-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ବାଇକ ଧକ୍କାରେ ଅଙ୍ଗୱାଡ଼ି ସହାୟିକା ଗୁରୁତର

03-Dec-2022



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରl )
ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର ଆସୋସିଏସନ୍ ଡାକରା ରେ ରାଜ୍ୟର ବିଭିନ୍ନ ଜିଲ୍ଲାଓ ବ୍ଳକରେ ଥିବା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆଗରେ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ୮ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ସମସ୍ତ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ  କୋକସରା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଣୀଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। 
ସେହି ଧାରଣା ସ୍ଥାନ କୁ ଆସିବା ସମୟରେ ଆମ ପାଣି ସେକ୍ଟର ବଡ ପୋଡ଼ା ଗୁଡା ଅଙ୍ଗୱାଡି -୨ ର  ସହାୟିକା ଶ୍ରୀମତୀ ପଦ୍ମା ଦେଇ ବୟସ -୫୦ ଗତ ତା -୨୯/୧୧/୨୦୨୨ରିଖ ଦିନ ବସରୁ ଓହ୍ଲେଇ ରାସ୍ତା ଅତିକ୍ରମ କରୁଥିବା ବେଳେ ବାଇକ ସହିତ ଧକା ହେବାଯୋଗୁଁ ରାସ୍ତାରେ ଅଚେତ୍ ଅବସ୍ଥାରେ ପଡ଼ିଯାଇଥିଲି ସେହିସମୟରେ ଅଙ୍ଗୱାଡ଼ି ଓ ସହାୟିକା ଭଉଣୀ ମାନେ ତୁରନ୍ତ ତାଙ୍କୁ କୋକସରା ମେଡ଼ିକାଲରେ ଭର୍ତି କରାଯାଇ ଥିଲା l ଦୀର୍ଘ ଚାରି ଘଣ୍ଟା ପରେ ସେ ହୋସ ଆସିଥିଲା ସୂଚନାଯୋଗ୍ୟ ଯେ ତାଙ୍କର ବାମ ହାତ ଭାଙ୍ଗି ଯାଇଅଛି ସେ ବର୍ତ୍ତମାନ ଏବେ ମଧ୍ୟ ଅସୁସ୍ଥ ଥିବା ଜଣାପଡିଛି l 
ବାଇକ ଚାଳକ ଠିକ୍ ହେବା ପଯ୍ୟନ୍ତ ଔଷଧ ପତ୍ର କିଣି ଦେବାପାଇଁ ପ୍ରତିଶୃତି ଦେଇ ଛନ୍ତି l
 ଗତ ଗୁରୁ ବାର ଦିନ ଭୁବନେଶ୍ଵର ରାଲିରୁ ଫେରି ସାଙ୍ଗେ ସାଙ୍ଗେ କୋକସରା ବ୍ଲକ ଅଙ୍ଗନୱାଡ଼ି ଏସୋଷେଶନ ସଭାନେତ୍ରୀ ଶ୍ରୀମତୀ ଦମୟନ୍ତୀ ବେଶ୍ରା , ସଂପାଦିକା ନିର ମହା ନନ୍ଦ, ତୁଳସି ବେଶ୍ରା ଓ ସୌଦାମିନୀ ବେହେରା, ଅହଲ୍ୟା ନାୟକ ସମେତ, ସହାୟିକା ପଦ୍ମା ଦେଇ ଙ୍କ ଗ୍ରାମ ବଦପୋଡା ଗୁଡା କୁ ଯାଇ ତାଙ୍କ ସ୍ବାସ୍ଥ୍ ବସ୍ତା ପଚାରି ବୁଝି,ତାଙ୍କ ଦୁଃଖରେ ଦୁଃଖୀ ହୋଇ ତାଙ୍କୁ ଶାନ୍ତନା ଦେଇଥିଲେ l
ଏବଂକୋକସରା ଅଙ୍ଗୱାଡ଼ି ସଙ୍ଗ ତତଫରୁ କିଛି ଔଷଧ ପତ୍ର କରିବା ପାଇଁ ଟ ୨୦୦୦ ଙ୍କl ଓ ଆମ ପାଣି ସେକ୍ଟର ଲିଡର ଶ୍ରୀମତୀ ତୁଳସୀ ଟ ୫୦୦ ଙ୍କା ଦେଇ ଥିଲେ ଓ ତାଙ୍କ ପରିବାର କୁ ଶାନ୍ତନା ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like