-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

୮ଦଫା ଦାବି ନେଇ ଷୋହଳ ଦିନରେପହଞ୍ଚିଲl ଅଙ୍ଗନବାଡ଼ି କର୍ମୀଙ୍କ ଧାରଣା

07-Dec-2022



କଳାହାଣ୍ଡି,କୋକସରା
(ତ୍ରିନାଥ ବେଶ୍ରl )
ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କର ଆସୋସିଏସନ୍ ଡାକରା ରେ
 ରାଜ୍ୟର ବିଭିନ୍ନ ବ୍ଳକରେ ଥିବା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ଆଗରେ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ ୮ଦଫା ଦାବି ନେଇ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ସମସ୍ତ ଅଙ୍ଗନବାଡ଼ି କର୍ମୀ ଓ ସହାୟୀକା ମାନେ  କୋକସରା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଣୀଙ୍କ କାର୍ଯ୍ୟଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। 
ଆଜି ଷୋହଳ ଦିନ ବିତି ଯାଇଛି ହେଳେ ସରକାର କିଛି ଜବାବ ଦେଉ ନାହାନ୍ତି ବୋଲି ସଂଘ ସଭାନେତ୍ରି ଦମୟନ୍ତୀ ବେଶ୍ରା ପ୍ରକାଶ କରିଛନ୍ତି l ଏବଂ ଆମେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସି ରହିବୁ ବୋଳି କହିଛନ୍ତି ଓ ତାଙ୍କ ଦାବି ଗୁଡ଼ିକ ହେଉଛି  ୨୦୧୮ ଆନ୍ଦୋଳନ ସମୟରେ ବହିଷ୍କୃତ ହୋଇଥିବା ୬ ଜଣ ଅଙ୍ଗନବାଡ଼ି କର୍ମୀଙ୍କୁ ପୁନଃ ନିଯୁକ୍ତ ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀଙ୍କୁ ସରକାରୀ କର୍ମଚାରୀ ର ମାନ୍ୟତା ପ୍ରଦାନ କରାଯାଉ, ଯେତେଦିନ ପର୍ଯ୍ୟନ୍ତ ମାନ୍ୟତା ଦିଆଯାଇନାହିଁ ସେତେଦିନ ପର୍ଯ୍ୟନ୍ତ କର୍ମୀ ମାନଙ୍କୁ ୧୮୦୦୦ ଓ ସହାୟିକା ମାନଙ୍କୁ ୯୦୦୦ଟଙ୍କା ପ୍ରଦାନ କରାଯିବା ସହିତ ଇପିଏଫ ଇଏସାଇସି ଓ ଗ୍ରାଜୁଟି ରେ ସାମିଲ କରାଯାଉ। ମିନି ଅଙ୍ଗନୱାଡ଼ି ଉଚ୍ଛେଦ କରି ମିନି ଅଙ୍ଗନୱାଡ଼ି କର୍ମୀ କୁ ମୁଖ୍ୟ ଅଙ୍ଗନୱାଡ଼ି କର୍ମୀର ମାନ୍ୟତା ପ୍ରଦାନ କରାଯାଉ, ଅଙ୍ଗନୱାଡ଼ି କର୍ମଚାରୀ, ମିନି ଅଙ୍ଗନୱାଡ଼ି କର୍ମଚାରୀ ଓ ସହାୟିକା ଙ୍କୁ ଅବସର କାଳୀନ ସହାୟତା ରାଶି ୫ ଲକ୍ଷ ଓ ପେନସନ ମାସିକ ୫୦୦୦ ଟଙ୍କା ପ୍ରଦାନ କରାଯାଉ, କାର୍ଯ୍ୟରତ ଅବସ୍ଥାରେ ମୃତ୍ୟୁ ବରଣ କଲେ ଅଙ୍ଗନୱାଡି କର୍ମଚାରୀ ମାନଙ୍କୁ ମୃତ୍ୟୁ କାଳିନ ସହାୟତା ରାଶି ୫ଲକ୍ଷ ଟଙ୍କା ଦେବା ସହିତ ପରିବାରରୁ ଜଣଙ୍କୁ ଚାକିରୀ ଦିଆଯାଉ, ନୂତନ ଶିକ୍ଷାନୀତି ରେ ଅଭିଜ୍ଞତା ଓ ଯୋଗ୍ୟତା ଆଧାରରେ ବୟସ ସୀମା ନରଖୁ ସମସ୍ତ ଅଙ୍ଗନୱାଡ଼ି କର୍ମଚାରୀ ଙ୍କୁ ପି- ପ୍ରାଇମେରୀ ଶିକ୍ଷୟତ୍ରୀ ମାନ୍ୟତା ଦିଆଯାଉ। ଅଙ୍ଗନୱାଡ଼ି କର୍ମୀଙ୍କୁ ପଦୋନ୍ନତି ଦିଆଯାଉଥ‌ିବା ବେଳେ ଆଉ ୫୦% ସ୍ମାରକ ଓ ଚତୁର୍ଥ ଅଙ୍ଗନୱାଡି କର୍ମୀ ମାନଙ୍କୁ ସୁପରଭାଇଜର ପଦବୀରେ ପଦୋନ୍ନତି ଦିଆଯାଉ ଏଭଳି ୮ ଗୋଟି ଦାବି ରହିଛି। ଏହି ଦାବୀ ଗୁଡିକ ଯେ ପର୍ଯ୍ୟନ୍ତ ପୂରଣ ନ ହୋଇଛି ସେତେ ଦିନ ପର୍ଯ୍ୟନ୍ତ ଧାରଣା ଜାରି ରହିବା ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଏହି ଆନ୍ଦୋଳନ ଫଳରେ କୋକସରା ବ୍ଲକର ୧୬୭ କେନ୍ଦ୍ର ର ଅଙ୍ଗନବାଡ଼ି କେନ୍ଦ୍ର ରେ ତାଲା ଝୁଲୁଥିବାବେଳେ ହଜାର ହଜାର ହିତାଧିରୀ ଅଙ୍ଗନବାଡି ସେବା ରୁ ବଞ୍ଚିତ ହେବା ଆଶଙ୍କା ଦେଖାଦେଇଛି । ଏପଟେ ଓଡ଼ିଶା  ସରକାର ପକ୍ଷରୁ କଡା ଚେତାବନୀ ସ୍ୱରୂପ  ଅଙ୍ଗନବାଡି କର୍ମୀ ମାନେ କେନ୍ଦ୍ର ଗୁଡିକ ନ ଖୋଲି ଆନ୍ଦୋଳନ ରେ ନିବୃତ ରହିବେ ତାଙ୍କ ଉପରେ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ କର୍ମୀ ମାନେ ସରକାର ଙ୍କ ଚେତାବନୀ କୁ ଖାତିର ନ କରି ନିଜ ହକ ପାଇଁ ଆନ୍ଦୋଳନ କରୁଥିବା ସଂଘ  ସଂପାଦିକା ନିର ମହା ନନ୍ଦ ଓ ଆମପାଣି ସେକ୍ଟର ଲିଡର ଶ୍ରୀମତୀ ତୁଳସୀ ବେଶ୍ରl ଓ ସମସ୍ତ ଅଙ୍ଗୱାଡ଼ି କର୍ମୀ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like