-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||     

HOME   ଜିଲ୍ଲା

ସ୍ବତନ୍ତ୍ର ହୀରାଖଣ୍ଡ ରାଜ୍ୟ ଦାବି ଉପସ୍ଥାପନ ପାଇଁ ଦିଲ୍ଲୀ ଯାତ୍ରା I

04-Dec-2022



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
ହୀରାଖଣ୍ଡ ରାଜ୍ୟ ଏବଂ ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ଦାବିରେ ସମ୍ବଲପୁରୀ ଭାଷା ସଂସ୍କୃତି ପରିଷଦ ଓ ହୀରାଖଣ୍ଡ ସାମ୍ମୁଖ୍ୟ କର୍ମୀ ଟ୍ରେନ ଯୋଗେ ଦିଲ୍ଲୀ ଯାତ୍ରାରମ୍ଭ କରିଛନ୍ତି।ଶନିବାର ୮୪ ଜଣ ଟ୍ରେନ୍ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିବାବେଳେ ୪ ତାରିଖ ଦିନ କେତେକ ବ୍ୟକ୍ତି ‌‌ଯିବେ। ସେହିଭଳି ବିମାନ ଯୋଗ‌େ ପୁଣି ଅନ୍ୟ କେତେକ ବ୍ୟକ୍ତି ଯିବାର କାର୍ଯ୍ୟକ୍ରମ ରହିଛି। ସମସ୍ତେ ନିଜ ଖର୍ଚ୍ଚରେ ଦିଲ୍ଲୀ ଯାଉଥିବାବେଳେ ସେମାନଙ୍କ ଯାତାୟାତ, ରହଣି ଓ ଖାଦ୍ୟପେୟ ଆଦି ଅନ୍ୟାନ୍ୟ ଆବଶ୍ୟକତା ପୂରଣ ନିମନ୍ତେ ସ୍ବତନ୍ତ୍ର କମିଟି ଗଠନ କରାଯାଇଛି। ଆନନ୍ଦ ଚନ୍ଦ୍ର ଦାଶଙ୍କ ନେତୃତ୍ବରେ ଗଠିତ କମିଟି ଉପରୋକ୍ତ ଦୁଇଟି ଦାବି ନେଇ ଏକ ଦାବିପତ୍ର ପ୍ରସ୍ତୁତ କରିଛି। ଆସନ୍ତା ୬ ତାରିଖ ଦିନ ଏକ ପଟୁଆରରେ ବାହାରି ଯନ୍ତରମନ୍ତରରେ ପହଂଚି ସେଠାରେ ଧାରଣା ଦିଆଯିବ। ସଭାପରେ ସମ୍ବଲପୁରୀ ନୃତ୍ୟଗୀତ, ସମ୍ବଲପୁରୀ କବିତା ପାଠୋତ୍ସବ କାର୍ଯ୍ୟକ୍ରମର ବି ଆୟୋଜନ କରାଯିବ। ୧୯୪୬ ଜୁଲାଇ ୩୧ ତାରିଖରେ ସମ୍ବଲପୁର ଜିଲ୍ଲା ସମ୍ମିଳନୀରେ ଶଙ୍କର ପ୍ରସାଦ ମିଶ୍ର ପ୍ରଥମେ ହୀରାଖଣ୍ଡ ରାଜ୍ୟ ଦାବି ଉପସ୍ଥାପନ କରିଥିଲେ। ଅଗଷ୍ଟ ୧୪ରେ ସାପଲହର ସଭାରେ ଏହି ଦାବିକୁ ଦୋହରାଯାଇଥିଲା। ସେହି ବର୍ଷ ସେପ୍ଟେମ୍ବର ୧୦ ତାରିଖରେ ପୁଣି ଶଙ୍କର ମିଶ୍ର ଓ ବୋଧରାମ ଦୁବେ ଦିଲ୍ଲୀରେ ମହାତ୍ମା ଗାନ୍ଧୀଙ୍କୁ ଭେଟି ହୀରାଖଣ୍ଡ ରାଜ୍ୟ ବିଷୟ ଉତ୍‌ଥାପନ କରିଥିବା ସଂକ୍ରାନ୍ତରେ ଏହି ପ୍ରେସ୍ ବିବୃତିରେ ଉଭୟ ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026

You Might Also Like