-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ମନୋରଞ୍ଜନ

ଓଡ଼ିଆ ଚଳଚ୍ଚିତ୍ର "ଶମ୍ଭୁ" ର ଶୁଭ ମହୁରତ

04-Dec-2022



ଅନୁପମା ମୁଭିଜ୍ ଦ୍ୱାରା ପ୍ରସ୍ତୁତ, ବିଭୁତି ଜେନା ନିବେଦିତ, ମୋହନ କୁମାର ଙ୍କ ଦ୍ୱାରା ପ୍ରଯୋଜିତ ନୂଆ ଓଡ଼ିଆ ଚଳଚ୍ଚିତ୍ର "ଶମ୍ଭୁ" ର ଶୁଭ ମହୁରତ ଭୁବନେଶ୍ୱର ର ଏକ ତାରକା ହୋଟେଲ ରେ ଅନୁଷ୍ଠିତ ହୋଇଯାଇଛି l 

ଚଳଚ୍ଚିତ୍ର "ଶମ୍ଭୁ" ର କାହାଣୀ ଶ୍ରୀମତୀ ଅନୁପମା ଜେନା ଲେଖିଥିବା ବେଳେ ସଂଳାପ ଲେଖିଛନ୍ତି ଡକ୍ଟର ରଜନୀ ରଞ୍ଜନ, ସଂଗୀତ ନିର୍ଦ୍ଦେଶନା ଦୀପକ କୁମାର ଦେଇଥିବା ବେଳେ 
ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ର ଭାର ଏସ. ଦିଲ୍ଲୀପ ପଣ୍ଡା କାନ୍ଧେଇଛନ୍ତି l ନବାଗତ ନାୟକ ଶୁଭମ ମୁଖ୍ୟ ନାୟକ ଚରିତ୍ର ରେ ଅଭିନୟ କରିଥିବା ବେଳେ ଚୁଲବୁଲି ନାୟିକା ତମନ୍ନା ମୁଖ୍ୟ ନାୟିକା ଭୂମିକାରେ ନଜର ଆସିବେ l ତାଙ୍କ ସହିତ ସହଯୋଗୀ କଳାକାର ଭାବେ ବହୁତ ପରିଚିତ କଳାକାର ଯଥା : ଜୀବନ ପଣ୍ଡା, ହରିହର ମହାପାତ୍ର, ବାବୁ ପ୍ରଧାନ, ଚିନ୍ତାମଣି ବିଶ୍ୱାଳ, କେକେ, ଡିସ୍କୋ ରେଡ୍ଡୀ, ବ୍ଲାକରବି ଙ୍କ ସହିତ ଶିଶୁ

କଳାକାର ଭାବେ ବିନପ୍ସା ଜେନା ପ୍ରମୁଖ ଅଭିନୟ କରିଛନ୍ତି l ଫାଇଟ୍ ମାଷ୍ଟର ଶୈଳେନ୍ଦ୍ର ମଧ୍ୟ ଏହି ଚଳଚ୍ଚିତ୍ର ସହିତ ଜଡିତ ଅଛନ୍ତି l ଏହି ଶୁଭ ମହୁରତ ଅବସରରେ ଅତିଥି ଭାବେ ରାଜ୍ୟ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀଯୁକ୍ତ ରଞ୍ଜନ କୁମାର ଦାସ, ସିନେ ସମୀକ୍ଷକ ଦିଲ୍ଲୀପ ହାଲି ଯୋଗଦେଇ କ୍ଲାପ୍ ଦେଇଥିଲେ l ପରିଚାଳନା ଦାୟିତ୍ୱ ରେ ବିଜୁ ଏବଂ ଭରତ ଥିବାବେଳେ କ୍ରି୍ଏଟିଭ ହେଡ଼ ପ୍ରଣୟ ଜେଠୀ ସଂଯୋଜନା ସହିତ ଉପସ୍ଥାପନା କରିଥିଲେ l

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm