-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ଦାଦନ ଯାଇ ଶବ ହୋଇ ଫେରିଲା ଯୁବକ, ପରିବାର ମୁହଁରେ ହସ କିଏ ଫୁଟାଇବ ?

04-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ)ଅଭାବ ଅନାଟନରେ ଜୀବନ ବିତାଉଥିବା ପରିବାରର ଦୟନୀୟ ସ୍ଥିତିରେ ସୁଧାର ଆଣିବା ସହ ମୁହଁରେ ହସ ଫୁଟାଇବା ନେଇ ଘରର ଏକମାତ୍ର ରୋଜଗାର କ୍ଷମ ୨୨ବର୍ଷିଆ ଯୁବକ କମାଇବାକୁ ସୁଦୂର ଆନ୍ଦ୍ରପ୍ରଦେଶକୁ ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଏନଏସି ଅଞ୍ଚଳରେ  ।ଫଳରେ ଏଭଲି ଅଚାନକ ଅଫେରା ରାଇଜକୁ ସବୁଦିନ ପାଇଁ ଚାଲିଯିବା ଘଟଣାକୁ ନେଇ ପରିବାର ସମ୍ପୁର୍ଣ୍ଣ ଭାଙ୍ଗି ପଡିଛନ୍ତି ।ଘଟଣାଟି ହେଉଛି ବିନିକା ବିଜ୍ଞାପିତ ପରିଷଦ ୧୦ନଂ ୱାର୍ଡ ଉଲ୍ଲେ ଗ୍ରାମର ।ଗ୍ରାମର ଗରିବ ସନ୍ତୋଷ ବେହେରା ଓ ତାଙ୍କ ପରିବାରର ଆର୍ଥିକ ସ୍ଥିତି ଅତ୍ୟନ୍ତ ଦୟନୀୟ ।ଘରର ଆର୍ଥିକ ସ୍ଥିତିର ସୁଧାର ବାପା ସନ୍ତୋଷର ସ୍ବପ୍ନକୁ ସାକାର କରିବାର ଲକ୍ଷ୍ୟ ନେଇ ପ୍ରାୟ ୧୦ଦିନ ତଳେ ୨୨ବର୍ଷିଆ ପୁଅ ମନୋଜ ପୋଡଶି ରାଜ୍ୟ ଆନ୍ଧ୍ରପ୍ରଦେଶକୁ ମଜୁରୀ(ଦାଦନ) କରି ଯାଇଥିଲେ । ପୁଅ କମାଇବାକୁ ଯିବା ପରେ ଘରକୁ ଟଙ୍କା ଆସିବ,ପରିବାର ମୁହଁରେ ହସ ଫୁଟିବ,ଘର ସ୍ଥିତି ସୁଧୁରିବ ଆଦି ଅନେକ କଥା ଭାବି ପରିବାର ନି ଚିନ୍ତାରେ ଜୀବନ କାଟୁଥିଲେ। ଚଞ୍ଚଳ ମନରେ ପୁଅ ମନୋଜ କାମ ବି ଆରମ୍ଭ କଲା ହେଲେ ତାର ଦିନେ ଦୁଇଦିନ ପରେ ପେଟରେ ଯନ୍ତ୍ରଣା ଅନୁଭବ କଲା  ସାଥି ଯୁବକ ତାକୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା କରାଇଲେ ।ଭଳ ହେଲା  ପୁଣି ଦୁଇଦିନ ପରେ ପୁନର୍ବାର ପେଟରେ ଯନ୍ତ୍ରଣା ହେବାରୁ ଭଳ ଲାଗୁନାହିଁ କହି ଘରକୁ ଛାଡିଯିବାକୁକୁ ସାଙ୍ଗ ସାଥି ଙ୍କୁ କହିଲା ।ତାର ସାଥି ସହିତ ନିଜ ଜନ୍ମ ମାଠି ଘରକୁ ଫେରୁଥିବା ବେଳେ ବିଜୟୱାଦା ରେଳ ଷ୍ଟେସନ ଠାରେ ହଠାତ ଦେହ ଅସୁସ୍ଥ

ହେଲା ତାଙ୍କୁ ସଙ୍ଗେ ସଙ୍ଗେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।ହେଲେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ ।ପରେ ଆମ୍ଭୁଲେନ୍ସ ଯୋଗେ ମନୋଜର ଶବକୁ ଧରି ଗାଁ ଅଭିମୁଖେ ଅଣାଯାଇଥିଲା ।ଆଜି ସକାଳେ ମନୋଜର ଶବ ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି କରିଥିଲା ।ପୁଅକୁ ହରାଇ ପରିବାର କାନ୍ଦ ବୋବାଲିରେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଥିବା ବେଳେ ପାଖ ପୋଡଶୀଙ୍କ ଆଖିରୁ ମଧ୍ୟ ଲୁହ ଝରୁଥିବା ଦେଖାଯାଇଥିଲା ।ପରିବାର ଅତ୍ୟନ୍ତ ଗରିବ ହୋଇଥିବାରୁ ସରକାରଙ୍କ ପକ୍ଷରୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଲୋକ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ସାଧାରଣରେ ଦାବି ହୋଇଛି  ତେବେ ସ୍ଥାନୀୟ ଶ୍ୱସାନରେ  ମନୋଜର ଶେଷକୃତ ସଂପନ୍ନ କରାଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like