-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଶତବାର୍ଷିକ ଉତ୍ସବ ପାଳିତ

04-Dec-2022



କର୍ଲାମୁଣ୍ଡା :(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଶତବାର୍ଷିକୀ ଉତ୍ସବ ପାଳନ ସହିତ ରୁପ୍ରା ଗ୍ରାମରେ ନବ ନିର୍ମିତ ହୋଇଥିବା ସମାଜର ଇଷ୍ଟଦେବୀ ମା' ଶ୍ରୀ ଶ୍ରୀ ଚଣ୍ଡୀ ସମଲାଇଙ୍କ ମନ୍ଦିର ପ୍ରତିଷ୍ଠା ଆଜି ଅନୁଷ୍ଠିତ ହୋଇଯାଇଛି । ରୁପ୍ରା ସାପ୍ତାହିକ ବଜାର ପଡିଆ ପରିସରରେ ଅନୁଷ୍ଠିତ ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଶତବାର୍ଷିକୀ ଉତ୍ସବର ପ୍ରଥମ ଅଧିବେଶନରେ ଜିଲ୍ଲା ସଭାପତି ନୀଳମଣି ସାହୁ ଅଧ୍ୟକ୍ଷତା କରିଥିଲେ । ଏଥିରେ ମୁଖ୍ୟ ଅତିଥି ଭାବେଜାତୀୟ ସାଧାରଣ ସମ୍ପାଦକ ସତିଶ ଗାନ୍ଧୀ, ମୁଖ୍ୟ ବକ୍ତା ଭାବେ ରାଷ୍ଟ୍ରୀୟ ଯୁବ ସଚିବ ରାଠୋର ମହାସଭା ନୂଆଦିଲ୍ଲୀ  ର ବୀରବର ସାହୁ, ସମ୍ମାନିତ ଅତିଥି ଭାବେ ଭାରତୀୟ ତୈଲିକ ଉପସଭାପତି ରାଠୋର ମହାସଭା ଦିଲ୍ଲୀ  ପଦ୍ମଲୋଚନ ସାହୁ, ବିଷ୍ଣୁ ସାହୁ, ଏକାରଣ ସାହୁ,ଧନିରାମ ସାହୁ,ରାଜେନ୍ଦ୍ର ସାହୁ ଯୋଗଦାନ କରି  ମହିଳା ମାନେ ଆଗେଇ ଆସି ନେତୃତ୍ୱ ନେବା ଉପରେ ଆଲୋଚନା କରିଥିଲେ । 

ଜିଲ୍ଲା ସାଧାରଣ ସଂପାଦକ ନବୀନ କିଶୋର ସାହୁ ବିବରଣୀ ପଠନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସଭା ମଞ୍ଚରେ ନେଗୀ କୈ।ଦଣ୍ଡ ସାହୁ, ବେହେରା ଜିତେନ୍ଦ୍ର ସାହୁ ଓ ସମାଜର ନର୍ଲା ବ୍ଲକ ସଭାପତି ରବିନ୍ଦ୍ରନାଥ ସାହୁ ମଞ୍ଚାସୀନ ରହିଥିଲେ । ସମାଜର ମ.ରାମପୁର ବ୍ଲକ ସଭାପତି ରୋମାଞ୍ଚ ସାହୁ, କର୍ଲାମୁଣ୍ଡା ବ୍ଲକ ସଭାପତି ଲକ୍ଷ୍ମୀ ପ୍ରସାଦ ସାହୁ, କେସିଙ୍ଗା ବ୍ଲକ ସଭାପତି ଚକ୍ରଧର ସାହୁ ଶତବାର୍ଷିକୀ ଉତ୍ସବ ଉପରେ କହିଥିଲେ । କବି କୁଳମଣି ସାହୁ ଓ ସୁଶ୍ରୀ ଲିପି ସାହୁ ସ୍ବାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ମଞ୍ଚ ସଂଚାଳନ କରିଥିଲେ ଦୁର୍ଗାପ୍ରସାଦ ସାହୁ । ଧନ୍ୟବାଦ ଅର୍ପଣ କରିଥିଲେ ଗଣେଷ ସାହୁ,ହୃଷିକେଶ ସାହୁ ଓ ଜଗମୋହନ ସାହୁ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ।
 ସେହିପରି ହୃଷିକେଶ ସାହୁ ଙ୍କ ସହଯୋଗୀତାରେ ସମାଜର ଝୀଅ ମାନଙ୍କୁ ନେଇ ନୃତ୍ୟ ଓ ଗୀତ ସାଂସ୍କୃତିକ ପରିବେଷଣ ହୋଇଥିଲା ।ତେବେ ହରେକୃଷ୍ଣ ସାହୁ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ  ସମାଜ କଲ୍ୟାଣ ନିମନ୍ତେ ଆର୍ଥିକ ଅନୁଦାନ ରାଶି ଦେବା ନିଷ୍ପତ୍ତି  କୁ ସମ୍ମାନ ଜଣାଇ ଟ୍ରଷ୍ଟ ର ସଦସ୍ୟ ମାନଙ୍କୁ ସମ୍ମାନିତ କରାଯାଇଥିଲା ।

ଜିଲ୍ଲା ସାଧାରଣ ସଂପାଦକ ନବୀନ କିଶୋର ସାହୁ ବିବରଣୀ ପଠନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସଭା ମଞ୍ଚରେ ନେଗୀ କୈ।ଦଣ୍ଡ ସାହୁ, ବେହେରା ଜିତେନ୍ଦ୍ର ସାହୁ ଓ ସମାଜର ନର୍ଲା ବ୍ଲକ ସଭାପତି ରବିନ୍ଦ୍ରନାଥ ସାହୁ ମଞ୍ଚାସୀନ ରହିଥିଲେ । ସମାଜର ମ.ରାମପୁର ବ୍ଲକ ସଭାପତି ରୋମାଞ୍ଚ ସାହୁ, କର୍ଲାମୁଣ୍ଡା ବ୍ଲକ ସଭାପତି ଲକ୍ଷ୍ମୀ ପ୍ରସାଦ ସାହୁ, କେସିଙ୍ଗା ବ୍ଲକ ସଭାପତି ଚକ୍ରଧର ସାହୁ ଶତବାର୍ଷିକୀ ଉତ୍ସବ ଉପରେ କହିଥିଲେ । କବି କୁଳମଣି ସାହୁ ଓ ସୁଶ୍ରୀ ଲିପି ସାହୁ ସ୍ବାଗତ ଭାଷଣ ତଥା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ମଞ୍ଚ ସଂଚାଳନ କରିଥିଲେ ଦୁର୍ଗାପ୍ରସାଦ ସାହୁ । ଧନ୍ୟବାଦ ଅର୍ପଣ କରିଥିଲେ ଗଣେଷ ସାହୁ,ହୃଷିକେଶ ସାହୁ ଓ ଜଗମୋହନ ସାହୁ ପ୍ରାରମ୍ଭିକ ସଂଗୀତ ଗାନ କରିଥିଲେ ।
 ସେହିପରି ହୃଷିକେଶ ସାହୁ ଙ୍କ ସହଯୋଗୀତାରେ ସମାଜର ଝୀଅ ମାନଙ୍କୁ ନେଇ ନୃତ୍ୟ ଓ ଗୀତ ସାଂସ୍କୃତିକ ପରିବେଷଣ ହୋଇଥିଲା । ତେବେ ହରେକୃଷ୍ଣ ସାହୁ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ  ସମାଜ କଲ୍ୟାଣ ନିମନ୍ତେ ଆର୍ଥିକ ଅନୁଦାନ ରାଶି ଦେବା ନିଷ୍ପତ୍ତି  କୁ ସମ୍ମାନ ଜଣାଇ ଟ୍ରଷ୍ଟ ର ସଦସ୍ୟ ମାନଙ୍କୁ ସମ୍ମାନିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like