍ପାଦକ  ନନ୍ଦିକିଶୋର ଭୋଇ,ଯୋଗାଣ ଅଧିକାରୀ ସାନ୍ତାକାରମ ପ୍ରଧାନ, ,ଆର ଏମସି କର୍ମଚାରୀ ବିଜୟ କୁମାର ସାହୁ, ଅକ୍ଷୟ କୁମାର ସାହୁ,ସମିତିର କର୍ମଚାରୀ ଡାଇରେକ୍ଟର,ମିଲର୍ସ ଏଜେଣ୍ଟ ଓ ଚାଷୀ ମାନେ ଉପସ୍ଥିତ ଥିଲେ। ତେବେ ବ୍ଲକ ରେ ଥିବା ୩ ଟି ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ଚଳିତ ଖରିଫ ଋତୁରେ ଧାନ ବିକ୍ରୟ ପାଇଁ ୫୪୩୩ ଜଣ ଚାଷୀ ପଞ୍ଜିକୃତ ହୋଇଥିବା ଜଣାପଡିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like