-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର:   ସାଇ ସେବା ସମିତି ର ପ୍ରାକ୍ତନ ସଭାପତିଙ୍କ ପରଲୋକ

06-Dec-2022



ସୁବର୍ଣ୍ଣପୁର  ସାଇ ସେବା ସମିତି ର ପ୍ରାକ୍ତନ ସଭାପତି, ଆବାହକ ତଥା ବ୍ୟାଙ୍କ କର୍ମଚାରୀ ଜୟ କୃଷ୍ଣ ମିଶ୍ର ଙ୍କ 65 ବର୍ଷ ବୟସରେ ଆଜି ହୃଦଘାତ ରେ ପରଲୋକ ଘଟିଛି l  ଏ ଖବର ରେ ଆଜି ସହର ରେ ଶୋକ ର ଛାୟା ଖେଳି ଯାଇଛି l ଶ୍ରୀ ମିଶ୍ର  ସାଇ ସଂଗଠନ ରେ ସ୍ୱଛତା, ନାରାୟଣ ସେବା, ଜଳ ଛତ୍ର, ରକ୍ତ ଦାନ ଓ ଚକ୍ଷୁ ଚିକିତ୍ସା ଶିବିର ଭଳି ଅନେକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ରେ ମଧ୍ୟ ସକ୍ରିୟ ସାମିଲ ରହି ସୋନପୁର ସମେତ ସମଗ୍ର ଜ଼ିଲ୍ଲା ର ସାଇ ସେବା ସଂଗଠନ ରେ ଶାନ୍ତି, ଶୃଙ୍ଖଳା ଓ ଏକତା, ଉତ୍ସାହ ସୃଷ୍ଟି କରିବାରେ ଉଲ୍ଲେଖନୀୟ ଅବଦାନ ରହିଛି l ଏବଂ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ରେ  ମଧ୍ୟ ସାଧାରଣ ଲୋକ ଙ୍କୁ ଉତ୍ତମ ବ୍ୟବହାର ଓ ସେବା ଯୋଗାଇ ଗ୍ରୀଡ଼କୋ କଲୋନୀ ରେ ମଧ୍ୟ ବିଭିନ୍ନ  ସାମାଜିକ ଉତ୍ସବ ରେ ସକ୍ରିୟ ସାମିଲ ହୋଇ ଆସିଛନ୍ତି l ଆଜି  ମହାନଦୀ ଶ୍ରୀ  ଗୋକୋନେଶ୍ୱର  ସ୍ମଶାନ  ଘାଟ ରେ ସ୍ବର୍ଗତ ଶ୍ରୀ ମିଶ୍ର ଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ବେଳେ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ର ବହୁ କର୍ମଚାରୀ ଙ୍କ ସମେତ ଶ୍ରୀ ସତ୍ୟ ସାଇ ସେବା ସମିତି ର ସଭାପତି ଗୁଣନିଧି ପାତ୍ର, ବରିଷ୍ଠ ସଦସ୍ୟ ସୁଶ୍ରୀ ରେଣୁକା ମିଶ୍ର, ବୃନ୍ଦାବନ ରଥ, ପ୍ରମୁଖ ସମସ୍ତ ସଦସ୍ୟ ଗ୍ରୀଡ଼କୋ କଲୋନୀ ର ନୂତନ ଗୃହରେ ପହଞ୍ଚି ସର୍ଗୀୟ ମିଶ୍ର ଙ୍କ ଅନ୍ତିମ ଦର୍ଶନ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶୋକ ସନ୍ତପ୍ତ ପରିବାର କୁ ସମବେଦନା ଜଣାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like