-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||     

HOME   ଜିଲ୍ଲା

ହୀରାଖଣ୍ଡ ରାଜ୍ୟ ଦାବିରେ ଦିଲ୍ଲୀରେ ଧାରଣା I

07-Dec-2022



ସମ୍ବଲପୁର,( ସଂଜୀବ ପାଣିଗ୍ରାହୀ)
: ସ୍ବତନ୍ତ୍ର ହୀରାଖଣ୍ଡ ରାଜ୍ୟ ଏବଂ ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ଦାବି ରାଜଧାନୀ ଦିଲ୍ଲୀ ପହଂଚିଛି I ସମ୍ବଲପୁରୀ ଭାଷା ସଂସ୍କୃତି ପରିଷଦ ଓ ହୀରାଖଣ୍ଡ ସାମ୍ମୁଖ୍ୟ ଆନୁକୂଲ୍ୟରେ ଏକ ଶୋଭାଯାତ୍ରାରେ ଦିଲ୍ଲୀର ଯନ୍ତରମନ୍ତରରେ ପହଂଚିବା ପରେ ସେଠାରେ ଧାରଣା ଦିଆଯାଇଥିଲା I ପଶ୍ଚିମ ଓଡିଶାର ବିଭିନ୍ନ ଅଂଚଳରୁ ଯାଇଥିବା ଲୋକେ ଏହି ଧାରଣାରେ ସାମିଲ ହୋଇଥିଲେ I କେବଳ ସେତିକି ନୁହେଁ, ଦିଲ୍ଲୀରେ ରହୁଥିବା ପଶ୍ଚିମ ଓଡ଼ିଶାର ବହୁ ଲୋକ ମଧ୍ୟ ସେଠାରେ ପହଂଚି ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ। ପ୍ରଫୁଲ୍ଲ ହୋତାଙ୍କ ଆବାହକତ୍ଵରେ ଧାରଣାସ୍ଥଳରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ସମ୍ବଲପୁରୀ ଭାଷା ସଂସ୍କୃତି ପରିଷଦର ସଭାପତି ସରୋଜ ଦାଶ ଏବଂ ହୀରାଖଣ୍ଡ ସାମ୍ମୁଖ୍ୟର ସଭାପତି ପରେଶ ଚନ୍ଦ୍ର ଦାନୀଙ୍କ ଯୁଗ୍ମ ସଭାପତିତ୍ୱ‌ରେ ଅନୁଷ୍ଠିତ ସଭାରେ ଦୀପକ କୁମାର ପଣ୍ଡା, ପ୍ରଶାନ୍ତ ପାଟ୍ଟଯୋଶୀ, ସମାରୁ ମେହେର, ବିଶ୍ବଜିତ ପ୍ରଧାନ, ତ୍ରିବିକ୍ରମ ପ୍ରଧାନ ପ୍ରମୁଖ ମଂଚାସୀନ ଥିଲେ I ପରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ବିଭାଗ ମନ୍ତ୍ରୀ ତଥା ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଦିଆଯାଇଛି। ସୌମ୍ୟଜିତ ବଡ଼ପଣ୍ଡା, ଗୋପାଳ ମିଶ୍ର, ବିଜୟଲକ୍ଷ୍ମୀ ବେହେରା, ମାନସ ବକ୍ସି, ରାଜାରାମ ଷଡ଼ଂଗୀ, ଅରବିନ୍ଦ ନାୟକ, ରାଜେନ୍ଦ୍ର ପଣ୍ଡା, ସୌରୀ ପାଣିଗ୍ରାହୀ, ବବଲୁ ବାଗ, ଯଶୋବନ୍ତୀ ନାୟକ, ପଂକଜିନୀ ମେହେର, ତର୍ପଣ ପ୍ରଧାନ, ବୋଧରାମ ଦାଶ, ଏନ. ଗୋପାଳ, ବଚିତ୍ରା ବାଗ, ଶାଶ୍ବତ ପଣ୍ଡା ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବକ୍ତାମାନେ ହୀରାଖଣ୍ଡ ରାଜ୍ୟ ଗଠନ ଓ ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ଦାବି ସପକ୍ଷରେ କହିଥିଲେ। ସମ୍ବଲପୁରୀ ଭାଷାର ନାମ, ସ୍ବାଭିମାନ, ସୁରକ୍ଷା, ପ୍ରଚାର ଓ ପ୍ରସାର ପାଇଁ ସାମୂହିକ ଶପଥପାଠ କରାଯାଇଥିଲା I ଯନ୍ତର ମନ୍ତର ଅଂଚଳରେ ପଟୁଆର କରାଯାଇଥିଲା। ସମ୍ବଲପୁରୀ ସାମୂହିକ ନାଚ ପରିବେଷଣ ବି କରାଯାଇଥିଲା। ସମ୍ବଲପୁରୀ ଭାଷା ଓ ହୀରାଖଣ୍ଡ ରାଜ୍ୟ ଉପରେ କବିତା ପାଠୋତ୍ସବ ଆୟୋଜିତ ହୋଇଥିଲା। ଉଲ୍ଲେଖଯୋଗ୍ୟ ଯେ, ଗତ ୩ ତାରିଖ ଦିନ ୮୪ ଜଣ ଟ୍ରେନ୍ ଯୋଗେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଥିବାବେଳେ ୪ ତାରିଖ ଦିନ କେତେକ ବ୍ୟକ୍ତି ‌‌ଏଥିରେ ସାମିଲ ପାଇଁ ଯାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026

You Might Also Like