-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ରକ୍ତ ଶିବିର ଅନୁଷ୍ଠିତ

05-Dec-2022



ପାଟଣାଗଡ(ସୁବ୍ରତ ମହାକୁର)- ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଲକ ଅଧିନସ୍ଥ  କୁତମୁଣ୍ଡା ଗ୍ରାମର ଉଚ୍ଚ ବିଦ୍ୟାଳୟ  ପରିସରରେ ଏକ  ରକ୍ତଦାନ ଶିବିର' ଅନୁଷ୍ଠିତ ହୋଇଯାଇଛି | ଉକ୍ତ ଶିବିରରେ କୁତମୁଣ୍ଡା ତଥା ବିଭିନ୍ନ ଗ୍ରାମର ୪୦ ଗୋଟି  ରକ୍ତ ଦାତା ସ୍ଵେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। ଅନୁଷ୍ଠାନର ସଭାପତି ସଞ୍ଜୀବ ମେହେର, ସମ୍ପାଦକ ଭେଲାରାମ କୁମ୍ଭାର ଏବଂ ସ୍ୱେଚ୍ଛାସେବୀ ଯୁବସଂଘ କୁତମୁଣ୍ଡା ର ସମସ୍ତ ସଦସ୍ଯ ଶିବିର ରେ ପରିଚାଳନା ଦାୟିତ୍ୱ ତୁଲେଇ ଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ରୂପେ ପୂର୍ବତନ ସରପଞ୍ଚ ବନମାଳୀ ମେହେର, ସମାଜ ସେବୀ ତେଜରାଜ ମେହେର, ପ୍ରଧାନ ଶିକ୍ଷକ କୁଳମଣି ମେହେର, ରେଡକ୍ରସ ପରାମର୍ଶ ଦାତା ଘନଶ୍ୟାମ ମେହେର, ଶରତ ନାଗ,ରେଡକ୍ରସ ପରାମର୍ଶଦାତା ରାମନାରାୟ ଦାସ, ପାଟଣାଗଡ଼ ଉପଖଣ୍ଡ ଡାକ୍ତରଖାନାର ବ୍ଲଡ୍ ବ୍ୟାଙ୍କ୍ ଅଫିସର ବୁଲା ସାମଲ, ଯୋଗଦେଇଥିଲେ ।  ଏହି ରକ୍ତଦାନ ଶିବିର ରେ ଗ୍ରାମ ର ବିଶିଷ୍ଟ ବ୍ୟକ୍ତି ବିଶେଷ ମାନେ ଉପସ୍ଥିତ ରହି ବିଭିନ୍ନ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like