-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||     

HOME   ଜୀବନଶୈଳୀ

ଭିନ୍ନ ଏକ କୋଶଳୀ କବି : କବିତା ସ୍ଵପ୍ନ ରାଇଜର ବିଭୋର ସ୍ଵପ୍ନେଶ୍ଵର

03-Dec-2022



ସ୍ଵପ୍ନେଶ୍ୱର୍ ମିଶ୍ର ଏକାଧାରରେ ଜଣେ ପ୍ରକୃତି କବି,ଗାଳ୍ପିକ, ଆମାୟୀକ ବ୍ୟକ୍ତିତ୍ଵ । ଛିଡ଼ା ଛିଡ଼ା ରେ ସେ ନିଜ ମନରୁ କବିତା ବୋଳୁଥିବା ବେଳେ ଶ୍ରୋତା ଉତ୍କଣ୍ଠା ର ସହ ଶୁଣିବା ପାଇଁ ଆଗ୍ରହ ପ୍ରକାଶ କରିଥାନ୍ତି । କର୍ମମୟ ଜୀବନରେ ଅନେକ ଅସୁବିଧା ଥିଲେ ମଧ୍ୟ ତାଙ୍କ ମୁହଁରୁ ଅନର୍ଗଳ କବିତା ର ଲହରୀ ଭାସି ଆସେ । ସୋନପୁର ଜିଲ୍ଲା ଖାରି ଠାରେ ରାସ୍ତା କଡ଼ରେ ଗୋଟିଏ ଛୋଟିଆ ଚା ପାନ ଦୋକାନ ଖୋଲି ପରିବାର ପ୍ରତିପୋଷଣ କରନ୍ତି । ନିଷ୍କପଟ ସରଳ ଜୀବନ ଯାପନ କରୁଥିବା ସ୍ୱପ୍ନେଶ୍ୱର୍ ଙ୍କ ମନରେ କିଛି ବିରାଟ ସ୍ବପ୍ନ ନାହିଁ ।ସମସ୍ତଙ୍କୁ କବିତା ମାଧ୍ୟମରେ ସଚେତନତା କରି ଚାଲିଛନ୍ତି ।ଅସରନ୍ତି ରାସ୍ତା କଡ଼ରେ ସଜେଇ ବସିଛନ୍ତି ପସରା ।କିଏ କେତେବେଳେ ଆସିବ ଦି ପଦ କବିତା ଶୁନେଇ ସଚେତନ କରାଇ ନିଜକୁ ହଜାଇ ଦିଅନ୍ତି ସେହି ସ୍ବପ୍ନ ର ଦୁନିଆରେ । ତାଙ୍କର ମର୍ମସ୍ପର୍ଶୀ କବିତା ଯୋଗୁ ଅନେକ ପୁରସ୍କାର ମଧ୍ୟ ପାଇଛନ୍ତି । ଦୁନିଆ ରେ ଏଭଳି କମ ବ୍ୟକ୍ତିତ୍ଵ ଦେଖିବାକୁ ମିଳନ୍ତି । ସେମାନଙ୍କ ମଧ୍ୟରୁ ଶ୍ୱପ୍ନେଶ୍ୱର୍ ଅନ୍ୟତମ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ