-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିଧାନସଭା ସମ୍ମୁଖରେ ବିକ୍ଷୋଭ କରିବେ ଅଙ୍ଗନବାଡ଼ି କର୍ମୀ

04-Dec-2022



ସମ୍ବଲପୁର: ଆସନ୍ତା ୯ ତାରିଖ ଦିନ ଅଲ୍‌ ଓଡ଼ିଶା ଅଂଗନୱାଡ଼ି କର୍ମଚାରୀ ୟୁନିଅନ୍ ସଂଯୁକ୍ତ ମୋର୍ଚ୍ଚା ଆହ୍ବାନରେ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ I ଆଗାମୀ ବଜେଟ୍‌ ଅଧିବେଶନ ସମୟରେ ଯଦି ଭତ୍ତା ବୃଦ୍ଧି ନହୁଏ, ତେବେ ବଜେଟ୍‌ ଅଧିବେଶନ ସମୟରେ ବିଧାନସଭା ସମ୍ମୁଖରେ ଦିବାରାତ୍ର ଧାରଣା ଦିଆଯିବାକୁ ଶନିବାର ପଶ୍ଚିମ ଓଡ଼ିଶା ଅଂଗନୱାଡ଼ି କର୍ମୀ ଓ ସହାୟିକା ସଂଘ ପକ୍ଷରୁ ସାମ୍ବାଦିକ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି I ଅଂଗନୱାଡ଼ି କେନ୍ଦ୍ରର ଟ୍ରାକିଂ ନାମରେ ଅଂଗନଓ୍ବାଡି କର୍ମୀ ଓ ସହାୟିକାମାନଙ୍କ ବ୍ୟକ୍ତିଗତ ଚଳଣି ଉପରେ ଅଙ୍କୁଶ ଲଗାଯାଇଛି। ‌ଲୋକେସନ୍‌ ଟ୍ରାକିଂ ନାମରେ ଦୈନନ୍ଦ୍ବିନ କାର୍ଯ୍ୟରେ ହସ୍ତକ୍ଷେପ କରାଯାଉଛି। ପ୍ରାକ୍‌ ବିଦ୍ୟାଳୟ ଓ ଗର୍ଭବତୀଙ୍କ ଖାଦ୍ୟ ଯୋଗାଣ ଦେୟ ୨୦୧୭ ମସିହାରେ ବୃଦ୍ଧି ହୋଇଥିଲେ ଏପର୍ଯ୍ୟନ୍ତ ଲାଗୁ କରାଯାଉ ନାହିଁ। ୨୬ ଟଙ୍କା ହଜାର ଭତ୍ତା, ୧୦ ହଜାର ଟଙ୍କା ପେନ୍‌ସନ୍, କେନ୍ଦ୍ର ସରକାରଙ୍କ ସୁପାରିଶ ଅନୁଯାୟୀ ଏଏନ୍‌ଏମ୍‌ ଓ ପ୍ରାଥମିକ ଶିକ୍ଷକ ନିମନ୍ତେ କୋଟା ଧାର୍ଯ୍ୟ  ଆଦି ଦାବି କରାଯାଇଥିଲା। ସାମ୍ବାଦିକ ସମ୍ମିଳନୀରେ ପଶ୍ଚିମ ଓଡ଼ିଶା ଅଂଗନୱାଡ଼ି କର୍ମୀ ଓ ସହାୟିକା ସଂଘର ଆବାହକ ତଥା ଶ୍ରମିକ ନେତା ପ୍ରଶାନ୍ତ ପାଢ଼ୀ, ସଭାନେତ୍ରୀ ମୀରାବତୀ ଦଳବେହେରା,  ସାଧାରଣ ସଂପାଦିକ ପ୍ରଭାସିନୀ ପାଢ଼ୀ, ମମତା ଶତପଥୀ, ପ୍ରମିଳା ସିଂହ, ଲିଲି ମିଶ୍ର, ନିତମ୍ବନୀ ଦାଶ,  ଅନିତା ନାୟକ,  ତୁଳସୀ ଭୋଇ, ରୀତାରାଣୀ ପତି, ଲିଲି ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।
(ସମ୍ବଲପୁରରୁ ସଂଜୀବ ପାଣିଗ୍ରାହୀଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like