-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ରେଡ଼କ୍ରସର ମିଳିତ ଆନୁକୂଲ୍ୟରେ ବିଶ୍ୱ ଏଡ଼ସ ଦିବସ ପାଳିତ

03-Dec-2022



ବଲାଙ୍ଗୀର ଜିଲ୍ଲା ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ମହାବିଦ୍ୟାଳୟରେ ରେଡ ରିବନ କ୍ଲବ ଆରଆରସି ଏବଂ ଯୁବ ରେଡ଼କ୍ରସର ମିଳିତ ଆନୁକୂଲ୍ୟରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଥିଲା l ଅଧ୍ୟକ୍ଷ ଗୋବିନ୍ଦଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଏକ ସଭାର ଆୟୋଜନ କରାଯାଇଥିଲା l ଯେଉଁଥିରେ ଯୁବ ରେଡ଼କ୍ରସର ସ୍ୱଚ୍ଛାସେବୀ ମାନଙ୍କ ସହିତ ମହାବିଦ୍ୟାଳୟରେ ଅନେକ ଅଧ୍ୟାପକ ଅଧ୍ୟାପିକା ଯୋଗଦାନ କରିଥିଲେ l ଯୁବ ରେଡ଼କ୍ରସର କାଉନ୍ସେଲର ଅଧ୍ୟାପକ ହିମାଂଶୁ ମହାକୁର ସଭାଟିକୁ ପରିଚାଳନା କରିଥିଲେ ଏବଂ ଇଂରାଜୀ ବିଭାଗର ପ୍ରଧ୍ୟାପକ ବିବେକାନନ୍ଦ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିବା ସହିତ ଆଜିକାର ସଭାର ଉଦେଶ୍ୟ ବିଷୟରେ ସୂଚନା ପ୍ରଦାନ କରିଥିଲେ l ଅଧ୍ୟକ୍ଷ ଗୋବିନ୍ଦଚନ୍ଦ୍ର ସାହୁ ଏବଂ ସମ୍ମାନିତ ଅତିଥି ଇତିହାସ ବିଭାଗର ପ୍ରାଧ୍ୟାପକ ଶ୍ରୀମାନ ସନ୍ତୋଷ କୁମାର ଦାସ ପିଲାମାନଙ୍କ ଉଦେଶ୍ୟରେ ନିଜସ୍ୱ ବକ୍ତବ୍ୟ ପ୍ରଦାନ କରିଥିଲେ l ପରବର୍ତୀ ସମୟରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲା ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଅରବିନ୍ଦ କାଳସାଏ ଏବଂ  ରାମଚନ୍ଦ୍ର ସାହୁ ବିସ୍ତୃତ ଭାବରେ ଏଚଆଇଭି

ସମ୍ପର୍କରେ ପିଲାମାନଙ୍କୁ ବୁଝାଇଥିଲେ l ଯୁବ ରେଡ଼କ୍ରସର ବରିଷ୍ଠ କାଉନ୍ସେଲର ଶ୍ରୀ ମାନସରଞ୍ଜନ କୁମାର ପରିଶେଷରେ  ଧନ୍ୟବାଦ ଅର୍ପଣକରି ସଭା ସମାପ୍ତ କରିଥିଲେ l ସଭା ଶେଷହେବା ପରେ କାଉନ୍ସେଲର ମାନସରଞ୍ଜନ କୁମାର ଏବଂ ହିମାଂଶୁ ମହାକୁରଙ୍କ ନେତୃତ୍ୱରେ 80 ରୁ ଉର୍ଦ୍ଧ ପିଲାଙ୍କୁ ନେଇ ଏକ ଶୋଭାଯାତ୍ରାର ଆୟୋଜନ କରାଯାଇଥିଲା l ଉକ୍ତ ଶୋଭାଯାତ୍ରାଟି ଲୋଇସିଂହା ମହାବିଦ୍ୟାଳୟରୁ ବାହାରି ବ୍ଲକଛକ ପର୍ଯ୍ୟନ୍ତ ହୋଇଥିଲା l ପରିକ୍ରମା ବେଳେ ପିଲାମାନେ ଏଡ଼ସ ବାବଦକୁ ନେଇ ବିଭିନ୍ନ ନାରା ଲଗାଇ ଲୋଇସିଂହା ଗ୍ରାମ ବାସୀଙ୍କୁ ସଚେତନତା କରିଥିଲେ l ଏହି ଶୋଭାଯାତ୍ରାରେ ଅଧ୍ୟାପକ ଅଭିନାଶ ମିଶ୍ର, ଚନ୍ଦନ ପଧାନ, ଅଭିଷେକ ମିଶ୍ର ପ୍ରମୁଖ ଯୋଗଦାନ କରି ପିଲାଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like