-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

କୋଶଲ ରାଜ୍ୟର ନାରାରେ କମ୍ପିଲା ସୁବର୍ଣ୍ଣପୁର ହରିଶଙ୍କରରୁ ଭୁବନେଶ୍ୱର ପଦଯାତ୍ରା ଅବସରରେ ସୋନପୁରରେ ବିପୁଳ ସମ୍ବର୍ଦ୍ଧନା

07-Dec-2022



ସୁବର୍ଣ୍ଣପୁର ,- କୋଶଲ ରାଜ୍ୟ ଦାବି ନେଇ ପୁଣ୍ୟପୀଠ ହରିଶଙ୍କରରୁ ବାହାରି ଥିବା ପଦଯାତ୍ରା ମଙ୍ଗଳବାର ସନ୍ଧ୍ୟାରେ ସୋନପୁରରେ ପହଞ୍ଚିଥିଲା । ୨୮ ଜଣ ଯୁବକ ବ୍ଲକ ଛକରେ ପହଞ୍ଚିବା ପରେ ସ୍ୱତନ୍ତ୍ର କୋଶଲ ରାଜ୍ୟ ଦାବିରେ କମ୍ପି ଉଠିଥିଲା ସମଗ୍ର ପରିବେଶ ।  ଏଠାରେ କୋଶଲ ସାହିତ୍ୟ-ସଂସ୍କୃତି ପରିଷଦ ପକ୍ଷରୁ ପଦଯାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇ ଥିଲା । ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର କାର୍ଯ୍ୟାଳୟଠାରେ ବରିଷ୍ଠ ଆଇନଜୀବୀ ଶ୍ୟାମାଓଁ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା । ବରିଷ୍ଠ କୋଶଲବାଦୀ ନେତା ତଥା ସାମ୍ବାଦିକ ଗୋରେଖ ନାଥ ସାହୁ କୋଶଲ ଆନ୍ଦୋଳନର ଯାତ୍ରା ନେଇ ତାଙ୍କ ଅନୁଭୂତି ବାଣ୍ଟିଥିଲେ । ପ୍ରଫେସର ମୀନା ମହାରଣାଙ୍କ ଆବେଗଭରା ଉଦ୍‌ବୋଧନ ସମସ୍ତଙ୍କ ଆଖିରେ ଲୁହ ଭରି ଦେଇଥିଲା । ଚଙ୍ଗରିଆ ସରପଞ୍ଚ  ତଥା ବରିଷ୍ଠ କୋଶଲବାଦୀ ନେତା ସୁଶୀଳ କୁମାର ଗୁରୁ, ଆଇନଜୀବୀ ସୁବାସ ଆଚାର୍ଯ୍ୟ, ଯୁବରାଜ ବଘାର ପ୍ରମୁଖଙ୍କ ନେତୃତ୍ୱରେ ୨୮ ଜଣ ଯୁବକ ପଦଯାତ୍ରାରେ ବାହାରିଛନ୍ତି । ଏହି ସମ୍ବର୍ଦ୍ଧନା ସଭାରେ ବେଣୁଧର ପ୍ରଧାନ, ମନୋଜ ବାରିକ, ପ୍ରିୟବ୍ରତ ସାହୁ, ଶ୍ରଦ୍ଧାଞ୍ଜଳି ମିଶ୍ର, ଆରତି ଖମାରୀ, ଶେଷଦେବ ମେହେର, ବିଘ୍ନରାଜ ପଣ୍ଡା, ପଦ୍ମଲୋଚନ ମିଶ୍ର  ପ୍ରମୁଖ ଉପସ୍ଥିତ ଥିଲେ ।  ସମସ୍ତ କୋଶଲ ସପକ୍ଷବାଦୀ ସଂଗଠନକୁ ଏକତ୍ର କରି ଖୁବ୍ ଶୀଘ୍ର ସୋନପୁରରେ ଏକ ବୈଠକ ଅନୁଷ୍ଠିତ ହେବ ବୋଲି ଆଇନଜୀବୀ ଶ୍ୟାମାଓଁ ପ୍ରସାଦ ମିଶ୍ର ଘୋଷଣା  କରିଛନ୍ତି ।  
ତେବେ  ମଙ୍ଗଳବାର ସୋନପୁରରେ ରାତ୍ରୀ  ଯାପନ  ପରେ ବୁଧବାର ସକାଳୁ ପଦଯାତ୍ରୀ ମାନେ ପୁଣି ଭୁବନେଶ୍ବର ଅଭିମୁଖେ ବାହାରିଛନ୍ତି । ବୁଧବାର ପ୍ରାତଃରେ  ତ୍ରିବେଣୀ ସଙ୍ଗମରେ ବୁଡ ପକାଇ ଯାତ୍ରା ସଫଳର କାମନା କରି ବାବା ରାମେଶ୍ବରଙ୍କୁ ଦର୍ଶନ କରିଥିଲେ । ତେଲନଦୀ ବ୍ରିଜ ନିକଟରେ ସହରର ବହୁ ବୁଦ୍ଧିଜୀବୀ ଉପସ୍ଥିତ ରହି ପଦଯାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like