-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||     

HOME   ଜିଲ୍ଲା

ଜଗନ୍ନାଥ ମନ୍ଦିର ବାର୍ଷିକୋତ୍ସବ ପାଳିତ

02-Dec-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)ନୟାଗଡ଼ ଜିଲ୍ଲାର ଗଣିଆ ଜଗନ୍ନାଥ ମନ୍ଦିରର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମାର୍ଗଶିର ମାସ ଶୁକ୍ଲପକ୍ଷ ଦଶମୀ ରେ ଶ୍ରଦ୍ଧାଳୁଙ୍କ ବେଶ୍ ସମାଗମ ମଧ୍ୟରେ ପୀଠ ଏବେ ଉତ୍ସବମୁଖରିତ। ମନ୍ଦିର ପରିସର ଆଧ୍ୟାତ୍ମିକ ମାହୋଲରେ ପ୍ରକମ୍ପିତ ହୋଇ ଉଠୁଛି। ଭକ୍ତମାନେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପୂଜାର୍ଚ୍ଚନା ସହ ନିଜକୁ ବାର୍ଷିକ ଉତ୍ସବରେ ସାମିଲ କରି ଭାଗ୍ୟବାନ ମଣିଛନ୍ତି। ଉତ୍ସବର ଦୀକ୍ଷାଗ୍ରହଣ ଓ ଅଙ୍କୁରାରୋପଣ ରୀତିନୀତି ସମ୍ପନ୍ନ କରାଯାଉଛି। ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ ଏହି ଉତ୍ସବ ବେଶ୍ ସୁରୁଖୁରୁରେ ଆରମ୍ଭ ହୋଇ ଭକ୍ତଙ୍କ ଗହଳି ଓ ଆଧ୍ୟାତ୍ମିକତା ଭାବାବେଗ ସହ ଆଗେଇ ଚାଲିଛି । ମହାନଦୀରେ ଆଚାର୍ଯ୍ୟ ବିଶେଶ୍ୱର ମିଶ୍ର , ବ୍ୟାସ ରାମଚନ୍ଦ୍ର ଦାସ, ଚିତ୍ତରଞ୍ଜନ ତ୍ରିପାଠୀ ଓ ଜଗନ୍ନାଥ ଦାସ ଙ୍କ ଦ୍ୱାରା ସୂର୍ଯ୍ୟପୂଜା ପରେ ପଚାସରୁ ଅଧିକ ପୁରୁଷ ଓ ମହିଳା ଭକ୍ତଙ୍କ ଦ୍ୱାରା ମହାନଦୀରୁ କଳସିରେ ଜଳ ଧରି ଭଜନ କୀର୍ତ୍ତନରେ ଭାବମୟ ପରିବେଶରେ ଗଣିଆସ୍ଥିତ ଜଗନ୍ନାଥ ମନ୍ଦିରରେ ପହଞ୍ଚି ହୋମ ଯଜ୍ଞ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ପରେ ମହିଳା ମାନଙ୍କ ଦ୍ୱାରା ସଂକୀର୍ତ୍ତନ ଅନୁଷ୍ଠିତ ହୋଇଛି 


News Comment




Photo in News

Advertisment
Lastest News
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026

You Might Also Like