-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||     

HOME   ଜିଲ୍ଲା

ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ

06-Dec-2022



ବୀରମହାରାଜପୁର, (ବିନୋଦ ପାଣ୍ଡେ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ସ୍ଥିତ ବରାହପଦର ମଠରେ ବ୍ୟଞ୍ଜନ ଦ୍ଵାଦଶୀ ଉତ୍ସବ ପାଳିତ ହୋଇଯାଇଛି।‌ ମଠାଧୀଶ ନିତ୍ୟଗୋପାଳ  ଦାସଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର ବିଭିନ୍ନ ମଠର ସାଧୁସନ୍ଥ ତଥା ଆଖପାଖ ବିଭିନ୍ନ ଗ୍ରାମରୁ ବହୁ ସଂଖ୍ୟକ ପୁରୁଷ ଓ ମହିଳା ଶ୍ରଦ୍ଧାଳୁ ମାନେ ଯୋଗ ଦେଇଥିଲେ। ଏହି ଅବସରରେ ରାଧାକୃଷ୍ଣ ଙ୍କ ପୂଜାର୍ଚ୍ଚନା ସହ ତାଙ୍କଠାରେ ୨୦୮ ପ୍ରକାରର ବିବିଧ ବ୍ୟଞ୍ଜନାଦି ଅର୍ପଣ କରା ଯାଇଥିଲା। ଶ୍ରଦ୍ଧାଳୁ ଭକ୍ତଜନଙ୍କ ଭଜନ, ସଙ୍କୀର୍ତ୍ତନ ରେ ମଠ ପରିସର ଉଛୁଳି ଉଠିଥିଲା।  ଏହି କାର୍ଯ୍ୟକ୍ରମ ରେ ରାମକୃଷ୍ଣ ପୁରୋହିତ ପୂଜାକାର୍ଯ୍ୟ ତୁଲାଇଥିବା ବେଳେ ଶୁଭାଷ ପାଣିଗ୍ରାହୀ,ବାଙ୍କା ଦାସ , ଆଚାର୍ଯ୍ୟ ସୁଶାନ୍ତ ପୁରୋହିତ,ଶୁକାନ୍ତ ପୁରୋହିତ, ଶ୍ରବଣ ଅଗ୍ରୱାଲ , ଆଶିଷ ସାହୁ ଅଖୁଜ ପ୍ରଧାନ, ବିନୋଦ ମହାକୁର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ପରେ ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ସାମୁହିକ ପ୍ରସାଦ ସେବନ ବ୍ୟବସ୍ଥା ହୋଇଥିବା ଜଣାଯାଇଛି।  ସେହିପରି ଚନ୍ଦଲୀ, ସୁବଳୟା, ବାଗବର,ଟିଠିପାଲି, ଦେଉଳଝରି ଓ ଭଙ୍ଗାମୁଣ୍ଡା ପ୍ରଭୁତି ସ୍ଥାନମାନଙ୍କରେ  ଥିବା ରାଧାକୃଷ୍ଣ ମଠରେ ବ୍ୟଞ୍ଜନ ଦ୍ଵାଦଶୀ ଉତ୍ସବ ପାଳିତ ହୋଇଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   17-Mar-2026
  ଜିଲ୍ଲା  
*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   17-Mar-2026
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026

You Might Also Like