-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ପରମ୍ପରାର ପ୍ରତୀକ ଫୁଲମୁଠୀ ଗୋକୁଳାଷ୍ଟମୀ ଯାତ୍ରା ମହୋତ୍ସବ ସମ୍ପନ୍ନ

07-Dec-2022



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଳକ ଅନ୍ତର୍ଗତ ଫୁଲମୁଠୀ ଠାରେ ଦୀର୍ଘ ୮ଦିନଧରି ଚାଲିଥିବା ପରମ୍ପରାର ପ୍ରତୀକ ଗୋକୁଲାଷ୍ଟମୀ ଯାତ୍ରା ମହୋତ୍ସବ ଗତକାଲି ମଙ୍ଗଳବାର ରାତିରେ ସମ୍ପନ୍ନ ହୋଇଛି ।ସ୍ଥାନୀୟ ମହୁଲଟିକ୍ରା ପଡିଆ ମଥୁରା ନଗରୀରେ ସନ୍ଧ୍ୟାରୁ ରାତି ପର୍ଯ୍ୟନ୍ତ ପୌରାଣିକ ନାଟକ ମାଧ୍ୟମରେ କଂସର ନିଖୁଣ ଅଭିନୟ ଏବଂ କୃଷ୍ଣ-ବଲରାମଙ୍କୁ ମାରିବା ପାଇଁ ଅସୁର ପ୍ରେରଣ ଦୃଶ୍ୟ ହଜାର ହଜାର ଲୋକଙ୍କୁ ବେଶ ଆକୃଷ୍ଟ କରିଥିଲା ସେହିପରି ଅନ୍ୟ ପକ୍ଷରେ ଗୋପପୁର ଆଖ୍ୟା ବହନ କରିଥିବା ଫୁଲମୁଠୀ ମାହେଶ୍ୱରୀ ମନ୍ଦିର ମଣ୍ଡପ ଏବଂ ସନ୍ଧ୍ୟାରେ ମେଲଣ ପଡ଼ିଆରେ ପ୍ରଭୁ ଶ୍ରୀକୃଷ୍ଣ ଓ ବଳରାମଙ୍କ ଲୀଳା,କଂସ ପ୍ରେରିତ ଅସୁରଙ୍କୁ ନିଧନ,ଦୋଳ ଲୀଳା,କାଳୀୟ ନାଗର ଶରଣାପନ୍ନ ଆଦି ଅନେକ ଦୃଶ୍ୟ ପ୍ରଦର୍ଶିତ ହୋଇଥିଲା । ଶେଷ ଦିନରେ ସାରା ଗୋପପୁର ବାସୀ ଭଜନ, କିର୍ତନ୍ୟର ତାଳେ ତାଳେ କୃଷ୍ଣ ବଳରାମଙ୍କୁ ଗ୍ରାମ ପରିକ୍ରମା କରିଥିଲେ ।ପ୍ରଭୁଙ୍କ କୃପା ଲାଭ ପାଇଁ ଗ୍ରାମର ପ୍ରତି ଘର ଦୁଆରେ  ଜାଗର ସହ ଦୀପ ଜଳାଇ ପ୍ରଭୁଙ୍କୁ ବନ୍ଦନା କରାଯାଇଥିଲା ।ସେହିପରି ମଥୁରା ନଗରୀ ରାଜ ଦରବାରରେ ତ୍ରିଭୁବନ ବିଜୟୀ କଂସ ଙ୍କ ନିମନ୍ତ୍ରଣ କ୍ରମେ ଚାଷୀ ନେତା ଭୀମସେନ ସାହୁ,ସଚେତନ ନାଗରିକ ପ୍ରମୋଦ ଦାଶ,ଯାତ୍ରା ମୁଖ୍ୟ ପୂଜକ ଗଣେଶରାମ ଦାଶ,ଯୁବ ସଂଗଠକ ଅନ୍ତର୍ଯ୍ୟାମୀ ପଣ୍ଡା,ଯାତ୍ରା କମିଟି ସଭାପତି ଆନନ୍ଦ କୁମାର ହୋତା,ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ଯୁବ ଉଦ୍ୟୋଗୀ ସୁକେଶ ସାମନ୍ତରାୟ ପ୍ରମୁଖ ରାଜକୀୟ ଅତିଥି ଭାବେ ଯୋଗଦେଇ ସାଂସ୍କୃତିକ ବାର୍ତା ପ୍ରଦାନ କରିଥିଲେ ।ସେହିପରି କମିଟିର ସକ୍ରିୟ ସଦସ୍ୟ ନୀଳାମ୍ବର ସାହୁଙ୍କ ସଂଯୋଜନା ଓ ମହାରାଜାଙ୍କ ନିର୍ଦ୍ଦେଶ କ୍ରମେ ଯାତ୍ରା ମହୋତ୍ସବ ପରିଚାଳନାରେ ବିଭିନ୍ନ ବିଭାଗରେ ନିର୍ଭୀକ ଦାୟିତ୍ଵ ସମ୍ପାଦନ କରିଥିବା କମିଟିର ରାଜା ମିଶ୍ର,ଦୀପ୍ତିକାନ୍ତ କର୍ଣ୍ଣ,ଜଗତଜୀବନ ଦାଶ,ସଞ୍ଜୀବ ମେହେର,ପ୍ରକାଶ ରଥ,ସୁଧୀର ପଣ୍ଡା,ଜୁବୁଲି ପଣ୍ଡା,ନିରଞ୍ଜନ ସାହୁ,ଦେବଦତ୍ତ ମିଶ୍ର,ଶିବ ନାଏକ,ପ୍ରମେ ରଣା,ପଙ୍କଜ ସାହୁ,ଗଜାନନ ପୁଟେଲ,ସୁରୁବାବୁ ସ୍ୱାଇଁ,ମୁନୁକୁ ନାଏକ,ବିକାଶ ନାଏକ,ସଞ୍ଜୟ ମେହେର,ପଦ୍ମଲୋଚନ ସାହୁ,ରଂଜନ ନାଏକ,ଦଶରଥ ମେହେର,ସାମ୍ବାଦିକ ଶାନ୍ତନୁ ପଣ୍ଡା,ଗାଡ଼ି ଚାଲକ ସଂଘର କର୍ମକର୍ତ୍ତାଙ୍କ ସହ ଦରବାରରେ  ନାଚ,ଗୀତ ପରିବେଷଣ କରିଥିବା କଳା ପ୍ରତିଭା ମାନଙ୍କୁ ସମ୍ମାନିତ କରାଯାଇଥିଲା । ଯାତ୍ରା ମହୋତ୍ସବ ଦେଖିବା ପାଇଁ ପ୍ରତି ସନ୍ଧ୍ୟାରେ ହଜାର ହଜାର ଲୋକଙ୍କ ସମାଗମ ହୋଇଥିଲା ଶାନ୍ତି ଶୃଙ୍ଖଳା ରକ୍ଷା ଦିଗରେ କମିଟିର ସମସ୍ତ ସଦସ୍ୟ ବିଭିନ୍ନ ସ୍ଥାନରେ ରହି ସହଯୋଗ କରି ସମାପନ କରିଥିବାରୁ କମିଟି ସଭାପତି ଆନନ୍ଦ ହୋତା କଂସ ଦରବାରରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like