-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡି. ଆର୍, ମେହେର ହାଇସ୍କୁଲ ଠାରେ ବ୍ଳକସ୍ତରୀୟ ବିଜ୍ଞାନମେଳା

05-Dec-2022



ପାଟଣାଗଡ଼ (ପୂର୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ଡି. ଆର୍, ମେହେର ହାଇସ୍କୁଲ ଠାରେ ବ୍ଳକ ସ୍ତରୀୟ ବିଜ୍ଞାନମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ଲକ ସ୍ତରୀୟ ବିଜ୍ଞାନ କମିଟି ର ଆବାହକ ତଥା ଦିନରଘୁ ମେହେର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଚିତ୍ତରଞ୍ଜନ ପଣ୍ଡା ଓ ସଂଯୋଜକ କିଶୋର କୁମାର୍ ବେହେରା ସଭା ପରିଚାଳନା କରିଥିଲେ ।   ଏଥିରେ ମୁଖ୍ୟ ଅତିଥି ଭାବେ ବେଲପଡା ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର ଯୋଗଦାନ କରି ଫିତା କାଟି କାର୍ଯ୍ୟର ଶୁଭାରମ୍ଭ କରିଥିଲେ। ସମ୍ମାନୀତ ଅତିଥି ଭାବେ ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର , ମୁଖ୍ୟ ବକ୍ତା ଭାବେ ବେଲପଡା କଲେଜ ଅଧ୍ୟାପିକା ରୋଜାଲିନ ସେଠ, ବିଇଓ ଚତୁର୍ଭୁଜ ମିର୍ଦ୍ଧା ପ୍ରମୁଖ ଉପସ୍ଥିତ ଥିଲେ। ବ୍ଳକ ର ସମସ୍ତ ବିଦ୍ୟାଳୟ ଠାରୁ ମୋଟ ୯୦ ଟି ପ୍ରୋଜେକ୍ଟ ପ୍ରଦର୍ଶନ କରାଯାଇବା ବେଳେ ୭ ଟି ପ୍ରୋଜେକ୍ଟ କୁ ମୁଖ୍ୟ ସ୍ଥାନରେ ରଖାଯାଇଛି ଯାହାକି ଆଗାମୀ ଦିନରେ ଜିଲ୍ଲାସ୍ତରରେ ପହଞ୍ଚିବ । ପ୍ରଥମ ସ୍ଥାନ ରେ ନୋଡାଲ ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀ କ୍ରିଷ୍ଣା ରାଣୀ ପୁଟା, ଦ୍ବିତୀୟ ସ୍ଥାନରେ ଡି ଏସ ପି ହାଇସ୍କୁଲ ଯୁବା ର ପୂଜା ସୁନା, ତୃତୀୟ ସ୍ଥାନ ରେ ଏସ୍ ଜେ ଡି ହାଇସ୍କୁଲ ମଣ୍ଡଳ ର ରିଙ୍କି ମାଝୀ, ଚତୁର୍ଥ ସ୍ଥାନରେ ଆଦର୍ଶ ବିଦ୍ୟାଳୟ ର ପ୍ରୀତ ଅନୁରାଗ ଠାକୁର, ପଞ୍ଚମ ସ୍ଥାନରେ କାନୁଟ ନୋଡାଲ ସ୍କୁଲ୍ ର ମନ୍ଦାକିନୀ ମହାନନ୍ଦ, ଷଷ୍ଠ ସ୍ଥାନ ରେ ଡି ଆର୍ ମେହେର ହାଇସ୍କୁଲ ର ଛାତ୍ର ଅନିଲ ମେହେର, ସପ୍ତମ ସ୍ଥାନରେ ଉଚ୍ଚ ବାଳିକା ବିଦ୍ୟାଳୟ ପଣ୍ଡ୍ରିଜୋରର ଛାତ୍ର ତରଣୀ ମାଝୀ ଚୟନ ହୋଇଛନ୍ତି।

ପ୍ରଦର୍ଶନ ପରେ ଛାତ୍ରଛାତ୍ରୀମାନଙ୍କୁ ନେଇ ନୃତ୍ୟ ପରିବେଷଣ କରିବା ସହ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ବେଲପଡା ସରପଞ୍ଚ ହରିଶ ଚନ୍ଦ୍ର ବୁଡେକ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ମୁଖ୍ୟ ବକ୍ତା ଭାବେ ବୁରୋମାଲ ଉଚ୍ଚ ନ୍ୟାୟାଳୟର ପ୍ରଧାନ ଶିକ୍ଷକ ବିଭୁଦତ୍ତ ସାହୁ , ସମ୍ମାନିତ ଅତିଥି ଭାବେ ଏବିଇଓ ମହରା ଓ ନବୋଦୟ ବିଦ୍ୟାଳୟ ର ଅଧ୍ୟକ୍ଷ ଏସ୍ ଜେ,ଓ ମଣିକନ୍ଦନ ମଞ୍ଚାସୀନ ଥିଲେ। ଏହି ସବୁ କାର୍ଯ୍ୟକ୍ରମକୁ ଡି ଆର୍ ମେହେର ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଚିତ୍ତରଞ୍ଜନ ପଣ୍ଡା ପରିଚାଳନା କରିଥିବା ବେଳେ କିଶୋର କୁମାର ବେହେରା କୋଡିନେଟର ଦାୟିତ୍ଵ ନିର୍ବାହ କରିଥିଲେ।ଦୀନରଘୁ ମେହେର ବିଦ୍ୟାଳୟର ସମସ୍ତ ଶିକ୍ଷକ ପ୍ରଭାକର ସାହୁ, ଅନ୍ୱେଷା ଅପରୂପା ସାହୁ, ପ୍ରିୟଙ୍କା ପ୍ରଧାନ, ଜିତୁ ମେହେର,ରୋସନ ଭୋଇ, ସୁଜାତା ମେହେର, ସୁନୀତା ଭୋଇ,ହିରାକାନ୍ତି ମାଝୀ, ଆଶିଷ କୁମାର ସାମଲ, ସୌମ୍ୟରଞ୍ଜନ ପାତ୍ର, ନିତେଶ ତାଣ୍ଡି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like