-+91-9937148622 |

prerana_bgr@rediffmail.com |

  Monday 16th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||      ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   (16-Mar-2026)       ||      *ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   (16-Mar-2026)       ||      ଆଦିତ୍ରୀ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ବଲାଙ୍ଗିର ନର୍ସିଂ ସ୍କୁଲ ତୃତୀୟ ଶପଥ ଗ୍ରହଣ ଉତ୍ସବ ବି.ଏସ୍‌.ସି. ନର୍ସିଂ ଓ ଜି.ଏନ୍‌.ଏମ୍ ୪୯ ଜଣ ଛାତ୍ର ଛାତ୍ରୀ ଶପଥ େନେଲ   (15-Mar-2026)       ||      ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ   (15-Mar-2026)       ||      ଓଷ୍ଟା ପକ୍ଷରୁ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ   (15-Mar-2026)       ||      ବଲାଙ୍ଗୀର ରେ ୨୦୨୬ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   (15-Mar-2026)       ||      ବଲାଙ୍ଗିରରେ ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ    (15-Mar-2026)       ||      "ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ"ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ହେଲେ ଶରତ   (15-Mar-2026)       ||      ମଧୁସୂଦନ ପାର୍କରେ ସ୍ୱାସ୍ଥ୍ୟ ସଚେତନତା ଶିବିର   (15-Mar-2026)       ||      ଝଲସି ଉଠିଥିଲା ସେବାଶ୍ରମର ବାର୍ଷିକ ଉତ୍ସବ   (15-Mar-2026)       ||      ଉତ୍ସାହ ଓ ଉଲ୍ଲାସର ସହ ଅନୁଷ୍ଠିତ ହେଲା ଇନଟାକ୍ ର ଅଷ୍ଟଶମ୍ଭୁ ଐତିହ୍ୟ ପଦଯାତ୍ରା*   (15-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ, ବଲାଙ୍ଗିର, ବିଶ୍ୱ ଖାଉଟି ଅଧିକାର ଦିବସ-୨୦୨୬   (15-Mar-2026)       ||      ଗାଁ ପରିମଳ ଗାଁ ମୁଣ୍ଡରୁ - ସ୍ବଚ୍ଛତା ହିଁ ସେବା ସମ୍ପର୍କିତ କର୍ମଶାଳା   (15-Mar-2026)       ||      ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ   (15-Mar-2026)       ||      ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ   (15-Mar-2026)       ||      *ପି ଏମ ଶ୍ରୀ ମହାରାଜା ହାଇସ୍କୁଲ ଠାରେ ବାର୍ଷିକ ଉତ୍ସବ ପାଳିତ*   (15-Mar-2026)       ||      ବନଦୁର୍ଗା ମହୋତ୍ସବ ଏପ୍ରିଲ ୭ ରୁ ୧୧ ମାଁ ପାଟଣେଶ୍ୱରୀଙ୍କୁ ନିଉତା   (15-Mar-2026)       ||     

HOME   ଦେଶ ବିଦେଶ

ସଂସଦର ଶୀତକାଳୀନ ଅଧିବେଶନ ଆଜିଠାରୁ

07-Dec-2022



ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଆଜିଠାରୁ ଆରମ୍ଭ ହେବ । ଚଳିତ ଅଧିବେଶନରେ ବିରୋଧୀ ଦଳ ମୂଲ୍ୟବୃଦ୍ଧି, ବେକାରୀ, ଚୀନ ସୀମା ସଙ୍କଟ, କଲେଜିୟମ ଆଦି ପ୍ରସଙ୍ଗରେ କେନ୍ଦ୍ରକୁ ଘେରିବ । ଗତକାଲି ସଂସଦ ଭବନ ପରିସସରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକରେ ସରକାର କହିଛନ୍ତି ନିୟମାନୁସାରେ ଲୋକସଭା ଅଧ୍ୟକ୍ଷ ଓ ରାଜ୍ୟସଭା ସଭାପତିଙ୍କ ଅନୁମତିରେ ବିରୋଧୀ ଯେଉଁ ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ ଚାହିଁବେ ସରକାର ଏଥିରେ ତାଙ୍କର ତର୍କ ରଖିବେ । ବେଠକରେ କଂଗ୍ରେସ, ତୃଣମୂଳ କଂଗ୍ରେସ, ଡିଏମକେ ଓ ବିଜେଡି ସମେତ ୩୧ ରାଜନୈତିକ ଦଳର ନେତାମାନେ ଯୋଗ ଦେଇଥିଲେ । ଶୀତ ଅଧିବେଶନ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଅଧିବେଶନରେ ମୋଟ ୧୭ କାର୍ଯ୍ୟଦିବସ ରହିବ ।

ଅଧିବେଶନ ଆରମ୍ଭରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଡିଆ ବାର୍ତ୍ତା ଦେବାର କାର୍ଯ୍ୟକ୍ରମ ରହିଛି । ଆଜି ଲୋକସଭାରେ ଦିବଙ୍ଗତ ସଦସ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ । ଅକ୍ଟୋବର ମାସରେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଥିଲା ।

ଶୀତ ଅଧିବେଶନରେ ଟ୍ରେଡ୍ ମାର୍କ (ଆମେଣ୍ଡମେଣ୍ଟ)ବିଲ୍, ୨୦୨୨, ଦ ଜିଓଗ୍ରାଫିକାଲ ଇଣ୍ଡିକେସନ ଅଫ୍ ଗୁଡ୍ସ ବିଲ୍ ୨୦୨୨, ଦ ରିପିଲିଂ ଆଣ୍ଡ ଆମେଣ୍ଡିଂ ବିଲ୍ ୨୦୨୨ ଆଦି ଶୀତ ଅଧିବେଶନରେ ଉପସ୍ଥାପନ ହୋଇପାରେ ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ   16-Mar-2026
  ଜିଲ୍ଲା  
*ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   16-Mar-2026
  ଜିଲ୍ଲା  
*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   16-Mar-2026
  ଜିଲ୍ଲା  
ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   16-Mar-2026
  ଜିଲ୍ଲା  
*ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   16-Mar-2026
  ଜିଲ୍ଲା  
ଆଦିତ୍ରୀ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ବଲାଙ୍ଗିର ନର୍ସିଂ ସ୍କୁଲ ତୃତୀୟ ଶପଥ ଗ୍ରହଣ ଉତ୍ସବ ବି.ଏସ୍‌.ସି. ନର୍ସିଂ ଓ ଜି.ଏନ୍‌.ଏମ୍ ୪୯ ଜଣ ଛାତ୍ର ଛାତ୍ରୀ ଶପଥ େନେଲ   15-Mar-2026
  ଜିଲ୍ଲା  
ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ   15-Mar-2026
  ଜିଲ୍ଲା  
ଓଷ୍ଟା ପକ୍ଷରୁ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ   15-Mar-2026
  ଜିଲ୍ଲା  
ବଲାଙ୍ଗୀର ରେ ୨୦୨୬ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   15-Mar-2026
  ଜିଲ୍ଲା  
ବଲାଙ୍ଗିରରେ ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   15-Mar-2026
  ଜିଲ୍ଲା  
"ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ"ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ହେଲେ ଶରତ   15-Mar-2026
ମଧୁସୂଦନ ପାର୍କରେ ସ୍ୱାସ୍ଥ୍ୟ ସଚେତନତା ଶିବିର   15-Mar-2026

You Might Also Like