-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||     

HOME   ଜିଲ୍ଲା

ବୌଦ୍ଧ ରେ ଅନ୍ତରାଷ୍ଟ୍ରୀୟ ଦିବ୍ୟାଙ୍ଗଜନ ଦିବସ ପାଳିତ

03-Dec-2022



ବୌଦ୍ଧ (ଦୁର୍ଯ୍ଯୋଧନ ବିଶି) ଏବିଲିଟି ଇଣ୍ଡିଆ ସ୍ବେଛାସେବୀ ସଂଗଠନ ଦ୍ୱାରା ବୌଦ୍ଧ ଜିଲ୍ଲା ବଢିଗାଁ ପଞ୍ଚାୟତ ସ୍ଥିତ ଗିରାସିଙ୍ଗା ଜଗନ୍ନାଥ ବନ ପ୍ରକଳ୍ପ ଠାରେ ଡ଼ିସେମ୍ବର ୩ ତାରିଖ ରେ ଅନ୍ତରାଷ୍ଟ୍ରୀୟ ଦିବ୍ୟାଙ୍ଗଜନ ଦିବସ ସମାରୋହ ପାଳିତ ହୋଇଯାଇଅଛି  । ଏଥିରେ ବିଭିନ୍ନ ସ୍ଥାନରୁ ଭିନ୍ନକ୍ଷମ ପିଲା ମାନଙ୍କୁ ଚିହ୍ନଟ କରି ତାଙ୍କ ମତ ବୁଝିବା ସହ କିଭଳି ଭଲ ଭାବରେ ବିଭିନ୍ନ କାର୍ଯ୍ୟରେ ନିୟୋଜିତ ହୋଇ ପାରିବେ ତାପରେ ବେଶ ଆଲୋଚନା ହୋଇଥିଲା ଏଥିରେ ବୌଦ୍ଧ ପଂଚାୟତ ମହାବିଦ୍ୟାଳୟ ର ଅଧ୍ୟାପକ ଓ ସମାଜ ସେବୀ ଡ଼.ପ୍ରବୀର କୁମାର ଦାସ, ଡ଼. ଦେବଦତ୍ତ ମିଶ୍ର, ଗୋପାଳ ସାର୍, ବିଶ୍ୱାମିତ୍ର ସାର୍, ସସ୍ମିତା ବାଦୀ , ପ୍ରଣୟନୀ ଲେଙ୍କା ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ବୌଦ୍ଧ ଜିଲ୍ଲା ର ବିଭିନ୍ନ ସ୍ଥାନରୁ

ଆସିଥିବା ଭିନ୍ନକ୍ଷମ ପିଲାମାନଙ୍କୁ ଉପହାର ଓ ଶାଲ ପ୍ରଦାନ କରିବା ସହ ସଂସ୍ଥା ର ଅନ୍ୟ ପିଲା ମାନଙ୍କ ଦ୍ୱାରା ଆୟୋଜିତ ବିଭିନ୍ନ ନୃତ୍ୟ ଗିତ ପରିବେଷଣ ହୋଇ ଥିଲା । ଭିନ୍ନ କ୍ଷମ ପିଲା ମାନଙ୍କର ଅଭିଭାବକ ମାନେ ମଧ୍ୟ କାର୍ଯ୍ୟକ୍ରମ ରେ ଉପସ୍ଥିତ ହୋଇ ସେମାନଙ୍କର ମତାମତ ଦେଇଥିଲେ. ଏହି କାର୍ଯ୍ୟକ୍ରମ ରେ ଆନୁମାନିକ ୨୦୦  ଜଣ ଭାଗ ନେଇଥିଲେ. ଆବିଲିଟି ଇଣ୍ଡିଆ ର ସାମୁଦାୟିକ ପୁନର୍ବାସ ସଂଯୋଜକ ନିବାସ ନାଏକ କାର୍ଯ୍ୟକ୍ରମ ର ଆୟୋଜନ ଓ ପରିଚାଳନା କରିଥିଲେ. ସାମୁହିକ ଭୋଜନ ଓ ଧନ୍ୟବାଦ ଅର୍ପଣ ପରେ କାର୍ଯ୍ୟକ୍ରମ ସମାପ୍ତ ହୋଇଥିଲା l 


News Comment




Photo in News

Advertisment
Lastest News
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026

You Might Also Like