-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   (21-Jun-2026)       ||      ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (21-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   (21-Jun-2026)       ||      *ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   (21-Jun-2026)       ||      ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   (21-Jun-2026)       ||      ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ    (20-Jun-2026)       ||      ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ    (20-Jun-2026)       ||      ବରିଷ୍ଠ ମୋହରି ଙ୍କ ପରଲୋକ   (20-Jun-2026)       ||      ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   (20-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   (20-Jun-2026)       ||      ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||     

HOME   ରାଜ୍ୟ

ପଦ୍ମପୁରରେ ଟଙ୍କା ବଣ୍ଟା ଅଭିଯୋଗକୁ ନେଇ ଜନଅସନ୍ତୋଷ, ଅଭିଯୋଗ ସତ ହେଲେ କାର୍ଯ୍ୟାନୁଷ୍ଠାନ: ବରଗଡ ଏସପି

04-Dec-2022



ପଦ୍ମପୁର(ନରହରି ବଗର୍ତ୍ତୀ) : ଭୋଟ୍ ପୂର୍ବରୁ ପଦ୍ମପୁରରେ ଟଙ୍କା ବଣ୍ଟା ଅଭିଯୋଗ । ପାଇକମାଳ ବ୍ଲକ ସରେଇକଲା ଗାଁରେ ଟଙ୍କା ବଣ୍ଟାକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ୨ ବିଜେଡିକର୍ମୀଙ୍କୁ ଅଟକ ରଖିଥିଲେ ଗ୍ରାମବାସୀ । ପୋଲିସ ପହଞ୍ଚି ଦୁହିଁଙ୍କୁ ଉଦ୍ଧାର କରିଥିଲା । ଏକ ଧଳା ରଙ୍ଗର ଇନୋଭାରେ ଦୁହେଁ ଆସିଥିଲେ । ଦ୍ରୁତ ଗତିରେ ସେମାନେ ପଳାଇବାକୁ ଉଦ୍ୟମ କରିଥିଲେ । ଗାଡି ଆଗରେ ଗାଁଲୋକେ ସାଇକେଲଟିଏ ପକାଇ ସେମାନଙ୍କୁ ପଚରାଉଚୁରା କରିଥିଲେ । ହେଲେ ସେମାନେ ନିଜର ପରିଚୟ ଦେଇନଥିଲେ ।ଯାହାକୁ ନେଇ ଗାଁଲୋକେ ଟଙ୍କା ବାଣ୍ଟିବାକୁ ଆସିଥିବା ସନ୍ଦେହ କରିଥିଲେ । ଗ୍ରାମବାସୀ ଟଙ୍କା ବଣ୍ଟା ସନ୍ଦେହରେ ସେମାନଙ୍କୁ ଅଟକାଇଥିଲେ । ଅନେକ ସଂଖ୍ୟାରେ ଗାଁ ଲୋକେ ଏକାଠି ହୋଇ ସେମାନଙ୍କୁ ଅଟକ ରଖିଥିଲେ । ପୋଲିସ ସେମାନଙ୍କୁ ଉଦ୍ଧାର କରିବାକୁ ନାକେଦମ ହୋଇଥିଲା । ତେବେ ବରଗଡ ଏସପି ସ୍ମିତ ପାରମାର କହିଛନ୍ତିଯେ ଅଭିଯୋଗ ସତ ହେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅନ୍ତର୍ଜାତୀୟ ଯୋଗ ଦିବସରେ ବୌଦ୍ଧ ଅଭ୍ୟୁଦୟ ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କ ଯୋଗଦାନ   21-Jun-2026
  ଜିଲ୍ଲା  
ରାଜେନ୍ଦ୍ର ପାର୍କରେ ପାଳିତ ହେଲା ଅନ୍ତର୍ଜାତୀୟ ଯୋଗ ଦିବସ   21-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   21-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ‘ସଇବର ଲ’ ଆଣ୍ଡ୍ ଡିଜିଟାଲ୍ ଗଭର୍ଣ୍ଣେସ୍‌’ ଶୀର୍ଷକ ଆଲୋଚନାଚକ୍ର   21-Jun-2026
  ଜିଲ୍ଲା  
*ଗୋଡ଼େଗାଁ ଗ୍ରାମରେ ତେଜିବାରେ ଲାଗିଛି ମଦ ବିରୋଧୀ ଅଭିଯାନ ବେଆଇନ ମଦ ବିକ୍ରି ବନ୍ଦ ପାଇଁ ମହିଳାଙ୍କ ଦାବି*   21-Jun-2026
  ରାଜ୍ୟ  
ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ଆନ୍ତରଜାତୀୟ ଯୋଗ ଦିବସ ୨୦୨୬ ପାଳିତ   21-Jun-2026
  ଜିଲ୍ଲା  
ସରକାର ଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ବିକଶିତ ଭାରତ ଜି. ରାମଜୀ କାର୍ଯ୍ୟକ୍ରମ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
ଅମିତ ମେହେର ଙ୍କ ପାଇଁ କୁଲି ମେହେର ସମାଜ ଗର୍ବିତ   20-Jun-2026
  ଜିଲ୍ଲା  
ବରିଷ୍ଠ ମୋହରି ଙ୍କ ପରଲୋକ   20-Jun-2026
  ଜିଲ୍ଲା  
ବୋଡେ଼ନ ବ୍ଲକ ରେ ବିକାଶ ର ଧାରା ଓଡିଶା ସାରା ଚତୁର୍ଥ ଦିବସ   20-Jun-2026
  ଖେଳ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦ୍ଘାଟିତ   20-Jun-2026

You Might Also Like