-+91-9937148622 |

prerana_bgr@rediffmail.com |

  Thursday 19th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||     

HOME   ଜିଲ୍ଲା

ରୋଗୀ ସେବା ଶ୍ରମ ରେ ଶୀତ ବସ୍ତ୍ର ଓ ମିଷ୍ଟାନ୍ନ ବାଣ୍ଟି ପୁଅ ର ଜନ୍ମ ଦିନ ପାଳିଲେ ସୋନପୁର ଉପ ଜ଼ିଲ୍ଲାପାଳ

04-Dec-2022



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) -  ବର୍ତ୍ତମାନ ର ଆଧୁନିକ ଯୁଗ ରେ ଲୋକେ ବଡ଼ ବଡ଼ ହୋଟେଲ ରେ ନାଚ ଗୀତ ଭୋଜି ଭାତ ର ଆସର ଜମାଇ ବାଜା ବାଣ ଫୁଟାଇ ବହୁ ଆଡମ୍ବର ସହିତ ଜନ୍ମ ପାଳନ କରି ବାୟୁ ପ୍ରଦୂଷଣ, ଶବ୍ଦ ପ୍ରଦୂଷଣ ସାଙ୍ଗ କୁ ସମଗ୍ର ପରିବେଶ ଦୂଷିତ ହେବାର ଅନେକ ନଜିର ରହିଛି l କିନ୍ତୁ ଏସବୁ ର ସମ୍ପୂର୍ଣ ବ୍ୟତିକ୍ରମ ଓ ଏକ ନିଆରା ଜନ୍ମ ଦିନ ଉତ୍ସବ ମନାଇ ଥିବା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ର ଜଣେ ଦକ୍ଷ ପ୍ରଶାସନିକ

ଅଧିକାରୀ ଙ୍କ ଠାରେ l ସୁବର୍ଣ୍ଣପୁର ତେଲ ନଦୀ ମହାନଦୀ ର ସଙ୍ଗମ ସ୍ଥଳ ରେ ଅବସ୍ଥିତ ରୋଗୀ ସେବା ଶ୍ରମ  (ନାରାୟଣ ସେବା ଶ୍ରମ ) ରେ ଆଜି ସୁବର୍ଣ୍ଣପୁର ଉପ ଜ଼ିଲ୍ଲାପାଳ ଡଃ ଈପସିତା ପ୍ରିୟଦର୍ଶନୀ ମିଶ୍ର ଶୀତ ବସ୍ତ୍ର ଓ ମିଷ୍ଟାନ ବଣ୍ଟନ କରି ରୋଗୀ ଙ୍କ ଦୁଃଖ ସୁଖ ରେ ସାମିଲ ହୋଇ ନିଜ ପୁଅ ଅର୍ଣ୍ଣଭ ର

ଜନ୍ମଦିନ ଉତ୍ସବ ମନାଇ ସମାଜ କୁ ଏକ ଭିନ୍ନ ବାର୍ତ୍ତା ପହଞ୍ଚାଇଛନ୍ତି l ଷ୍ଟେନୋ ଗ୍ରାଫର ସଂଜୀବ ମଲ୍ଲିକ ଏସବୁ କାର୍ଯ୍ୟକ୍ରମ ରେ ସାମିଲ ହୋଇ ସହଯୋଗ କରିଥିବା ଜଣା ଯାଇଛି l ଡଃ ମିଶ୍ର ଙ୍କ ଏଭଳି ମହତ କାର୍ଯ୍ୟ କୁ ସ୍ୱଚ୍ଛ ଭାରତ, ଓଡିଶା ସାମ୍ବାଦିକ ସଂଘ, ରକ୍ତ ଦାତା ସଂଘ, ବରିଷ୍ଠ ନାଗରିକ ସଂଘ, ସମେତ ସ୍ଥାନୀୟ ବୁଦ୍ଧିଜୀବୀ ମହଲ ରେ ଭୁୟସୀ ପ୍ରଶଂସା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   19-Mar-2026
  ଜିଲ୍ଲା  
ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ   19-Mar-2026
  ଜିଲ୍ଲା  
*ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   19-Mar-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   19-Mar-2026
  ଜିଲ୍ଲା  
ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   18-Mar-2026
  ଜିଲ୍ଲା  
ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   18-Mar-2026
  ଜିଲ୍ଲା  
ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   18-Mar-2026
  ଜିଲ୍ଲା  
ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   18-Mar-2026
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026

You Might Also Like