-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||     

HOME   ଜିଲ୍ଲା

ସଚେତନତା ର ବାର୍ତ୍ତା ବାଣ୍ଟିଲା ସହଯୋଗ ଏଜୁକେସନାଲ ଚାରିଟେବୁଲ ଟ୍ରଷ୍ଟ

02-Dec-2022



କେନ୍ଦ୍ରପଡ଼ା (ପ୍ରେରଣା ଖବର) ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ଅବସରରେ ସହଯୋଗ ଏଜୁକେସନାଲ  ଚାରିଟେବୁଲ ଟ୍ରଷ୍ଟ ତରଫରୁ ଏହାକୁ ପାଳନ କରାଯାଇଛି। ବିଶ୍ୱରେ ଦିନକୁ ଦିନ ବୃଦ୍ଧି ହେଉଥିବା ପ୍ରଦୂଷଣ କୁ ଆଖି ଆଗରେ ରଖି  ଏହି ଦିବସ ଅବସରରେ ଟ୍ରଷ୍ଟ ର ସଦସ୍ୟ ମାନେ ପହଞ୍ଚି ଶିଶୁଆ ରାଘବପୁର ସ୍ଥିତ ବୁଢ଼ୀ ଜାଗୁଳାଇ ମନ୍ଦିର ପରିସର ରେ ପହଞ୍ଚି  ସେଠାରେ ସଫେଇ କାର୍ଯ୍ୟ କରିଥିଲେ । ଏହା ପରେ ମନ୍ଦିର  ପରିସରରେ କିଛି ବୃକ୍ଷ ରୋପଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଟ୍ରଷ୍ଟର ସଦସ୍ୟ ଶ୍ରୀ ସତ୍ୟପ୍ରକାଶ ନାୟକ, ପଦ୍ମଲୋଚନ ପରିଡା, ଉତ୍କର୍ଷ ନାୟକ,ଶିବ ସୁନ୍ଦର ମଲ୍ଲ,ସାଇ ସ୍ଵାଧୀନ ପଣ୍ଡା,ସନ୍ଦୀପ ଖଟୁଆ, ହିମାଂଶୁ ଶେଖର ଲେଙ୍କା,ଶିବପ୍ରସାଦ ସେନାପତି, ଦୀପକ୍ କୁମାର ଷଡ଼ଙ୍ଗୀ ଓ ସ୍ଥାନୀୟ ଲୋକ ବିକ୍ରମ କେଶରୀ ପୃଷ୍ଟି,ଶ୍ରୀ ବିଚିତ୍ରାନନ୍ଦ ଦାସ ଯୋଗ ଦେଇଥିଲେ। ସ୍ବେଛାସେବୀ ମାନଙ୍କ ର ଏହି ମହତ୍ କାର୍ଯ୍ୟକ୍ରମ କୁ ସ୍ଥାନୀୟ ଲୋକମାନେ ପ୍ରଶଂସା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026

You Might Also Like