-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛ ଭାରତ ସଂଗଠନ  ସୋନପୁର - ମନମୁଣ୍ଡା ପକ୍ଷରୁ ସଫେଇ ଓ ପଲିଥିନ୍ମୁକ୍ତ ଅଭିଯାନ

04-Dec-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) ସ୍ଥାନୀୟ ସବ -ଜେଲ ପରିସର ହନୁମାନ ମନ୍ଦିର ପ୍ରତିଷ୍ଠା  ଉତ୍ସବ ଅବସରରେ  ଆଜି  ସ୍ୱଚ୍ଛ ଭାରତ ସଂଗଠନ  ସୋନପୁର - ମନମୁଣ୍ଡା ପକ୍ଷରୁ:ଏକ ସଫେଇ ଓ ପଲିଥିନମୁକ୍ତ ଅଭିଯାନ ଅନୁଷ୍ଠିତ ହୋଇ ଯାଇଛି l ସଭାପତି  ଲଷ୍ମୀନାରାୟଣ ମେହେରଙ୍କ ପରାମର୍ଶ କ୍ରମେ ସଂଘ ଉପଦେଷ୍ଟା ଗରିବ ଲୋଇ, ଇନ୍ଦୁମତୀ ପୁରୋହିତ ଓ ଜେଲ ୱାର୍ଡର ଖିରୋଦ ବିହାରୀ ଦାଶଙ୍କ ତତ୍ୱାବଧାନ ଓ ମନୋରଞ୍ଜନ ତ୍ରିପାଠୀଙ୍କ ସଂଯୋଜନାରେ  ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରହଲ୍ଲାଦ ମିଶ୍ର, ପ୍ରମୋଦ କୁମାର ସାହୁ, ଡା, ସରୋଜ ପଟେଲ, ନାରାୟଣ ରଥ, ଜୟନ୍ତ ବେହେରା, ,ରୋମୁ ତିୱାର, ଅମର ଭୁତ, ପ୍ରତାପ ଦାଶ, ସିମାଞ୍ଚଳ ହୋତା, ସଂଗୀତା ନାଏକ,, ପ୍ରମୋଦ ମlହଣା, ରାସେଶ୍ୱରୀ ହୋତା, ଦିନ ବନ୍ଧୁ ବିଶ୍ଵାଳ,ତରଣୀ ମେହେର, ଜେଲ କଲୋନୀ ର କେଭି ଛାତ୍ର ବ୍ୟୋମକେଶ ଦାଶ, ଅଭିଷେକ ଆଚାର୍ଯ୍ୟ, ପ୍ରମୁଖ ସ୍ୱଚ୍ଛ ଭାରତ ର ଅନେକ ସଭ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଜେଲ କଲୋନୀ, ନୂତନ ହନୁମାନ ମନ୍ଦିର 

ପ୍ରବଚନ ମଣ୍ଡପ ସବ ଜେଲ ଅଫିସ ସମ୍ମୁଖରେ ଅଳିଆ ଆବର୍ଜନା ଓ ପଲିଥିନ ସଫେଇ କରି ଜନ ସାଧାରଣଙ୍କୁ ସଚେତନ  କରାଇଥିଲେ l ସକାଳ ୬ ଟା ରେ ପ୍ରଥମେ ପ୍ରବଚନ ମଣ୍ଡପ ଠାରେ ଯୋଗ ଗୁରୁ ମନୋଜ ପଣ୍ଡା ଯୋଗ ପ୍ରଶିକ୍ଷଣ ମାଧ୍ୟମରେ ସ୍ୱାସ୍ଥ୍ୟ

ସଚେତନତା କରାଇଥିଲେ l ଉଭୟ କାର୍ଯ୍ୟକ୍ରମ ରେ ସୋନପୁର ସବ ଜେଲର ଶ୍ରୀ ଡିଲେଶ୍ଵର ଜେନା ଯୋଗ ଦେଇ ସମସ୍ତ ସ୍ବେଛାସେବୀ ଙ୍କୁ ଉତ୍ସାହିତ କରି ଆଗକୁ ଜେଲ ପରିସର ରେ ଏକ ଏକ ସ୍ୱଚ୍ଛତା ଓ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ପ୍ରସ୍ତାବ ରଖି ସଂଗଠନ ର ଏଭଳି ଉଦ୍ୟମ ଓ ଦୀର୍ଘ ବର୍ଷ ର ସେବା କୁ ଭୁୟସୀ ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like