-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଡଃ,. ଅଭିଷେକ ମିଶ୍ରଙ୍କ ପରଲୋକରେ ସୁବର୍ଣ୍ଣପୁର ସହରରେ ଶୋକ, ଅନ୍ତିମ ସଂସ୍କାରରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଦେଲେ ଏଡିଏମ ଓ ବହୁ ବିଶିଷ୍ଟ ବ୍ୟକ୍ତି

06-Dec-2022



ସୁବର୍ଣ୍ଣପୁର  -ଗତ କାଲି   ସୁବର୍ଣ୍ଣପୁରର  ଗୌରବ  ତଥା ସମ୍ବଲପୁର ଜି ଏମ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ଡ଼ଃ ଅଭିଷେକ ମିଶ୍ର ଚିକିତ୍ସିତ ଅବସ୍ଥାରେ ଭୁବନେଶ୍ୱର ଏମ୍ସ ହସ୍ପିଟାଲ ରେ ମୃତ୍ୟୁବରଣ କରିଛନ୍ତି l ଏ ଘଟଣା ରେ ସୋନପୁର ତଥା ସମ୍ୱଲପୁର ଜିଏମ କଲେଜ ରେ ଶୋକ ଖେଳିଯାଇଥିବା ବେଳେ ଆଜି ତାଙ୍କ ମର ଶରୀର କୁ ସୁବର୍ଣ୍ଣପୁର ଆଣିବା ପରେ ମର ଶରୀର କୁ ଅନ୍ତିମ ଦର୍ଶନ ପାଇଁ ସହର ର ଓକିଲ ସଂଘ ସମେତ  ଶହ ଶହ ଲୋକ ଙ୍କ ଭିଡ଼ ଜମିଥିଲା l ସହରର ଗୋକୋନେ ଶ୍ୱର  ସ୍ମଶାନ ଘାଟ ରେ  ପ୍ର. ମିଶ୍ର ଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ବେଳେ ସୁବର୍ଣ୍ଣପୁର ଅତିରିକ୍ତ ଜ଼ିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ,   ଡା. ପ୍ରଦୀପ ଗୁରୁ, ବରିଷ୍ଠ ଓକିଲ ଗୌରୀ ଶ୍ୟାମ ପଣ୍ଡା, ଏଡଭୋକେଟ ସନ୍ତୋଷ ମେହେର, ପ୍ରଦୀପ ପୁରୋହିତ, ନନ୍ଦ କିଶୋର ତ୍ରିପାଠୀ, ଙ୍କ ସମେତ ଜ଼ିଲ୍ଲା ଓକିଲ ସଂଘ ର ବହୁ ସଦସ୍ୟ , ପଠାଣ ପଣ୍ଡା, ଏବଂ ସହର ର ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଯୋଗ ଦେଇ ଯୁବ ପ୍ରଫେସର ସ୍ବର୍ଗୀୟ ଶ୍ରୀ  ମିଶ୍ର  ଙ୍କୁ ଅନ୍ତିମ ଦର୍ଶନ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ପୁତୁରା ଅମ୍ରିତ ମିଶ୍ର ମୁଖାଗ୍ନି ଦେଇଥିବା ବେଳେ ନେସେନାଲ ଓ ଇଣ୍ଟରନେସେନାଲ ଜୋର୍ନl ଲ  ରେ ଶ୍ରୀ ମିଶ୍ର ଙ୍କ ଅନେକ ଆର୍ଟିକିଲ ପ୍ରକାଶ ପାଇଥିବା ଏବଂ ସେ ଜଣେ ଅତି ଭଦ୍ର ମେଳାପୀ ଓ ଛାତ୍ରବତ୍ସଳ ଥିଲେ l ତାଙ୍କ ପିତା  ରାଜ କିଶୋର ମିଶ୍ର ସହର ର ଜଣେ ଜଣା ଶୁଣା ଆଇନଜ୍ଞ ଭାବରେ ଓ ବଡ଼ ଭାଇ  ହାଇକୋର୍ଟ ର ଆଇନଜ୍ଞ ଭାବରେ ପରିଚିତ ଥିବାରୁ ଆଜି ସ୍ବର୍ଗୀୟ ପ୍ର. ମିଶ୍ର ଙ୍କ ଅନ୍ତିମ ଦର୍ଶନ ପାଇଁ ଗୋକୋଣେଶ୍ୱର ପଡା ଘରେ ଓ ସ୍ମଶାନ ଘାଟ ରେ ଭିଡ଼ ଲାଗିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like