-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ସମ୍ବିଧାନ ଦିବସ ଉପଲକ୍ଷେ ସମ୍ବଲପୁର ବିଜେପି ର ଭର୍ଚୁଆଲ ବୈଠକ

02-Dec-2020



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ନଭେମ୍ବର ୨୬ ତାରିଖ ଥିଲା ସମ୍ବିଧାନ ଦିବସ । ଭାରତୀୟ ଜନତା ପାର୍ଟି ତରଫରୁ ନଭେମ୍ବର ୨୬ ରୁ ଡିସେମ୍ବର ୬ ଯାଏଁ ସର୍ବଭାରତୀୟ ସ୍ତରରେ ଚାଲିଛି ବୁଦ୍ଧିଜୀବୀ ସମାବେଶ । ଏହି ମର୍ମରେ ଆଜି ଭର୍ଚୁଆଲ ବୈଠକ ମାଧ୍ୟମରେ ସମ୍ବଲପୁର ବିଜେପି ର ସମ୍ବିଧାନ ଦିବସ ର ବୁଦ୍ଧିଜୀବୀ ସମାବେଶ ଅନୁଷ୍ଠତ ହୋଇଥିଲା । ଏଥିରେ ରାଜ୍ୟ ତରଫରୁ ମୁଖ୍ୟ ଅତିଥି ଭାବରେ ଦଳୀୟ ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ବିହାରୀ ମହାପାତ୍ର ଉଦବୋଧନ ଦେଇଥିବା ବେଳେ ସ୍ଥାନୀୟ ଅତିଥି ଭାବରେ ବରିଷ୍ଠ ଆଇନଜୀବୀ ସତ୍ୟ ନାରାୟଣ ପଣ୍ଡା ଯୋଗ ଦେଇଥିଲେ । ବିଜେପି ଜିଲ୍ଲା ସଭାପତି ଗିରିଶ ପଟେଲ ଙ୍କ ଅଧ୍ୟକ୍ଷତା ରେ ହୋଇଥିବା ଏହି ବୈଠକକୁ କ୍ଷେତ୍ରିୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ପରିଚାଳନା କରିଥିଲେ ଓ ଶେଷରେ ସମ୍ବଲପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷ  ରାଧେଶ୍ୟାମ ବାରିକ ଧନ୍ୟବାଦ ଅର୍ପଣ କରିଥିଲେ । ଆଜିର ଏହି ବୈଠକରେ ଅଞ୍ଚଳର ବହୁ ବିଶିଷ୍ଟ ଓ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ ।
      ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ସମ୍ବଲପୁର ବିଧାୟକ ଜୟ  ନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରି ନାଏକ, କୁଚିଣ୍ଡା ର ପୂର୍ବତନ ବିଧାୟକ ରବି ନାରାୟଣ ନାଏକ, ପୂର୍ବତନ ବିଧାୟକ ବୃନ୍ଦାବନ ମାଝୀ, ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ, ଜିଲ୍ଲା ସାଧାରଣ ସମ୍ପାଦକ ଅନିଲ ବେହେରା,  ଦେବେନ୍ଦ୍ର ମହାପାତ୍ର,  ପ୍ରଫୁଲ୍ଲ ହୋତା, ଅଶ୍ୱିନୀ ମାଝି, ଡା. ରାଜକୁମାର ବଡ଼ପଣ୍ଡା, ଡା. ପ୍ରଭାସ ଦେବତା, ସବିତା ନନ୍ଦ, ସ୍ନେହଲତା କୁମାରୀ ଦେବୀ, କାନ୍ତି ମେହେର, ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like