-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ପର୍କିତ ସଚେତନତା କର୍ମଶାଳା

06-Dec-2022



 ବଲାଙ୍ଗିର(ପ୍ରେରଣା ଖବର) ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ,ବଲାଙ୍ଗିର ଆନୁକୁଲ୍ୟରେ ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ପର୍କିତ ଏକ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳା କୁ ଜିଲ୍ଲାପାଳ ଚଞ୍ଚଳ ରାଣା ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଜିଲ୍ଲାପାଳ ତାଙ୍କ ବକ୍ତବ୍ୟ ରେ ପରିବର୍ତ୍ତିତ ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ନିୟମାବଳୀ ସମ୍ପର୍କରେ  ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ,ବିଡିଓ ,ଥାନା

ଅଧିକାରୀ ,ସିଡିପିଓ ମାନଙ୍କୁ ଅବଗତ କରାଇବା ସହ ତୃଣମୁଳ ସ୍ତରରୁ ଜିଲ୍ଲା ସ୍ତର ପର୍ଯ୍ୟନ୍ତ ସଚେତନତା କାର୍ମଶାଳା ମାନ ଆୟୋଜନ କରିବା କୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ପରିବର୍ତ୍ତିତ ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ନିୟମାବଳୀ ସମ୍ପର୍କରେ ଲିଫଲେଟ ପ୍ରସ୍ତୁତ କରି ବଣ୍ଟନ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ କର୍ମଶାଳା ରେ ଅଧ୍ୟକ୍ଷତା କରି ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ପର୍କିତ ନିୟମାବଳୀ ତଥା ବିଧି ବ୍ୟବସ୍ଥା ଉପରେ ସବିଶେଷ ଆଲୋଚନା କରିଥିଲେ । କର୍ମଶାଳା ରେ ଭାରପ୍ରାପ୍ତ  ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ, ଜିଲ୍ଲା ସମାଜ ମଙ୍ଗଳ  ଅଧିକାରୀ ସନ୍ଥଲାଲ ଦୀପ, ଶିଶୁ ମଙ୍ଗଳ ସମିତି ର ଅଧ୍ୟକ୍ଷ ଯୋଗେଶ୍ଵର ମହାନ୍ତି,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ  ପ୍ରମୁଖ ଯୋଗଦେଇ ପରିବର୍ତ୍ତିତ ଆଇନ ସମ୍ମତ ପୋଷ୍ୟ ସନ୍ତାନ ଗ୍ରହଣ ନିମନ୍ତେ ଥିବା ବିଧି ବ୍ୟବସ୍ଥା ତଥା ଏହାର ଉପାଦେୟତା ସମ୍ପର୍କରେ ମତବ୍ୟକ୍ତ କରିବା ସହ ଏ ସମ୍ପର୍କରେ ବ୍ୟାପକ ଜନସଚେତନତା ଉପରେ ଗୁରୁତ୍ଵାରୋପ କରିଥିଲେ । କର୍ମଶାଳା ରେ ଶିଶୁ ମଙ୍ଗଳ ସମିତି ର ସଦସ୍ୟ ନନ୍ଦକିଶୋର ଷାଣ୍ଢ ,ଡ଼ ଗୋଦାବରୀଶ ରଥ ,ବିରଞ୍ଚି ବହିଦାର ଯୋଗଦେଇ କିଶୋର ନ୍ୟାୟ ୨୦୧୫ ଅନୁସାରେ ପ୍ରଣିତ ହୋଇଥିବା ପୋଷ୍ୟ ସନ୍ତାନ ଗ୍ରହଣ ଅଧିନିୟମ ଉପରେ ସବିଶେଷ ବିବରଣୀ ଉପସ୍ଥାପନ କରିଥିଲେ । ଏହି କର୍ମଶାଳା ରେ ସ୍ଵତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ଅନୁଷ୍ଠାନ ,ଗ୍ରାମ ମଙ୍ଗଳ ପାଠାଗାର ସଲେପାଲି ର ନିର୍ଦ୍ଦେଶକ କ୍ଷମାନିଧି ମେହେର ,ୱାଇ॰ସି॰ଡି॰ଏ ,ୱାର୍ଲ୍ଡ ଭିଜନ ,ୱାନ ଷ୍ଟପ ସେଣ୍ଟର, ଶିଶୁ ଯତ୍ନ ଅନୁଷ୍ଠାନ ,ଚାଇଲ୍ଡ

ଲାଇନ ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ । କର୍ମଶାଳା ରେ ଯୋଗଦେଇଥିବା ଆବେଦନକାରୀ ପିତାମାତା ଙ୍କୁ ଉପସ୍ଥିତ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର କୁମ୍ଭାର କାର୍ଯକ୍ରମ କୁ ପରିଚାଳନା କରିଥିବା ବେଳେ ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତୀ ,ସୁରକ୍ଷା ଅଧିକାରୀ ଚୂଡାମଣି ପଣ୍ଡା ,ପଂଚାନନ ମିଶ୍ର ,ସୁଦାମ ସୁନା ,ଦିଗମ୍ବର କର ଓ ଅରୁଣ ଖୁଆସ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like