-+91-9937148622 |

prerana_bgr@rediffmail.com |

  Monday 16th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||      ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   (16-Mar-2026)       ||      *ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   (16-Mar-2026)       ||      ଆଦିତ୍ରୀ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ବଲାଙ୍ଗିର ନର୍ସିଂ ସ୍କୁଲ ତୃତୀୟ ଶପଥ ଗ୍ରହଣ ଉତ୍ସବ ବି.ଏସ୍‌.ସି. ନର୍ସିଂ ଓ ଜି.ଏନ୍‌.ଏମ୍ ୪୯ ଜଣ ଛାତ୍ର ଛାତ୍ରୀ ଶପଥ େନେଲ   (15-Mar-2026)       ||      ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ   (15-Mar-2026)       ||      ଓଷ୍ଟା ପକ୍ଷରୁ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ   (15-Mar-2026)       ||      ବଲାଙ୍ଗୀର ରେ ୨୦୨୬ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   (15-Mar-2026)       ||      ବଲାଙ୍ଗିରରେ ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ    (15-Mar-2026)       ||      "ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ"ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ହେଲେ ଶରତ   (15-Mar-2026)       ||      ମଧୁସୂଦନ ପାର୍କରେ ସ୍ୱାସ୍ଥ୍ୟ ସଚେତନତା ଶିବିର   (15-Mar-2026)       ||      ଝଲସି ଉଠିଥିଲା ସେବାଶ୍ରମର ବାର୍ଷିକ ଉତ୍ସବ   (15-Mar-2026)       ||     

HOME   ଜିଲ୍ଲା

ଜୈନ ମୁନି ଦ୍ବୟଙ୍କ ଅତାବିରା ପ୍ରବେଶ 

06-Dec-2022



ବଲାଙ୍ଗୀର(ପ୍ରେରଣା ଖବର) ଜୈନ ସ୍ବତାମ୍ବର ତେରାପନ୍ଥ ଧର୍ମସଂଘର ମୁନିଶ୍ରୀ ପ୍ରଶାନ୍ତ କୁମାର ଜୀ ଓ କୁମୁଦ କୁମାର ଜୀ ପଦଯାତ୍ରାରେ ଆସି ଅତାବିରା ସହରକୁ ପ୍ରବେଶ କରିଛନ୍ତି। ମୁନି ଦ୍ବୟ କଣ୍ଟାବାଞ୍ଜିରେ ଚତୁର୍ମାସ ସମାସ୍ତ କରି ରାଉରକେଲା ଅଭିମୁଖେ ବାହାରିଥିଲେ। ଆଜି ବରଗଡ-ସମ୍ବଳପୁର ସ୍ଥିତ

ଟୋଲ ଗୋଟରୁ  ସକାଳ ୬ଟରେ ବାହାରି ପ୍ରାୟ ୧୦ କିଲୋମିଟର ପଦଯାତ୍ରାରେ ଅତାବିରା ପହଞ୍ଚିଥିଲେ। ଏହି ପଦଯାତ୍ରାରେ ରତନ ଜୈନ, ବରବିଲ ଜୈନ, ସୁରଜ ଅଗ୍ରୱାଲ, ସୁମିତ ଜୈନ, ସୌରଭ ଜୈନ, ଭୁମିକା ଅଗ୍ରୱାଲ, ଦେବ

ଅଗ୍ରୱାଲ, ଶୁଶିଳ ଜୈନ, ସଙ୍ଗୀତା ଅଗ୍ରୱାଲ, ସଙ୍ଗୀତା ବଙ୍ଗା, ସୌଭା ବଙ୍ଗା, ହେମନ୍ତ ଜୈନ, ପିଙ୍କି ଅଗ୍ରୱାଲ, ବବିତା ଅଗ୍ରୱାଲ, ରେଣୁ ଅଗ୍ରୱାଲ ଆଦି ସାମିଲ ଥିଲେ । ଆସନ୍ତା ଡିସେମ୍ବର ୩୦ତାରିଖ ମଧ୍ଯରେ ରାଉରକେଲା ପହଞ୍ଚିବାର ସମ୍ଭାବନା ରହିଥିବା ଓଡ଼ିଶା ଜୈନ ସ୍ବତାମ୍ବର ତେରାପନ୍ଥ ସଭାର ମିଡିଆ ପ୍ରଭାରୀ ମନୋଜ ଜୈନ ପ୍ରକାଶ କରନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026
  ଜିଲ୍ଲା  
ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   16-Mar-2026
  ଜିଲ୍ଲା  
ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ   16-Mar-2026
  ଜିଲ୍ଲା  
ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   16-Mar-2026
  ଜିଲ୍ଲା  
ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   16-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   16-Mar-2026
  ଜିଲ୍ଲା  
ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ   16-Mar-2026
  ଜିଲ୍ଲା  
*ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   16-Mar-2026
  ଜିଲ୍ଲା  
*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   16-Mar-2026
  ଜିଲ୍ଲା  
ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   16-Mar-2026
  ଜିଲ୍ଲା  
*ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   16-Mar-2026

You Might Also Like