-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସମ୍ବିଧାନ ଦିବସ ଅବସରରେ ବଲାଙ୍ଗୀର ନାଗରିକ କମିଟି ପକ୍ଷରୁ ଆଲୋଚନାଚକ୍ର

04-Dec-2022



ବଲାଙ୍ଗୀର : ସ୍ଥାନୀୟ ପି.ପି ଏକାଡେମୀ ଠାରେ ବଲାଙ୍ଗୀର ନାଗରିକ କମିଟି ଆନୁକୂଲ୍ୟରେ ଜାତୀୟ  ସମ୍ବିଧାନ ଦିବସ  ଉପଲକ୍ଷେ ‘ସାମ୍ବିଧାନିକ ନୈତିକତାରେ ନାଗରିକ ସମାଜର ଭୂମିକା’ ଶୀର୍ଷକ ବିଷୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ପ୍ରଫେସର ମଧୁସୂଦନ ପତି ଯୋଗ ଦେଇ ସବୁ ଧର୍ମର ମୁଖ୍ୟ ଉଦ୍ଦେଶ୍ୟ ନୈତିକତା ଓ ମାନବିକତାର ମୂଲ୍ୟବୋଧ ଅନ୍ତନିର୍ହିତ ଥାଏ । ବୁଦ୍ଧଙ୍କ ସମୟରେ ମଧ୍ୟ ଆଧୁନିକ ଯୁଗର ଗଣତନ୍ତ୍ର ସହ ସମ୍ବିଧାନର ଉପଯୋଗ ହେଉଥିଲା ।  ବର୍ତ୍ତମାନ ସମୟରେ ସମାଜର ପ୍ରତ୍ୟେକ ବ୍ୟକ୍ତି ସମ୍ବିଧାନକୁ ହୃଦୟଙ୍ଗମ କରିବା ଉଚିତ ବୋଲି ଶ୍ରୀ ପତି କହିଥିଲେ । ମୁଖ୍ୟବକ୍ତା ରୂପେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ଏସିଷ୍ଟାଣ୍ଟ ପ୍ରଫେସର ମନୋଜ କୁମାର ନାଗ ମଂଚାସୀନ ରହି  ବ୍ୟକ୍ତିକେନ୍ଦ୍ରିକ କ୍ଷମତା ଗଣତନ୍ତ୍ର ପାଇଁ ବିପଦ, ସମସ୍ତେ ଆତ୍ମସମ୍ମାନ ସହ ବଞ୍ଚି ଭୟ, ଚାପ ଓ ଆଶଙ୍କାର ବଶବର୍ତ୍ତି  ନ ହୋଇ ମର୍ଯ୍ୟାଦାର ସହ ବଞ୍ଚିବା ସମ୍ବିଧାନର ଅନ୍ୟତମ ଉଦ୍ଦେଶ୍ୟ ବୋଲି କହିଥିଲେ । ସମ୍ମାନିତ ଅତିଥି ଭାବରେ ମହିଳା ମହାବିଦ୍ୟାଳୟର ଅଧ୍ୟାପକ ଡ. ସଦାଶିବ ମଲ୍ଲିକ ଯୋଗ ଦେଇ ପ୍ରାଚୀନ କାଳରେ ଭାରତ ଓ ହିନ୍ଦୁ ରାଜା ମାନେ ତଥା କୌଟିଲ୍ୟଙ୍କ

ସମୟରେ ମଧ୍ୟ ଉତ୍କୃଷ୍ଟ ଧରଣର ସମ୍ବିଧାନର ପ୍ରଚଳନ ଥିବା ବିଭିନ୍ନ ଉଦାହରଣ ଦେଇ ଦର୍ଶାଇ ଥିଲେ । ନାଗରିକ କମିଟିର ସଭାପତି ବେଲାରସିଂ ଭୋଇ ଙ୍କ ସଭାପତିତ୍ୱରେ ସଂପାଦକ ମନୋରଂଜନ ସାହୁ ଅତିଥି ମାନଙ୍କ ସ୍ୱାଗତ କରି ସଭାକୁ ସଂଯୋଜନା କରିଥିଲେ । ଆଇନଜୀବୀ ଜୟରାମ ମିଶ୍ର କମିଟି ତରଫରୁ ପ୍ରସଙ୍ଗର ଉପକ୍ରମ ଉପସ୍ଥାପନ କରିଥିଲେ । କମିଟିର ପୂର୍ବତନ ସଭାପତି ବିକ୍ରମ ବହିଦାର ମଂଚାସୀନ ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ କମିଟିର ସଭ୍ୟ ଧର୍ମବ୍ରତ ରଥ, ଦିବାକର ହୋତା, ଅର୍ତ୍ତତ୍ରାଣ ମିଶ୍ର, ସଂଗ୍ରାମ ବହିଦାର, ଅଶୋକ ମିଶ୍ର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ । ସହସଂପାଦକ ଡ. ଚକ୍ରପାଣି ଦାଶ ଅତିଥି ମାନଙ୍କୁ ମଞ୍ଚକୁ ଆମନ୍ତ୍ରଣ କରିଥିାବା ବେଳେ କମିଟିର ବରିଷ୍ଠ ସଦସ୍ୟ ଗୋପଭୂଷଣ ନାଥ ଧନ୍ୟବାଦ ଅର୍ପଣ କରିଥିଲେ ।  


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like