-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଫୁଲମୁଠୀ ଗୋକୁଳାଷ୍ଟମୀ ଯାତ୍ରା,କଂସ ଦରବାରରେ ବିଧାୟକ ପଦ୍ମନାଭ ବେହେରା

04-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ବ୍ରଜ ବିହାରୀ ନୃତ୍ୟ କଲା ପରିଷଦ ପକ୍ଷରୁ ଚାଲିଥିବା ଗୋକୁଲାଷ୍ଟମି ଯାତ୍ରାର ଆଜି ଷଷ୍ଠ ସନ୍ଧ୍ୟାରେ ମାନ୍ୟବର ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା କଂସ ଦରବାରରେ ରାଜକୀୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ମଥୁରା ନଗରୀ ବାସୀଙ୍କୁ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିବା ସହିତ ତାଙ୍କ ସୁମଧୁର କଣ୍ଠରେ "ହେ କୃଷ୍ଣ ଦିନ ବାନ୍ଧବ.............. ଗୀତ ଗାଇ ସମସ୍ତଙ୍କୁ ମୁଗଧ କରିଥିଲେ ।ଅନ୍ୟ ମାନଙ୍କ ମଧ୍ୟରେ ଚରଦା ସରପଞ୍ଚ ବୃନ୍ଦାବତୀ ନାୟକ, ଶିଳ୍ପଦ୍ୟୋଗୀ ମୁନତାଜ ପଣ୍ଡା,ଭାଗବତ ସାହୁ,ସଞ୍ଜୟ ମିଶ୍ର,ଚଞ୍ଚଳ ସା ପ୍ରମୁଖ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ପ୍ରଦାନ କରିଥିଲେ ।ସେହିପରି ଦରବାରରେ କମିଟି ଉପଦେଷ୍ଟା ପ୍ରମୋଦ ଦାଶ,ପ୍ରସନ୍ନ ରଥ,ଯୁବ ନେତା ବାବୁଲା ପଣ୍ଡା,ଚାଷୀନେତା ଭୀମସେନ ସାହୁ,ନୀଳାମ୍ବର ସାହୁ,ଗଣେଶ ମେହେର,ବନମାଳୀ ମେହେର,ଚନ୍ଦ୍ର ଶେଖର ମେହେର ପ୍ରମୁଖ ଉପସ୍ଥିତ ଥିଲେ ।ଏହି ପରିପ୍ରେକ୍ଷୀରେ ଚଳଚ୍ଚିତ୍ର ଅଭିନେତ୍ରୀ

ଜସ୍ମିନ ରଥଙ୍କ ଅଭିନୟ ଦର୍ଶକଙ୍କ ପାଇଁ ଆକର୍ଷଣର କେନ୍ଦ୍ର ବିନ୍ଦୁ ଥିଲା ପରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତି ବିଶେଷଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସ୍ଥାନୀୟ ମହୁଲଟିକ୍ରା ପଡିଆ ମଥୁରା ନଗରୀ ରାଜଦରବାରକୁ ମହାରାଜ କଂସ ତାଙ୍କ ସୈନ୍ୟ ସାମନ୍ତଙ୍କ ସହ ଆସିଥିଲେ । କୃଷ୍ଣଙ୍କୁ ମାରିବା ପାଇଁ ପଠାଇଥିବା ବକାସୁର ମୃତ୍ୟୁ ଖବର ଶୁଣି ଜର୍ଜରିତ ହୋଇ ଭାଙ୍ଗି ପଡିଥିଲେ । ମହାରାଜଙ୍କୁ ଶାନ୍ତ କରିବାକୁ ଯାଇ ଦରବାରରେ ଅତିଥି ଓ ମଥୁରା ବାସୀଙ୍କ ମନୋରଞ୍ଜନ ପାଇଁ ମନ୍ତ୍ରୀଙ୍କ ପରାମର୍ଶରେ କଳାକାର ମାନଙ୍କ ଦ୍ବାରା ନାଚ,ଗୀତ କାର୍ଯ୍ୟକ୍ରମ ହୋଇଥିଲା ।ସେହିପରି ଅନ୍ୟ ପକ୍ଷରେ ଗୋପପୁର ମେଲଣ ପଡିଆରେ କୃଷ୍ଣ ବଳରାମ କଂସ ପ୍ରେରିତ ରାକ୍ଷସଙ୍କ ସହ  ଘମାଘୋଟ ଯୁଦ୍ଧ କରି ତାକୁ ନିଧନ କରିବା ଦୃଶ୍ୟ ପ୍ରଦର୍ଶିତ ହୋଇଥିଲା !ଯାତ୍ରା ଦେଖିବା ପାଇଁ ପ୍ରବଳ ଜନସମାଗମ ହୋଇଥିବାରୁ କମିଟି ସଭାପତି ଆନନ୍ଦ ହୋତାଙ୍କ ସମେତ ପରିଚାଳନା କମିଟିର ସଦସ୍ୟ ମାନେ ବିଭିନ୍ନ ସ୍ଥାନରେ ରହି ଶାନ୍ତିଶୃଙ୍ଖଲା ରକ୍ଷା ଦିଗରେ ସମସ୍ତଙ୍କୁ ନିବେଦନ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like