-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||     

HOME   ଜିଲ୍ଲା

ଗୀତାଜୟନ୍ତୀ ପାଳିତ

05-Dec-2022



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା): ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଚଡେଇପଙ୍କ ସରଶ୍ୱତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଗୀତାଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ ସଂଜୀବ ପୁରୋହିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସଭାପତି ଜଗତପତୀ ଦେହୁରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ଏହି ଅବଶରରେ ଅଚ୍ୟୁତାନନ୍ଦ ପୁରୋହିତ, ଆଲୋକ କୁମାର ନନ୍ଦଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ ମାନେ ଗୀତା ପଠନ କରିଥିଲେ ।  କାର୍ଯ୍ୟକ୍ରମକୁ ପ୍ରକାଶ ବଢଇଇ ପରିଚାଲାନ କରିଥିଲେ । ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟ, ଛାତ୍ରଛାତ୍ରୀ ଏବଂ ଅଭିଭାବକ ମାନେ ଉପସ୍ଥିତ ରହିଥିଲେ । ସେହିପରୀ ବାଘଲପୁର ମାରୁତୀ ଆଶ୍ରମରେ ମଠାଧିଶ ଦାନବିହାରୀ ଦାସଙ୍କ ତତ୍ୱାବଧାନ କ୍ରମେ ସାମୁହିକ ଭଗବତଗୀତା ପାରାୟଣ, ଭାଗବତ ଅନନ୍ତମୁଖି ଏବଂ ସହଶ୍ରନାମ ପଠନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ପୂଝକ ଭାବରେ ବଦ୍ରୀନାରାୟଣ ଶତପଥି ରହିଥିବା ବେଲେ ମୁଖ୍ୟ ପାଠକ ଭାବରେ ରାମପ୍ରସାଦ ପଣ୍ଡା ଓ ବୁଲୁ ନେଗୀ ରହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପ୍ରତାପ ଦେହେରୀ, ଲକ୍ଷ୍ମଣ ଦେହେରୀ ଓ ପ୍ରଦୀଫ ପାଣିଗ୍ରାହୀ ସହେଯାଗ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   18-Mar-2026
  ଜିଲ୍ଲା  
ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   17-Mar-2026
  ଜିଲ୍ଲା  
*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   17-Mar-2026
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026

You Might Also Like