-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର 

05-Dec-2022



ବୌଦ୍ଧ ::ବୌଦ୍ଧ ବ୍ଳକ କାର୍ଯ୍ୟାଳୟ  ପରିସରରେ ସୋମବାର ଦିନ ଜିଲାପାଳଙ୍କ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି । । ଜିଲାପାଳ ସତ୍ୟରଞ୍ଜନ ସାହୁଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ସମୁଦାୟ ୬୨  ଗୋଟି ଆପି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୫୫   ଗୋଟି ବ୍ୟକ୍ତିଗତ ମାମଲା ଓ ୭ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା ।  ସେଥିମଧ୍ୟରୁ ୭ ଜଣଙ୍କୁ  ଜିଲା ରେଡକ୍ରସ ପାଣ୍ଠିରୁ ୨୭ ହଜାର ଟଙ୍କା ଓ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୫  ହଜାର ଟଙ୍କା  ସହାୟତା ଯୋଗାଇ ଦିଆଯାଇଥିଲା ।  ଏହି ଶିବିରରେ ୧୮ ଗୋଟି ଅଭିଯୋଗର ତôତକାଳ ସାମଧାନ କରାଯାଇଥିଲା । କୁଲତାଖଲିର ଶାନ୍ତି ମୁଦୁଲି, ତପସ୍ୟା ରାଉତ, ରୁପ ମୁଦୁଲି , ଲକ୍ଷ୍ମୀ ପ୍ରସାଦର ହେମଲତା ମେହେର, ଓ ତେଲିବନ୍ଧର ଗଜେନ୍ଦ୍ର ପେରାଙ୍କୁ ଶିବିରରେ ଜିଲାପାଳ ଶ୍ରୀ ସାହୁ ଭା କାର୍ଡ ଦେବା ସହ ୫୦୦ ଟଙ୍କା ଲେଖାଁଏ ପ୍ରଦାନ କରିଥିଲେ । ବୌଦ୍ଧ ବ୍ଳକର  ଆମ୍ବଝରି ପାୟତ ଅର୍ନ୍ତଗତ ଗଣପଦର ଗ୍ରାମର ନମି କୁମ୍ଭାରଙ୍କୁ ବିଧବା ଭା କାର୍ଡ ସହ ୫୦୦ ଟଙ୍କା ଜିଲାପାଳ ପ୍ରଦାନ କରିଥିଲେ ଏହା ସହ ଜାତୀୟ ପରିବାର  ମଙ୍ଗଳ ଯୋଜନା ପାଣ୍ଠିରୁ ୨୦ ହଜାର ଟଙ୍କା ୭ ଦିନ ମଧ୍ୟରେ ଦିଆଯିବ ବୋଲି ପ୍ରତିଶୃତି ଦେଇଥିଲେ । ଏହି ଶିବିରରେ ଜିଲା ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଳାଦ ସହାୟ ମିନା,  ଅତିରିକ୍ତ ଜିଲାପ।।ଳ ବବିତାରାଣି ଦଳବେହେରା, ଜିଲାପରିଷଦ କାର୍ଯ୍ୟନିବାହୀ ଅଧିକାରୀ ଅଶ୍ୱନି କୁମାର ମେହେର, ଉପଜିଲାପାଳ ସନତ କୁମାର ନାଏକ, ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଜିଲା ମତ୍ସ୍ୟବିଭାଗ ଅଧିକାରୀ ଲିପସା ପଟନାୟକ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଜାରୀ, ଜିଲା ସମାଜ ମଙ୍ଗଳ ଅଧିକାରୀ ସେବାଷି୍ଥିଆନ କୁଜୁର, ଡ଼ା. ବି କେ ଆର ସି ହେମ୍ବ୍ରମ ଓ ବୌଦ୍ଧ ସିଡିପିଓ ମୀନତି ଦେଓଙ୍କ ସମେତ ସମସ୍ତ ଜିଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।  ଶିବିରକୁ ବୌଦ୍ଧ ବିଡିଓ ଅବିନାଶ ପାଣ୍ଡିଆ ଓ ତହସିଲଦାର ଦେବୀ ପ୍ରସାଦ ଦାଶ ଓ ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ସାନନ୍ଦ କୁମାର ସାହୁ ପରିଚାଳନା କରିଥିଲେ । ସମାଧାନ ଶିବିର ପରେ ସମସ୍ତ ଅଧିକାରୀ ମାନେ ବୌଦ୍ଧ ବ୍ଳକର ମିଶନ ଶକ୍ତି ଫେଡେରେସନର ସଭ୍ୟ ସଭ୍ୟା ମାନଙ୍କ ଦ୍ୱାରା ପ୍ରସ୍ତୁତ ମାଣ୍ଡିଆ ସାମଗ୍ରୀ ପ୍ରଦର୍ଶନ କରିବା ସହ ଅତିଥି ମାନଙ୍କୁ ମାଣ୍ଡିଆର ସୁସାଦୁ ଖାଦ୍ୟ ମଣ୍ଡା, ପୋଡପିଠା, କେକ, ପକୁଡି, ଆରିସା, ଜୁଜ ଆଦି  ଖାଇବାକୁ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like