-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ .... ରାଜା ଖରିଆର କୁ ପରାସ୍ତ କରି ଜୁନାଗଡ଼ ସେମିରେ ।

07-Dec-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡାବ୍ଲକ ରିଷିଡା ଠାରେ ରିଷିଡା ଯୁବାମଞ୍ଚ ପକ୍ଷରୁ ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟବାପୁଜୀ ମିନି ଷ୍ଟାଡ଼ିଅମଠାରେ ବୁଧବାର ତୃତୀୟ ଦିନ ମ୍ୟାଚ ରାଜାଖରିଆର ଓ ଜୁନାଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିଲା  l ଏଥିରେ ନିର୍ଦ୍ଧାରିତ ସମୟମଧ୍ୟରେ ଜୁନାଗଡ଼ ଦଳ ୧/୦ ଗୋଲରେ ରାଜାଖରିଆର କୁ ପରାସ୍ତ କରି ବିଜୟୀହୋଇ ସେମି ରେ ପ୍ରବେଶ କରିଛି l ମ୍ୟାଚ କୁ ସନ୍ଦୀପ ତରାଇ,ଲଳିତ ସାହୁ, ଲଳିତ ଦାସ,ପିଙ୍କୁ ଚନ୍ଦନ ପରିଚାଳନା କରିଥିଲେ  l ଏହି ମ୍ୟାଚରେଯୁବ ମୁଖ୍ୟ ଅତିଥି ଭାବେ ଉଦ୍ୟୋଗପତି ବିଭୁପ୍ରସାଦ ସାହୁ, ମ ରାମପୁର ପ୍ରେସକ୍ଲବ ସଭାପତି ପ୍ରଶାନ୍ତ ସାମନ୍ତରାୟ, ସାମ୍ବାଦିକ ହେମନ୍ତ ସାହୁ, ରିଷିଡା ସରପଞ୍ଚ ସେବତୀ ରଣା, ପୌରକେଲା ସରପଞ୍ଚ ଯଶୋସ୍ୱିନୀ ଧରୁଆ,ସରକାରୀ ବାପୁଜୀଉଚ୍ଚ ବିଦ୍ୟାଳୟ ବରିଷ୍ଠ ଶିକ୍ଷକ ସାଗର ରଣା, କର୍ଲାମୁଣ୍ଡା ବ୍ଲକ ଏ ଇ ସନ୍ଦୀପ ନାଏକ, ଜେଇ ଶିଶିର ଶବର, ଜେଇ ଲଳେନ୍ଦ୍ର କିଷାନ, କର୍ଲାମୁଣ୍ଡା ପଞ୍ଚାୟତ ନାଏବ ସପଞ୍ଚ ରାଧେଶ୍ୟାମ ବାଗ,ଟୁର୍ଣ୍ଣାମେଣ୍ଟ ସଭାପତି ସାମ୍ବାଦିକ ନରୋତ୍ତମ ସେଲମା,  ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ  l ଯୁବାମଞ୍ଚ ସଭାପତି ରଞ୍ଜନ କୁମାର ନାଏକ,ଯୁବାମଞ୍ଚ ସମ୍ପାଦକ ଉମାକାନ୍ତ ଭୋଇ,ଗିରିଶ ଚନ୍ଦ୍ର ସୁନା,ଟୁର୍ନାମେଣ୍ଟ ସମ୍ପାଦକ ସୌମ୍ୟରଞ୍ଜନ ତ୍ରିପାଠୀ , ସାମ୍ବାଦିକ ସତ୍ୟ ନାରାୟଣ କୁମାର,ଯୁବାମଞ୍ଚ ସାଙ୍ଗଠନିକ ସମ୍ପାଦକ ସୋନୁ ରଣା, ଲିପୁନ ରଣା,ଦେବେନ୍ଦ୍ର ଲେଙ୍କା,କୈଳାଶ କୁମୁରା,ଅଜୟ କୁମାର, କୈଳାଶ କୁମାର, ଆକାଶ କୁମାର, ପ୍ରଦୀପ ମଲ୍ଲିକ, ପପୁ ସେଠ, ଲିପୁ ସେଠ ବଣ୍ଟି ନାଏକ,ଗୋବର୍ଦ୍ଧନ ମାଝୀ, ରାଜେଶ ଗଡତିଆ, ବବଲୁ ଦଣ୍ଡସେନା,ମୁକେଶ ନାଏକ, ତାରାଚନ ପୋଢ଼, ମନୋଜ ଅଗ୍ରୱାଲ ପ୍ରମୁଖ ସହଯୋଗ କରିଥିବାବେଳେ କମ୍ବୁପାଣିସାହୁ, ମଧୁସୂଦନ ବାଗ ଧାରାବିବାରଣୀ ପ୍ରଦାନ କରିଥିଲେ, ସ୍କୋରବୋର୍ଡଦାଇତ୍ୱ ରେ ଗୋବର୍ଦ୍ଧନ ମାଝୀ ରହିଥିଲେ l ଗୁରୁବାର ଦିନ ତୁର୍ଲା (ଟିଟିଲାଗଡ଼ )ବନାମ ଚିଚର୍ଲା ମଧ୍ୟରେ ହେଵବୋଲି କମିଟି ପକ୍ଷରୁ ସୂଚନାମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like