-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||     

HOME   ଜିଲ୍ଲା

ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ

05-Dec-2022



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ସଦର ସ୍ଥିତ ଲକ୍ଷ୍ମିନଗର ଠାରେ ନେହେରୁୁ ଯୁବକେନ୍ଦ୍ର ଓ ଯୁବମହାସଂଘର ମିଳିତ ଆନୁକୁଲ୍ୟରେ ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ ହୋଇଯାଇଛି । ଯୁବ ମହାସଂଘର ସଭାପତି ମହେଶ ରଂଜନ ପୁରୋହିତଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କ୍ଷିରୋଧ ଭୂଷଣ ରାଏ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସ୍ୱେଚ୍ଛାସେବୀ ଦିବସ ପାଳନର ଉଦ୍ୟେଶ୍ୟ ଓ ଲକ୍ଷ ଉପରେ ଆଲୋକପାତ କରିଥିଲେ । ସମ୍ମାନିତ ଅତିଥି ଭାବରେ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ବିଡିଏମ ନରେନ୍ଦ୍ର ଦେହେରୀ, ଅଚ୍ୟୁତାନନ୍ଦ ବେହେରା ଏବଂ ବିଶ୍ୱ ମୋହନ ପୁରୋହିତ ଯୋଗଦେଇ ମଂଚାସୀନ ହୋଇଥିଲେ ।  କାର୍ଯ୍ୟକ୍ରମକୁ ସମ୍ଭୁରାଜ କର୍ଣ୍ଣ ପରିଚାଲନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକର ବିଭିନ୍ନ ସ୍ଥାନରୁ ୫୮ ଜଣ ସଦସ୍ୟ ଯୋଗଦେଇଥିଲେ । ସୁଶିଲ ଥାଟୀ ଧନ୍ୟବାଦ ଦେଇଥିଲେ 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026
  ଜିଲ୍ଲା  
ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   18-Mar-2026
  ଜିଲ୍ଲା  
*ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   18-Mar-2026
  ଜିଲ୍ଲା  
ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   17-Mar-2026
  ଜିଲ୍ଲା  
*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   17-Mar-2026
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026

You Might Also Like