-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ୨/୦ ଗୋଲରେ ସିଆଳି (ସୋନପୁର ) ବିଜୟୀ

05-Dec-2022



କର୍ଲାମୁଣ୍ଡା(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଠାରେ ରିଷିଡା ଯୁବାମଞ୍ଚ ପକ୍ଷରୁ ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ର ସୋମବାର ଉଦଘାଟିତ ହୋଇଯାଇଛି ।ଏହି  ଟୁର୍ଣ୍ଣାମେଣ୍ଟରେ ସିଆଳି (ସୋନପୁର ), ଟକର୍ଲା, ଭବାନୀପାଟଣା ସ୍ପୋର୍ଟ୍ସହଷ୍ଟେଲ, ତୁଷୁରା ଏଲୋଭେନଷ୍ଟାର, ରାଜା ଖରିଆର, ଜୁନାଗଡ଼, ଚିଚର୍ଲା  ତୁର୍ଲା(ଟିଟିଲାଗଡ଼ )ଅଂଶଗ୍ରହଣ କରିବା  କୁ ଥିବା ବେଳେ ଉଦଘାଟନ ମ୍ୟାଚ ଶିଆଳି (ସୋନପୁର )ଓ ଟକରର୍ଲା (କଳାହାଣ୍ଡି )ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l ଏଥିରେ ନିର୍ଦ୍ଧାରିତ ସମୟମଧ୍ୟରେ ସୋନପୁର ଦଳ ୨/୦ ଗୋଲରେ ଟକର୍ଲା ଦଳକୁ ପରାସ୍ତ କରି ବିଜୟୀ ହୋଇଛି l ମ୍ୟାଚ କୁ ଲଳିତ ସାହୁ, ଲଳିତ ଦାସ , ସନ୍ଦୀପ ତରାଇ, ପିଙ୍କୁ ଚନ୍ଦନ ପରିଚାଳନା କରିଥିଲେ  l

ଏହି ଉଦଘାଟନ ମ୍ୟାଚରେ ମୁଖ୍ୟ ଅତିଥି ଭାବେ ଯୁବନେତା ନୀଳମାଧବ ସିଂହଦେଓ , ସ୍ୱତନ୍ତ୍ର ଅତିଥି ଭାବେ ମ ରାମପୁର ଥାନାଧିକାରୀ ସଚିନ୍ଦ୍ର ପଧାନ, ସମ୍ମାନିତ ଅତିଥି ଭାବେ ସରପଞ୍ଚ ସେବତୀ ରଣା, ସମିତି ସଭ୍ୟ ନିମାଇଁଚରଣ ବେହେରା(ସିନୁ )ଗ୍ରାମ୍ୟକମିଟି ସଭାପତି ତଥା ସାମ୍ବାଦିକ ନରୋତ୍ତମ ସେଲମା , ନାଏବ ସରପଞ୍ଚ ନରେଶ ଦାସ  ପ୍ରମୁଖ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ  l  ସମ୍ପାଦକ ସୌମ୍ୟରଞ୍ଜନ ତ୍ରିପାଠୀ , ସାମ୍ବାଦିକ ସତ୍ୟ ନାରାୟଣ କୁମାର,ଯୁବାମଞ୍ଚ ସାଙ୍ଗଠନିକ ସମ୍ପାଦକ ସୋନୁ ରଣା, ଲିପୁନ ରଣା, ଲିଲୁ ନାଏକ, ବୁଲୁ ଭୋଇ,ଦେବେନ୍ଦ୍ର ଲେଙ୍କା,ଅଜୟ କୁମାର, କୈଳାଶ କୁମାର, ଆକାଶ କୁମାର, ଗିରିଶ ଚନ୍ଦ୍ର ସୁନା, ପ୍ରଦୀପ ମଲ୍ଲିକ, ପପୁ ସେଠ, ଲିପୁ ସେଠ ବଣ୍ଟି ନାଏକ,ଗୋବର୍ଦ୍ଧନ ମାଝୀ, ରାଜେଶ ଗଡାତିଆ, ବବଲୁ ଦଣ୍ଡସେନା,ପ୍ରମୁଖ ସହଯୋଗ କରିଥିବାବେଳେ ସାମ୍ବାଦିକ କମ୍ବୁପାଣିସାହୁ ଏବଂ ମଧୁବାଗ ଧାରବିବାରଣୀ ପ୍ରଦାନ କରିଥିଲେ, ସ୍କୋରବୋର୍ଡଦାଇତ୍ୱ ରେ ସୁଧାଂଶୁ ବାରିକ ଥିଲେ l ମଙ୍ଗଳବାର ଭବାନୀପାଟଣା ସ୍ପୋର୍ଟ୍ସହଷ୍ଟେଲ ବନାମ ତୁଷୁରା ଏଲୋଭେନ ଷ୍ଟାର ମଧ୍ୟରେ ହେଵ ବୋଲି ସଭାପତି  ନରୋତ୍ତମ ସେଲମା ସୂଚନାଦେଇଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like