-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁପର ବ୍ଲକ ସ୍ତରୀୟ ଜେଆରସି ସଚେତନତା ଅଭିଯାନ 

05-Dec-2022



ସୁବଲୟା(ପ୍ରେରଣା ଖବର)- ବୀରମହାରାଜାପୁର ବ୍ଲକ ଅନ୍ତର୍ଗତ ସରକାରୀ ଅପ ଗ୍ରେଡେଡ  ହାଇସ୍କୁଲ, ପିତାମହୁଲ ପ୍ରାଙ୍ଗଣରେ ଏକ ଦିବସୀୟ ବ୍ଲକ ସ୍ତରୀୟ ଜୁନିଅର ରେଡକ୍ରସ ସଚେତନତା ଅଭିଯାନ                                  ଅନୁଷ୍ଠିତ ହୋଇଯାଇଛି ।  ସ୍ଥାନୀୟ ସରପଂଚ ଆକସ୍ମିକା  ବଢେଇ ସ୍ୱନ୍ତ୍ରତ ଅତିଥି ଭାବରେ ଯୋଗଦେଇ ରେଡକ୍ରସ ପତାକା ଉତ୍ତୋଳନ କରି ଅଭିଯାନକୁ ଉଦଘାଟନ କରିଥିଲେ । ବୀରମହାରାଜାପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସାନ୍ତନୁ କୁମ୍ଭକାର ମୁଖ୍ୟଆତିଥି ଭାବରେ ଯୋଗଦେଇ ଜୁନିଅର ରେଡକ୍ରସର ମାନବୀୟ ସେବାରେ ସମସ୍ତ ପରାମର୍ଶଦତା ମାନେ ଉଦବୁଦ୍ଧ ହେବାକୁ ମତବ୍ୟକ୍ତ କରିଥିଲେ । ଆୟୋଜିତ ହୋଇଥିବା ଭବ୍ୟ ସଭାରେ ବାଦ ଅପିତାମହୁଲ ହାଇସ୍କୁଲର ପ୍ରଧାନଶିକ୍ଷୟତ୍ରି ମଂଜୁଲତା  ଜଗଦଲା ଅଧ୍ୟକ୍ଷତା କରିଥିଲେ । ସମଗ୍ର କାର୍ଯ୍ୟକ୍ରମକୁ ବରିଷ୍ଠ ସାଧନକର୍ମି ଚନ୍ଦ୍ରମଣି ବାଘ ପରିଚାଳନା କରିଥିଲେ । ବୀରମହାରାଜପୁର ନୋଡାଲ ହାଇସ୍କୁର ପ୍ରଧାନଶିକ୍ଷକ ନିରଂଜନ ଦାଶ ଏବଂ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ । ଆଗାମୀ ଦିନରେ ବ୍ଲକ ତଥା ଜିଲ୍ଲାର ସମସ୍ତ ହାଇସ୍କୁଲ ଏବଂ ଅପର ପ୍ରାଇମେରୀ ସ୍କୁଲରେ ୬ଷ୍ଠ ଶ୍ରେଣୀରୁ ୧୦ମ ଶ୍ରେଣୀରେ  ଅଧ୍ୟୟନ କରୁଥିବା  ଛାତ୍ରଛାତ୍ରୀ ମାନଙ୍କୁ ବିଶ୍ୱବ୍ୟାପୀ ସେବା ସଂଗଠନ ରେଡକ୍ରସର ସପ୍ତନୀତିରେ ଉଦବୁଦ୍ଧ କରାଯିବ ଏବଂ ସେମାନେ କିଭଳି ଭବିଷ୍ୟତରେ ସ୍ୱେଚ୍ଛାକୃତ ଭାବରେ ମାନବୀୟ ସେବା ପ୍ରଦାନ କରିବାରେ ଦକ୍ଷ ହେବେ ସେ ଦିଗରେ ଜୁନିଅର ରେଡକ୍ରସ କାର୍ଯ୍ୟ ସଂପାଦନ କରିବାକୁ ଅତିଥି ବୃନ୍ଦ ମତବ୍ୟକ୍ତ କରିଥିଲେ । ବିରମହାରାଜାପୁର ବ୍ଲକ ଅନ୍ତର୍ଗତ ୨୨ ଟି ହାଇସ୍କୁଲ ର ଜୁନିଅର ରେଡକ୍ରସ ପରାମର୍ଶଦତା ମାନେ ଅଭିଯାନରେ ଯୋଗଦେଇଥିଲେ ।          

 ସାଧନକର୍ମି ଚନ୍ଦ୍ରମଣି ବାଘ, ବଳରାମ ପୁରୋହିତ, ଆଶିଷ ନାଏକ ପ୍ରମୁଖ ରେଡକ୍ରସର ଆନ୍ଦୋଳନ, ଜୁନିଅର ରେଡକ୍ରସର ସେବା ମୂଳକ କାର୍ଯ୍ୟକ୍ରମ, ପ୍ରାଥମିକ ଚିକିତ୍ସା, ସଡକ ସୁରକ୍ଷା ସଂପର୍କିତ ରକ୍ଷକ ଯୋଜନାର ଉପଯୋଗିତା  ବିଷୟରେ ଶିବିରାର୍ôଥ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ବିଚିତ୍ରା ନନ୍ଦ ମଲ୍ଲିକ, କ୍ଷିରେଶ୍ୱର ବାରିକ, ମଧୁସୁଦନ ନାଏକ, କାର୍ତିକ ମଲ୍ଲିକ, ଆଲୋକ ପଧାନ, ସୌମ୍ୟ ରଂଜନ ପଧାନ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଶେଷରେ ସହକାରୀ ଶିକ୍ଷକ ହେମନ୍ତ ସେଠି ଧନ୍ୟର୍ପଣ କରିଥିଲେ ।            


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like