-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||     

HOME   ଜିଲ୍ଲା

ବିଶ୍ଵ ମୃତ୍ତିକା ଦିବସ.... ମାଟି ସୁରକ୍ଷା ପାଇଁ ଶପଥ ନେଲେ ଚାଷୀ

05-Dec-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ବିଜାପାଟି ଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ସୋମବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ଜଗଦୀଶ ପ୍ରସାଦ ରଣା, ଅତିରିକ୍ତ ବ୍ଲକ କାର୍ଯ୍ୟକ୍ରମ ସଂଯୋଜକ ପ୍ରଦୀପ କୁମାର ସାହୁ କୃଷକ ସାଥି ସାମନ୍ତ ଦୀପ ପ୍ରମୁଖ ଯୋଗ ଦେଇ ଉପସ୍ଥିତ ଚାଷୀ ମାନଙ୍କୁ ନେଇ ବିଭିନ୍ନ ପ୍ରକାର ମାଟି ଚିନ୍ହଟ ଓ  ମାଟି ଅନୁସାରେ ଫସଲ ତଥା ମାଟି ପରୀକ୍ଷା ଉପରେ ଆଲୋକପାତ କରିଥିଲେ।ତେବେ ମାଟିର ସୁରକ୍ଷା ପାଇଁ ଚାଷୀମାନେ ଶପଥ ନେଇଥିଲେ। ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଗୌରୀ ଦୀପ, ଶ୍ରଦ୍ଧାଞ୍ଜଳି ବାଗ,ଭାନୁମତି ପ୍ରଧାନ, ଜୀବର୍ଦ୍ଧନ ସାହୁ,ବାଲ୍ମୀକି ଛତ୍ରୀଆ,ପ୍ରବୀଣ ଭୋଇ, ସତ୍ୟ ସାଇ ପଧାନ, କ୍ଷୀର ସାଗର କୁମାର ଓ ଅନ୍ୟ ଚାଷୀ ମାନେ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026

You Might Also Like